-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ପ୍ରହସନ ପାଳଟିଛି ସରକାରୀ ଯୋଜନା - ଅଧିକାରୀଙ୍କ ମନମୁଖୀ କାର୍ଯ୍ୟରେ ହିତାଧିକାରୀ ହନ୍ତସନ୍ତ ବୀରମହାରାଜପୁର

11-Jun-2023



(ବୀରମହାରାଜପୁର): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ସରକାରୀ ଯୋଜନା ଲୋକଙ୍କ କାମରେ ଲାଗୁନାହିଁ। ସରକାର ପ୍ରଣୟନ କରୁଥିବା ବିଭିନ୍ନ ଯୋଜନା ହିତାଧିକାରୀଙ୍କ ପାଖରେ ଠିକଣା ଢଙ୍କରେ ପହଞ୍ଚି ପାରୁନଥିବା ଯୋଗୁଁ ହିତାଧିକାରୀ ମହଳରେ ଅସନ୍ତୋଷ ପ୍ରକାଶ ପାଇଛି। ଗରିବ ଲୋକ ମାନଙ୍କ ପାଇଁ ପରିବାର ମଙ୍ଗଳ ଯୋଜନା ପ୍ରହସନ ପାଲଟିଛି। ସୂଚନା ଅନୁସାରେ ପରିବାର ମୁଖ୍ୟ ଲୋକ (ଯାହାର ବୟସ ୬୦ ରୁ କମ ହୋଇଥିବ) ଙ୍କ ମୃତ୍ୟୁ ହେଲେ ତାଙ୍କ ସ୍ତ୍ରୀ ପରିବାର ମଙ୍ଗଳ ଯୋଜନା ଆଧାରରେ ୨୦ ହଜାର ଟଙ୍କା ମିଳିଥାଏ। ବୀରମହାରାଜପୁର ବ୍ଲକରେ‌‌ ସରକାରୀ ଯୋଜନା ଗୁଡିକ କାର୍ଯ୍ୟକାରିତା ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ହିତାଧିକାରୀ ପାଖକୁ ଟଙ୍କା ଆସିବାକୁ ୬ ମାସରୁ ଉର୍ଦ୍ଧ୍ବ ସମୟ ଲାଗିଯାଉଛି। ଅନ୍ତୋଦୟ ଯୋଜନା ଅଧିନରେ ଗରିବ ହିତାଧିକାରୀ ଙ୍କୁ ସାମିଲ କରି ମାସକୁ ୩୫ କେଜି ଚାଉଳ ଯୋଗାଇଦେବ ପାଇଁ ସରକାର ପକ୍ଷରୁ ନିର୍ଦ୍ଦେଶ ରହିଛି।‌ ପ୍ରକୃତ ହିତାଧିକାରୀ ଙ୍କୁ ଏହି ଯୋଜନାରେ ସାମିଲ କରାଯାଉ ନଥିବା ଚର୍ଚ୍ଚା ହେଉଛି।ଆବାସ ଯୋଜନା ଅଧିନରେ ମଧ୍ୟ ପ୍ରକୃତ ହିତାଧିକାରୀ ବାଦ୍ ପଡ଼ିଥିବା ଅଭିଯୋଗ ହେଉଛି। ସ୍ବଚ୍ଛ ପାଇଖାନା କାର୍ଯ୍ୟରତ ଅଧିକାରୀ ଓ ହିତାଧିକାରୀ ଙ୍କ ମଧୁଚନ୍ଦ୍ରିକା ରେ ଗୋଟିଏ ପାଇଖାନା ୨ ରୁ ୩ ଥର ଟଙ୍କା ଉଠାଣ ହୋଇ ଭାଗ ବଣ୍ଟା ହେଉଥିବା ଜଣାପଡ଼ିଛି।  ବ୍ଳକରେ ସୂଚନା ଅଧିକାର ଆଇନ ବଳରେ ବିଭିନ୍ନ ସୂଚନା ମାଗୁଥିଲେ ମଧ୍ୟ ତାହା ଅଧିକାରୀ ମାନେ ପ୍ରଦାନ କରୁନାହାନ୍ତି। ଅଧିକାରୀ ମାନେ ତଥ୍ୟ ନଦେବା ପାଇଁ ସୂଚନା ମାଗୁଥିବା ହିତାଧିକାରୀ କୁ ବିଭିନ୍ନ ଆଲରେ ହଇରାଣ କରିବା ସହ ଧମକ ଚମକ ଦେଉଥିବା ଅଭିଯୋଗ ହେଉଛି। ପ୍ରଶାସନ ଓ ଅଧିକାରୀ ଙ୍କ ଖାମଖିଆଲି ମନୋଭାବ ଯୋଗୁଁ  ଅଞ୍ଚଳରେ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟ ବିନା ସୂଚନା ଫଳକ ହେଉଥିବା ବେଳେ ଅତି ନିମ୍ନ ମାନର କାମ କରି ଲକ୍ଷାଧିକ ଟଙ୍କା ବାଟମାରଣା ହେଉଥିବା ଅଭିଯୋଗ ହେଉଛି। ଅଧିକାରୀ ମାନେ ଭୂତ ହିତାଧିକାରୀ ଙ୍କ ନାମରେ ବିଭିନ୍ନ ଯୋଜନା ଟଙ୍କା ହଡ଼ପ କରୁଥ�


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like