-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||     

HOME   ଜିଲ୍ଲା

ମୋବାଇଲ ଦୋକାନ ରୁ ଲକ୍ଷାଧିକ ଟଙ୍କା ର ସାମଗ୍ରୀ ଚୋରି

11-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ମୋବାଇଲ ଦୋକାନ ରୁ ଲକ୍ଷାଧିକ ଟଙ୍କା ର ସାମଗ୍ରୀ ଚୋରି । ବଲାଙ୍ଗୀର ସହର ପୁରୁଣା ରାଜବାଟି ରାସ୍ତା ସ୍ଥିତ ରାଜେନ୍ଦ୍ର ପାର୍କ ନିକଟରେ ଥିବା ଏସ ଆର ମୋବାଇଲ ଦୋକାନ ରୁ ଏଭଳି ଏକ ଘଟଣା ଘଟିଛି । ଏନେଇ ଦୋକାନ ମାଲିକ ସୌମ୍ୟରଞ୍ଜନ ବେଜ୍ ଟାଉନ ଥାନାର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଛନ୍ତି।

 ସୂଚନା ଅନୁସାରେ ଗତକାଲି ରାତିରେ ସୌମ୍ୟ ତାଙ୍କର ଦୋକାନ ବନ୍ଦ କରି ଯାଇଥିଲେ ।

 ବିଳମ୍ବିତ ରାତି ରେ ତାଙ୍କୁ ଜଣେ ଫୋନ କରି ତୁମର ମୋବାଇଲ ଦୋକାନ ରୁ ଚୋରୀ ହୋଇଛି ବୋଲି ଜଣେ କହିଥେ। ସାଙ୍ଗେ ସଙ୍ଗେ ସୋମ୍ୟ ଦୋକାନ କୁ ଆସି ଦେଖିବାରୁ ଦୋକାନ ର ତାଲା କଟା ହୋଇଥିଲା । ଦୋକାନ ଭିତରୁ ନଗଦ ୧୮ ହଜାର ଟଙ୍କା, ୧୨ ଟି ଦାମିକିଆ ମୋବାଇଲ ଓ ଅନ୍ୟାନ୍ୟ ସାମଗ୍ରୀ ଚୋରୀ ହୋଇଥିବା ସେ କହିଥିଲେ। ସମସ୍ତ ଚୋରୀ ସାମଗ୍ରୀ ର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ସେ କହିଥିଲେ । ଚୋରୀ ସମୟର ସିସିଟିଭି ଫୁଟେଜ ଏବେ ଭାଇରାଲ ହେଁ ହେବାରେ ଲାଗିଛି । ତେବେ ଚୋର ମାନଙ୍କୁ ଧରି ସେ ଚୋରୀ ସାମଗ୍ରୀ ଉଦ୍ଧାର କରିବାକୁ ସେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026

You Might Also Like