-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||     

HOME   ଜିଲ୍ଲା

ଅମୃତଧାରାରୁ ଟେପ ଖୋଲି ନେଲେ ଦୁର୍ବୁତ୍ତ - ପିଇବା ପାଣି ପାଇଁ ଲୋକେ ହନ୍ତସନ୍ତ

11-Jun-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ବ୍ଳକ କାର୍ଯ୍ୟାଳୟ ପରିସରରେ ରେ ଲୋକଙ୍କ  ପାଇଁ ପାନୀୟ ଜଳ ସୁବିଧା ଲାଗି ନୂତନ ଭାବେ ନିର୍ମାଣ ହୋଇଥିବା ଅମୃତ ଧାରା ଲାଗିଥିବା ତିନିଗୋଟି ଟେପ କୁ କେହି ଦୁର୍ବୁତ୍ତ ଗତକାଲି  ଖୋଲି ନେଇଥିବା  ଦେଖିବାକୁ ମିଳିଛି l ଏଠାକୁ ଆସୁଥିବା ବହୁ ଜନସାଧାରଣ ଥଣ୍ଡା ପାଣି ଟୋପାଏ ପାଇଁ ଉକ୍ତ ପ୍ରକଳ୍ପ ଉପରେ ନିର୍ଭର କରିଥାନ୍ତି। କୈାଣସି ଅସାମାଜିକ ବ୍ୟକ୍ତି ଉକ୍ତ ପ୍ରକଳ୍ପରେ‌ ଲାଗିଥିବ ଟେପ କୁ ଚୋରି କରି ନେବାରୁ ଏଠାରେ ପାଣି ବନ୍ଦ ହୋଇଯାଇଛି । ଫଳରେ ସ୍ଥାନୀୟ କର୍ମଚାରୀ ଓ ଜନସାଧାରଣ ପିଇବା ପାଣି ଟୋପାଏ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।
 ବ୍ଲକ କାର୍ଯ୍ୟାଳୟ, ତହସିଲ, ସବ -ରେଜିଷ୍ଟର, ସମନ୍ୱିତ ଶିଶୁ ବିକାଶ, ଆର. ଆଇ. ଅଫିସ  ଓ ବରିଷ୍ଠ ଦେୱାନୀ ଅଦାଲତ ପ୍ରମୁଖ କାର୍ଯ୍ୟାଳୟ ରହିଛି। ସକାଳ ପାଇଲା ମାତ୍ରେ ଦୂର ଦୁରାନ୍ତରୁ ଅନେକ ଲୋକ ବିଭିନ୍ନ କାମରେ ଏଠାକୁ ଆସିଥାନ୍ତି। ପ୍ରବଳ  ଗ୍ରୀଷ୍ମପ୍ରବାହ‌ ଓ ଲୋକଙ୍କ ଶୋଷ ମେଣ୍ଟାଇବା ସହ ଏଠାରେ  ଅମୃତ ଧାରା ପ୍ରକଳ୍ପ ନିର୍ମାଣ ହୋଇଛି ।  ଫଳରେ ଅମୃତ ଧାରା ରୁ ପାଣି ବାହାରୁ ନ ଥିବାରୁ ଅନେକ ଲୋକ ପାଣି ନ ପାଇ ନିରାଶ ରେ ଫେରୁଛନ୍ତି l ଏଣୁ ତୁରନ୍ତ ଏହି ଅମୃତ ଧାରା ରେ ନୂତନ ଟେପ ଲଗାଇ ପାଣି ଯୋଗାଇ ଦେବାକୁ ଜନସାଧାରଣରେ ଦାବି ହୁଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026

You Might Also Like