-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ସ୍ୱଚ୍ଛତା ଓ ପଲିଥିନ ମୁକ୍ତ ଅଭିଯାନ

11-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ) ସ୍ୱଚ୍ଛଭାରତ ସଂଗଠନ ସୋନପୁର -ମନମୁଣ୍ଡା ପକ୍ଷ ରୁ ଆଜି ସହର ର ମହାନଦୀ ବ୍ରିଜ ନିକଟସ୍ଥ ବୁଢାରଜା ମନ୍ଦିର ରେ ସଫେଇ ଓ ପଲିଥିନ ମୁକ୍ତ ଅଭିଯାନ କରାଯାଇଛି l ସଂଗଠନ ର ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ ଙ୍କ ପରାମର୍ଶ କ୍ରମେ ଉପଦେଷ୍ଠl ଗରିବ ଲୋଇ, ଓ ଉପ ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ଏହି ଶିବିର ରେ ପ୍ରହଲ୍ଲାଦ ମିଶ୍ର,ରାମ ଚନ୍ଦ୍ର ଅଗ୍ରୱାଲା, , ପ୍ରତାପ ଦାଶ, ଜୟନାରlଣ ସାହୁ, ସୁଶାନ୍ତ ସାହୁ, ତରଣି ମେହେର, ଲଡ଼ୁକିଶୋର ମଲ୍ଲିକ, ପ୍ରମୋଦ ସାହୁ, ପ୍ରଫୁଲ୍ଲ ନାଏକ, ନାରାୟଣ ରଥ, ଜୟନ୍ତ ବେହେରା, କଳାକାଁହୁ ଦାଶ,ରୋମୁ ତିୱାର, ଦିଲ୍ଲୀପ ଭୁକ୍ତl, ସିମାଞ୍ଚଳ ହୋତା, ତ୍ରିଲୋଚନ ତରିଆ, କ୍ରିଷ୍ଣା ମେହେର,, ପ୍ରମୁଖ ସାମିଲ ଥିଲେ l କୋଡିନେଟର ମନୋରଞ୍ଜନ ତ୍ରିପାଠୀ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l ପ୍ରକାଶ ଥାଉ କି ଯେ 2014 ରୁ ଏହି ସଂଗଠନ ର କର୍ମକର୍ତ୍ତା ତେଲ ବ୍ରିଜ ର ବାଲି ସଫେଇ ସହିତ ଲଗାତାର ଭାବେ ସହର, ଜ଼ିଲ୍ଲା ତଥା ଓଡିଶା ର ଅନେକ ପର୍ୟ୍ୟଟନ ସ୍ଥଳୀ ରେ ଜ଼ିଲ୍ଲା ପ୍ରଶାସନ ଓ ବିଭିନ୍ନ ଅନୁଷ୍ଠାନ କୁ ସାମିଲ କରି ସ୍ୱଚ୍ଛତା ଅଭିଯାନ, ପରିବେଶ ସୁରକ୍ଷା, ରକ୍ତ ଦାନ ସଚେତନତା ସମେତ ପଲିଥିନ ମୁକ୍ତ ଅଭିଯାନ ଆୟୋଜନ କରି ସାଧାରଣ ଜନତା ଙ୍କୁ ସଚେତନତା ର ବାର୍ତ୍ତା ଦେଇ ଆସୁଛି l ହିନ୍ଦୁ, ମୁସଲିମ, ଖ୍ରୀଷ୍ଟୟାନ ଏକାଠି ହୋଇ ସର୍ବ ଧର୍ମ ର ସମ୍ମନ୍ୱୟ ରଖି ସାରା ବିଶ୍ୱ କୁ ଭାଇଚାରା ର ଏକ ସ୍ୱତନ୍ତ୍ର ବାର୍ତ୍ତା ପହଞ୍ଚାଇଛନ୍ତି l ଏବଂ ଗ୍ରୀଷ୍ମ କାଳ ରେ ଜଳଛତ୍ର ଆୟୋଜନ ସମେତ ଅନେକ ସାମାଜିକ କାର୍ଯ୍ୟ ରେ ସାମିଲ ହୋଇ ପବ୍ଲିକ ଓ ପ୍ରଶାସନ ରେ ପ୍ରଶଂସିତ ହୋଇ ଆସୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like