-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସ୍ୱିମିଙ୍ଗ ଚମ୍ପିୟାନସିପ୍  ରେ ବଲାଙ୍ଗୀର ଛାତ୍ରଙ୍କ କୃତିତ୍ୱ

10-Jun-2023



ବଲାଙ୍ଗିର // ବଲାଙ୍ଗିର ମନୋହର ପୁର ପୋଲିସ ୟୁପି ସ୍କୁଲର ପଂଚମ ଶ୍ରେଣୀର ଛାତ୍ର ପ୍ରେମ ପ୍ରକାଶ ପ୍ରଧାନ ରାଜ୍ୟସ୍ତରୀୟ  ସନ୍ତରଣ ପ୍ରତିଯୋଗିତାରେ ଭାଗ ନେଇ ଜିଲ୍ଲା ପାଇଁ ଗୌରବ ଆଣି ଦେଇଛନ୍ତି । ପ୍ରେମ ପ୍ରକାଶ ୨୦୦ ମିଟର ଫ୍ରି ଷ୍ଟାଉଇଲ୍‌ରେ ବ୍ରୋଞ୍ଜ ନେଡାଲ,୪୦୦୦ ମିଟର ଫ୍ରି ଷ୍ଟାଉଇଲ୍‌ରେ ବ୍ରୋଞ୍ଜ ମେଡାଲ, ୫ଠ ମିଟର ବଟରଫ୍ଲାଏରେ ବ୍ରୋଞ୍ଜ ମେଡାଲ,୧୦ଠ ମିଟର ବଟରଫ୍ଲାଏରେ ବ୍ରୋଞ୍ଜ ମେଡାଲ, ୨ଠଠ ମିଟର ଇଣ୍ଡିଭିଜୁଆଲ ମିଡଲି ରେ ସିଲଭର ମେଡାଲ ଓ ୪ଠଠ ମିଟର ମିଡଲିରେ ସିଲଭର୍ ମେଡାଲ ହାସଲ କରିଛନ୍ତି । ଗତ ଜୁନ୍ ଜୁନ୍ ୪ ତାରିଖରୁ ୭ ତାରିଖ 

ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟେଡିୟମ ଠାରେ ଅନୁଷ୍ଠିତ ୬୩ତମ ଅଲ୍ ଓଡ଼ିଶା ଷ୍ଟେଟ୍ ସ୍ୱିମିଙ୍ଗ ପ୍ରତିଯୋଗିତାରେ ସେ ଭାଗ ନେଇ ଜିଲ୍ଲା ପାଇଇଁ ଗୌରବ ଅଅଊଣି ଦେଇଛନ୍ତି । ବଲାଙ୍ଗୀର ଇନ୍ଦିରା ନଗର ବାସୀନ୍ଦା ପ୍ରେମପ୍ରକାଶ ବର୍ତ୍ତମାନ ଭୁବନେଶ୍ୱରରେ ଅବସ୍ଥାପିତ ହୋଇ ସନ୍ତରଣର ତାଲିମ ନେଉଛନ୍ତି । ସନ୍ତରଣରେ କୃତିତ୍ୱ ଲାଭ କରିଥିବା ଛାତ୍ର ପ୍ରେମ ପ୍ରକାଶଙ୍କୁ ମନୋହରପୁର ପୋଲିସ ୟୁପି ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ମିଶ୍ର ଶୁଭେଚ୍ଛା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like