-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||     

HOME   ଜିଲ୍ଲା

କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ମାନ୍ୟବର ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

11-Jun-2023



ଆଗଲପୁର/ଲୋଇସିଂହା (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଲୋଇସିଂହା ବ୍ଲକ ଅନ୍ତର୍ଗତ ର ରୁଗୁଡ଼ିଖାଲ ଛକ୍ ଠାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ମାନ୍ୟବର ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ବିଜେପି ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଙ୍କ ନେତୃତ୍ୱରେ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା l ଲୋଇସିଂହା ବିଧାୟକ ଡକ୍ଟର ମୁକେଶ କୁମାର ମହାଲିଙ୍ଗ ଙ୍କ ସମେତ ୩ ଟି ବ୍ଲକ ର ସଭାପତି, ମଣ୍ଡଳ ସଭାପତି ଗଣ ଉପସ୍ଥିତ ଥିଲେ l

ସମସ୍ତ ବ୍ଲକର ଶହ ଶହ ସଂଖ୍ୟାରେ ମହିଳା ଓ ଯୁବକ ସହ ବିଜେପି କର୍ମକର୍ତ୍ତା ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ପ୍ରଥେମେ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭା କରା ଯାଇଥିଲା l ଏହାପରେ ବିଜେପି କର୍ମକର୍ତା ମାନେ ନିଜ ନିଜର ଅଭିଭାଷଣ ବ୍ୟକ୍ତ କରିଥିଲେ l କେନ୍ଦ୍ରମନ୍ତ୍ରୀ ମାନ୍ୟବର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ପଧାନ ରୁଗୁଡିଖାଲ ଛକ ପହଂଚିବା ପରେ ଶୋଭାଯାତ୍ରା ମାଧ୍ୟମରେ ପାଛୋଟୀ ଅଣାଯାଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026

You Might Also Like