-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||     

HOME   ଜିଲ୍ଲା

ମାରୱାଡି ୟୁବା ମଞ୍ଚ ବିକାଶ ଶାଖା ତରଫ ରୁ ରକ୍ତଦାନ ଶିବିର ପ୍ରଚଣ୍ଡ ୪୫ ଡିଗ୍ରୀ ଖରା ରେ ମଧ୍ୟ ଦେଲେ ୧୫୦ ୟୁନିଟ ରକ୍ତ

11-Jun-2023



କଣ୍ଟାବାଞ୍ଜି (ପ୍ରେରଣା ଖବର )ଓଡ଼ିଶା ପ୍ରାନ୍ତୀୟ ମାରୱାଡି ୟୁବା ମଞ୍ଚ ନିର୍ଦ୍ଦେଶ ପୁରା ରାଜ୍ୟ ସାତ ଦିନ ଧରି ରାଜ୍ୟ ବ୍ୟାପୀ ରକ୍ତଦାନ ଶିବିର ଆଜି ରୁ ଆରମ୍ଭ ହୋଇଛି ଏଥିରେ ୨୫୦ ଶିବିର କରି ୧୧୧୧୧ ୟୁନିଟ ରକ୍ତଦାନ କରିବା ପାଇଁ ରାଜ୍ୟ ସଭାପତି ପରାଗ ଅଗ୍ରୱାଲ ନିର୍ଦେଶ ଅନୁଯାୟୀ ଆଜି ମାରୱାଡି ୟୁବା ମଞ୍ଚ ବିକାଶ ଶାଖା କଣ୍ଟାବାଞ୍ଜି ତରଫ ରୁ ସ୍ଥାନୀୟ ହରି ଭବନ ପରିସର ରେ ରକ୍ତଦାନ ଶିବିର ଆୟୋଜନ କରାାଇଥିଲା ପ୍ରଚଣ୍ଡ ୪୫ ଡିଗ୍ରୀ ଖରା ରେ ମଧ୍ୟ ଆଜି ୧୫୦ ରୁ ଉର୍ଦ୍ଧ୍ବ ଲୋକ ରକ୍ତଦାନ ସେଚାକୃତ୍ ଭାବେ କରିଥିଲେ, ବିକାଶ ଶାଖା ସଭାପତି ଆକାଶ ଜୈନ, ସମ୍ପାଦକ ଦୀପକ ଜୈନ, ସଂଯୋଜକ ଆଜାଦ ବଂସଲ, ଗୌରବ ଜୈନ , ନବନିତ୍ ଅଗ୍ରୱାଲ ନେତୃତ୍ବରେ ଆୟୋଜିତ ଏହି ଶିବିର ରେ ପୂର୍ବତନ୍ ଵିଧ୍ୟାୟକ୍ ଆୟୁବ୍ ଖାଁ, ଜିଲ୍ଲା ସାଧରଣ ବିଜେଡ଼ି ଫିରୋଜ୍ ଖାଁ,ଅଗ୍ରୱାଲ ସଭା ସଭାପତି ସୁରେଶ ଆର୍ୟା ସହିତ ବିଶିଷ୍ଟ ଲୋକ ମାନେ ଯୋଗ ଦେଇଥିଲେ,ବିକାଶ ଶାଖା ରକ୍ତ ଦାନ ସଂଯୋଜକ ଆଶିଷ ଖେତାନ, ଓ ଆନନ୍ଦ ମୋଟେ ସମସ୍ତ ରକ୍ତଦାତା ମାନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି,ଏହି ଶିବିର ବିକାସ ଶାଖା ର ଅନୁପ ଜୈନ, ନିଖିଲ ଅଗ୍ରୱାଲ, ମୟଙ୍କ ଜୈନ, ମନିଶ ଜୈନ, ଅଜୟ ଅଗ୍ରୱାଲ, ବଜରଙ୍ଗ ଜିନ୍ଦଲ, ସୂମିତ ଜୈନ,ଓ ଅନ୍ୟ ସଦସ୍ୟ ଉପସ୍ଥିତ ଥିବା ବେଳେ,ରକ୍ତ ଭଣ୍ଡାର ରୁ ଡାକ୍ତର ଏମ ଶ୍ରଦ୍ଧାଞ୍ଜଳି, କର୍ମଚାରି କୁନାଲ ଦାସ,ଶିବ ସାହୁ, ବିଶ୍ୱଜିତ ଦେବତା,   ପ୍ରଶାନ୍ତ ସାହୁ, ଦୁର୍ଗା ତାଣ୍ଡି ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026

You Might Also Like