-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଅପରାଧ

ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ସିଦ୍ଧିକ୍ଷାକୁ ହରାଇ ବାଦୀ ବ୍ରଦରସ ଚମ୍ପିୟାନ ବି

11-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶନିବାର ଅନୁଷ୍ଟିତ ଫାଇନାଲ ମ୍ୟାଚରେ ସିଦ୍ଦୀକ୍ଷାକୁ ହରାଇ ବାଦୀ ବ୍ରଦରସ ଚଳିତ ବର୍ଷ ବିପିଏଲ ଚମ୍ପିୟାନ ହୋଇଚ୍ଛି । ଟଚ ଜିଣି ବାଦୀ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୫ୱିକେଟ ହରାଇ ୯୪ରନ କରିଥିଲା ତାର ଜବାବରେ ସିଦ୍ଦିକ୍ଷା ରେଵେଲସ ସମସ୍ତ ୱିକେଟ ହରାଇ

ଓଭରରେ ୬୯ରନ କରି ପରାଜିତ ହୋଇଥିଲା । ମ୍ୟାଚକୁ ବିନୋଦ ପାତ୍ର ଓ ରଞ୍ଜିତ ପଣ୍ଡା ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ସରୋଜ ମହାନ୍ତି ଓ ମ୍ୟାଚର ଧାରାବିବରଣୀ ମାନସ ଦାଶ,ଭବାନୀ ଶଙ୍କର ଜଗଦଲା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା,ସମ୍ମାନିତ ଅତିଥି ଭାବେ ବିନିକା ନଗରପାଳ ସୁବାସ ଚନ୍ଦ୍ର ଭୋଇ, ବିନିକା ସେବା ସମବାୟ ସମିତି ସଭାପତି ଆନନ୍ଦ ବାବୁ,ଅବସରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଦୁଃଖୀରାମ ନାଏକ,ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘର ପୂର୍ବତନ ସଭାପତି ପଠାଣ ପଣ୍ଡା,ବିନିକା ବଣିକ ସଂଘ ସଭାପତି ଅଶ୍ଵିନୀ କୁମାର ସୁବୁଦ୍ଧି,ଯୁବ ଉଦ୍ୟୋଗୀ ସୁଜିତ କୁମାର ବଡ଼ପଣ୍ଡା,ବଲାଙ୍ଗୀର ପ୍ରେରଣା ଖବରକାଗଜ ସମ୍ପାଦକ ରଘୁନନ୍ଦନ ସିଂ ପ୍ରମୁଖ ଯୋଗଦେଇ ବେଷ୍ଟ ଫିଲଡର ଆଶୁତୋଷ ଦାଶ,ବ୍ୟାଟ୍ସମ୍ୟାନ ଓ ମ୍ୟାନ ଅଫ ଦି ମ୍ୟାଚ ରିଣ୍ଟୁ ମେହେର,ବେଷ୍ଟ ବୋଲର/ମ୍ୟାନ ଅଫ ଦି ସିରିଜ କିରଣ ରାଉତ ଏବଂ ବିଜେତା ଦଳ ବାଦୀକୁ ନଗଦ ୨୦ହଜାର ସହ ଟ୍ରଫି ଓ ଉପ ବିଜେତା ଦଳ ସିଦ୍ଦିକ୍ଷାକୁ ନଗଦ ୧୦ହଜାର ସହ ଟ୍ରଫି ଆଦି ପୁରସ୍କାର ପ୍ରଦାନ କରାଯାଇଥିଲା ।ସେହିପରି ବେଷ୍ଟ ଅମ୍ପାୟାର ଭାବେ ବିନୋଦ ପାତ୍ର,ରଞ୍ଜିତ ପଣ୍ଡା,ପ୍ରଦୀପ ମହାଲିଙ୍ଗ,ସବ୍ୟସାଚୀ ମିଶ୍ର,ବେଷ୍ଟ ସ୍କୋରର ଭାବେ ଆଲୋକ ସେଠୀ,ହାଡୁ ବଢେଇ ଆଦିଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ଦୀର୍ଘ ଏକମାସ ବ୍ୟାପି ଚାଲିଥିବା ଏହି ଟୁର୍ଣ୍ଣାମେଣ୍ଟରେ ଅଂଶ ଗ୍ରହଣ କରିଥିବା ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଦୈନନ୍ଦିନ ପଡିଆର ଚାରିପଟେ ଦର୍ଶକ ଓ କ୍ରୀଡାପ୍ରେମୀ ଶାନ୍ତିଶୃଙ୍ଖଳା ସହିତ ମ୍ୟାଚ ଉପଭୋଗ କରିଥିବାରୁ ଆୟୋଜକ ସ୍ପୋର୍ଟସ କ୍ଲବ ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like