-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଅପରାଧ

ସମ୍ବଲପୁର ଆଇ ଆଇ ଏମ୍ କୁ ବଡ ସଫଳତା- ଭାରତୀୟ ସ୍ତରରେ ନୂତନ ଆଇଆଇଏମ ରେଙ୍କ ରେ ସବୁଠାରୁ ଆଗରେ

10-Dec-2020



ସମ୍ବଲପୁର, (ଦେବାଶିଷ ବେହେରା ): ଦେଶରେ ନମ୍ବର ୱାନ ସମ୍ବଲପୁର ଆଇଆଇଏମ । ଶିକ୍ଷା ପଦ୍ଧତି ଓ ପ୍ଲେସମେଣ୍ଟ ପାଇଁ ସବୁଠୁ ଆଗରେ । ଆଇଆଇଏମର ବଡ ସଫଳତା ନେଇ ସହରରେ ଖୁସିର ଲହରୀ । ଆଇଆଇଏମର ଏହି ସଫଳତା ସମ୍ବଲପୁରକୁ ସାରା ଦେଶରେ ଏକ ପ୍ରମୁଖ ଶିକ୍ଷା ନଗରୀର ପରିଚୟ ପ୍ରଦାନ କରିପାରିଛି । ୨୦୧୫ ମସିହାରେ ପ୍ରବଳ ବିରୋଧ ଓ ବିକ୍ଷୋଭ ପରେ ପ୍ରତିଷ୍ଠା ହୋଇଥିଲା ସମ୍ବଲପୁର ଆଇଆଇଏମ । ଏବେ ସର୍ବଭାରତୀୟ ସ୍ତରରେ ନୂତନ ଆଇଆଇଏମ ରାଙ୍କରେ ସବୁଠାରୁ ଆଗରେ ରହିଛି ସମ୍ବଲପୁର ଆଇଆଇଏମ । ବିଜନେସ ୱାର୍ଲଡ଼ର ସଦ୍ୟ ପ୍ରକାଶିତ ରାଙ୍କିଙ୍ଗରେ ଦେଶର ସରକାରୀ ଶିକ୍ଷା ଅନୁଷ୍ଠାନ ମଧ୍ୟରେ ସମ୍ବଲପୁର ଆଇଆଇଏମ ୧୮ ତମ ସ୍ଥାନରେ ରହିଛି । ଏହା ସହ ଦେଶର ସରକାରୀ ଓ ବେସରକାରୀ ଶିକ୍ଷାଅନୁଷ୍ଠାନମାନଙ୍କ ମିଳିତ ରାଙ୍କିଙ୍ଗରେ ଏହା ସର୍ବ ଭାରତୀୟ ସ୍ତରରେ ୩୪ ତମ ସ୍ଥାନରେ ରହିଛି । ଦେଶରେ ପ୍ରତିଷ୍ଠା ହୋଇଥିବା ନୂତନ ଆଇଆଇଏମ ମଧ୍ୟରେ ରାଞ୍ଚିକୁ ପଛରେ ପକାଇ ସମ୍ବଲପୁର ଆଇଆଇଏମ ଆଗରେ ରହି ନୂତନ ଆଇଆଇଏମ ରାଙ୍କିଙ୍ଗରେ ଏକ ନମ୍ବର ହୋଇ ସଫଳତା ହାସଲ କରିଛି । ଏହି ସଫଳତା ନେଇ ସମ୍ବଲପୁରବାସୀ ମଧ୍ୟ ବେଶ ଖୁସି ଅଛନ୍ତି । ସମ୍ବଲପୁରରେ ଆଇଆଇଏମ ପ୍ରତିଷ୍ଠା ହେବା ପରଠାରୁ ଏହାର ସ୍ୱତନ୍ତ୍ର ଶିକ୍ଷା ପଦ୍ଧତି ପାଇଁ ଏହି ସଫଳତା ହାସଲ କରି ସୄଷ୍ଟି କରିପାରିଛି ସ୍ୱତନ୍ତ୍ରସ୍ଥାନ ।

ଆଇଆଇଏମର ଶିକ୍ଷା ବ୍ୟବସ୍ଥା କେବଳ କ୍ଲାସ ରୁମରେ ସୀମିତ ନୁହେଁ ଶତ ପ୍ରତିଶତ ପ୍ଲେସମେଣ୍ଟର ବ୍ୟବସ୍ଥା ମଧ୍ୟ ରହିଛି । ୨୦୧୫ରେ ଏକ ଘରୋଇ ଇଞ୍ଜିନିୟରିଂ କଲେଜ କ୍ୟାମ୍ପସରେ ଆରମ୍ଭ ହୋଇଥିଲା ଆଇଆଇଏମ । ଏବେ ଏହା ସମ୍ବଲପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅସ୍ଥାୟୀ ଭାବେ ଚାଲିଛି । ନିଜସ୍ୱ ବିଲ୍ଡିଂ ପାଇଁ ଆହୁରି ୨୦ ସାସ ସମୟ ଲାଗିବ ବୋଲି ଜଣାପଡିଛି । ଆଇଆଇଏମ ସମ୍ବଲପୁର ପାଠପଢାର ନିଆରା ଶୈଳୀ ଓ ଅଧ୍ୟାପକଙ୍କ ନିଷ୍ଠାର ସହ କାଯ୍ୟ ସମ୍ପାଦନା ଯୋଗୁ ସାରା ଦେଶରେ ଆଇଆଇଏମ ସଫଳତା ହାସଲ କରିପାରିଛି ବୋଲି କହିଛନ୍ତି ଆଇଆଇଏମ ସମ୍ବଲପୁର ନିର୍ଦ୍ଦେଶକ ମହାଦେବ ପ୍ରସାଦ ଜଏସୁଆଲ । ଆଇଆଇଏମର ନୂତନ ସଫଳତା ସମ୍ବଲପୁରକୁ ଦେଶର ଏକ ଅଗ୍ରଣୀ ଶିକ୍ଷା ନଗରୀର ପରିଚୟ ପ୍ରଦାନ କରିପାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like