-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା : ରେଳ ଲାଇନରୁ ମୁର୍ମୁଷୁ ଅବସ୍ଥାରେ ଯୁବକ ଉଦ୍ଧାର

11-Jun-2023



ବଲାଙ୍ଗିର/ଲୋଇସିଂହା (ପ୍ରେରଣା ଖବର), ଗତକାଲି ରାତି ପ୍ରାୟ ୩ଟା ସମୟରେ ହାଟିଆ ୟଶବନ୍ତପୁର ସାପ୍ତାହିକ ଟ୍ରେନ୍ ରୁ କୌଣସି କାରଣ ବଶତଃ ଜଣେ ଯୁବକ ଖସି ପଡି ଗୁରୁତର ହୋଇଥିବା ଜଣାଯାଇଛି l ବଲାଙ୍ଗିର ଜିଲ୍ଲା ଲୋଇସିଂହା- ବୁର୍ଡ଼l ରେଲୱେ ଲାଇନ୍ ମଧ୍ଯ ରେ ଥିବା ପେଟ୍ରୋଲ ପମ୍ପ ପାଖ ପୋଲ ପାର୍ଶ୍ଵ ରେଲୱେ ଟ୍ରlକ୍ ରୁ ଯୁବକଙ୍କୁ ଉଦ୍ଧାର କରାଯାଇଛି l ଏହି ଯୁବକଙ୍କ ନାମ ଧରମ୍ ମଣ୍ଡଳ (୩୫) ଓ ସେ ଧାନବାଦ୍ ଅଞ୍ଚଳର ବୋଲି ରେଲୱେ ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି l ବଲାଙ୍ଗିର ଆର୍ ପି ଏଫ୍ ର ଓ ଆଇ ସି ସତ୍ୟବ୍ରତ ପ୍ରଧାନ ଙ୍କ ନେତୃତ୍ଵରେ ଗୁରୁତର ଆହାତ ଧରମ୍ ମଣ୍ଡଲ କୁ ଉଦ୍ଧାର କରାଯାଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ଧରମ୍ ମଣ୍ଡଲ ଙ୍କ ଅବସ୍ଥା ଏବେ ବି ଅତ୍ୟନ୍ତ ଗୁରୁତର ଥିବା ପୋଲିସ କହିଛି l ପୋଲିସ ଗୁରୁତର ଙ୍କ ପରିବାର ଲୋକଙ୍କୁ ଦୁର୍ଘଟଣା ସମ୍ପର୍କରେ ଖବର ଦେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026

You Might Also Like