-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ନିଷାନ୍ ର ପଞ୍ଚମ ଅଠାରି କବିତା ଆସର ଅନୁଷ୍ଠିତ

11-Jun-2023



ତୁଷୁରା(ପଞ୍ଚାନନ ନାଏକ): ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ପଞ୍ଚମ ଆଭାସି ଅଠାରି କବିତା ଆସର  ନିଷାନ୍ ର ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ୧୧ ଜୁନ୍ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିଷାନ୍ ର ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଂଚାଳନ କରିଥିଲେ। ସଭା ପ୍ରାରମ୍ଭରେ ପଶ୍ଚିମ ଓଡ଼ିଶାର ସ୍ଵନାମଧନ୍ୟା କଣ୍ଠଶିଳ୍ପୀ  ଲିପ୍‌ସା ମହାରଣା ସ୍ବାଗତ ସଂଗୀତ ପରିବେଷଣ କରିଥିଲେ। ଉକ୍ତ ଆଭାସି କବିତା ଆସର ରେ  ବିଶିଷ୍ଟ କବି,ଲେଖକ, ନାଟ୍ୟକାର ସିର୍‌ଜିନା ସାହିତ୍ୟ  ଓ ସାଂସ୍କୃତିକ ଅନୁଷ୍ଠାନ ର ସଂପାଦକ ମାନନୀୟ  ରାଜେନ୍ଦ୍ର କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାଷା  ସାହିତ୍ୟରେ ନାଟକ ର ଭୂମିକା ଉପରେ ଗୁରୁତ୍ଵାରୋପ କରିଥିଲେ ଓ ସାହିତ୍ୟର ଅଗ୍ରଗତି ଦିଗରେ ନିଷାନ୍ ର ଭୂମିକା କୁ ଭୂୟସୀ ପ୍ରଶଂସା  କରିଥିଲେ। ସମ୍ମାନୀତ ଅତିଥି ଭାବେ କବୟିତ୍ରୀ  କବିତା ମିଶ୍ର  ଯୋଗଦେଇ ଗିତ ଓ କବିତା ଶୁଣାଇଥିଲେ ଶ୍ରୋତାଙ୍କ ମନ ମୋହି ନେଇଥିଲେ। ଅନ୍ୟତମ ସମ୍ମାନୀତ ଅତିଥି ଭାବେ କବୟିତ୍ରୀ  ବବିତା ନାୟକ  ଯୋଗଦେଇ ଚେତନାଧର୍ମୀ  କବିତା  ଶୁଣାଇ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ।  କବିତା ଆସର ଶେଷରେ ଓଡ଼ିଆ ଅଧ୍ଯାପିକା ଆର୍. ପୁଷ୍ପାଞ୍ଜଳି ଧନ୍ୟବାଦ ଅର୍ପଣ କରିଥିଲେ।  ନିଷାନ୍ ର ମୁଖ୍ୟ ଉପଦେଷ୍ଟା ମାନନୀୟ ସୋମନାଥ ମିଶ୍ର , ବରିଷ୍ଠ କବି ସତ୍ୟ ନାରାୟଣ ମିଶ୍ର, କବୟିତ୍ରୀ ଆହ୍ଲାଦିନୀ ପାଣିଗ୍ରାହୀ ଦାଶ, ଚନ୍ଦନା ମଞ୍ଜରୀ ତ୍ରିପାଠୀ,  ନିରୁ ମିଶ୍ର, ସୁଜାତା ନାଏକ, ସାବିତ୍ରୀ ସାହୁ (ଟିଟିଲାଗଡ଼) ସସ୍ମିତା ସେଠ, ସୁସ୍ମିତା ଦାଶ, ତୃପ୍ତିମୟୀ ତ୍ରିପାଠୀ, ସୋଭାଙ୍ଗି ସୁକନ୍ୟା ତ୍ରିପାଠୀ, ଯଜ୍ଞେଶ୍ଵରୀ ମହାପାତ୍ର,ନିହାରିକା ମିଶ୍ର, କସ୍ତୁରୀ ରଥ, ଭାରତୀ ପଣ୍ଡା, ନନ୍ଦିନୀ ସାହୁ, ଦିପ୍ତୀମୟୀ,  ସେହିପରି କବି  ରାଜୀବ ପଟେଲ, ବିଦ୍ୟାଧର ଦାଶ, କୁଞ୍ଜ ବିହାରୀ ସରାଫ,  ସନ୍ତୋଷ କୁମାର ବେହେରା, ଅନିଲ ପଣ୍ଡା, ଶଙ୍କର୍ଷଣ ବାଗ, ପ୍ରହଲ୍ଲାଦ ଦଣ୍ଡସେନା,  ଅମିତ ଭୁଏ,  ସୁଦାମ ପୁଟେଲ, ଦିଲୀପ ମିଶ୍ର, କାର୍ତ୍ତିକ ପୁଟେଲ, କଲାର୍ ସିଂ ଖୁଆସ, ତନ୍ମୟ କୁମାର ମିଶ୍ର, ବୀରେନ୍ଦ୍ର ପାଣ୍ଡେ, ପୂର୍ଣ୍ଣ ଚନ୍ଦ୍ର ମେହେର, ସୁଧୀର କୁମାର ତ୍ରିପାଠୀ, ଶାନ୍ତନୁ କର୍ଣ୍ଣ, ରବି ଚନ୍ଦ୍ର, ଶେଷଦେବ ପଣ୍ଡା, ବନବାସ ମେହେର, ଡ. ନିର୍ମଳ ନାୟକ,କବିରାଜ ଭୋଇ, ଘନଶ୍ୟାମ, ବିଜୟ, ଏସ୍. ସାହୁ, ତରଣୀ ସେନ ମେହେର  ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। "ଆ' ମଉସୁମି ଆ'  କବିତା ପ୍ରତିଯୋଗିତା ରେ କବି ଦିଲିପ କୁମାର ମିଶ୍ର ଓ ରାଜିବ କୁମାର ପଟେଲ ବିଜେତା ଘୋଷିତ ହୋଇଥିଲେ।  ଆସନ୍ତା  ଜୁନ ମାସ ୧୮ ତାରିଖ ରବିବାର ଅପରାହ୍ନ ୫ ଘଟିକାରେ ଷଷ୍ଠ ଅଠାରି କବିତା ଆସର ଅନୁଷ୍ଠିତ ହେବ ବୋଲି ସଂପାଦକ ଶ୍ରୀ ଦାଶ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like