ବେଆଇନ ଗଞ୍ଜେଇ କାରବାର କରୁଥିବା ଅଭିଯୋଗ ରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବଲାଙ୍ଗିର ପୁଲିସ । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ  ଚାରିଜଣ ଆସାମୀ  ପ୍ଯାଲେସଲାଇନ ର ଶୁଭମ ପଟ୍ଟନାଏକ(୨୩) ,ଇଚ୍ଛାପଡା ର କରନ ସାହୁ(୩୦), 

ରାଜେନ୍ଦ୍ର ପଡା ର ରମିତ ସାହୁ(୨୦) 

ଓ , ଉତ୍ତରପ୍ରଦେଶ ର ଭାଦୋୟା ଜିଲ୍ଲା ଅନ୍ତର୍ଗତ ଉଗପୁର ର ୟଶ କୁମାର(୨୭)

 ବୋଲି ଜଣାପଡିଛି ।

 ସୂଚନା ଅନୁସାରେ  ରବିବାର ସକାଳ ୧୦ ଘଣ୍ଟା ସମୟ ରେ ବିଶେଷ ସୂତ୍ରରୁ ଖବର ପାଇ ଏକ ସ୍ବତନ୍ତ୍ର ଟିମ କୁ ବଲାଙ୍ଗିର ସହରର ପେଲେସ ଲାଇନ କୁ ପଠାଇବାରେ ସେଠାରେ ଚାରିଜଣ ବ୍ୟକ୍ତି ଗଞ୍ଜେଇ ଚୋରା ଚାଲାଣ କାରବାର କରୁଥିଲେ । ପୋଲିସ ଟିମ କୁ ଦେଖିବା ମାତ୍ରେ ଚାରିଜଣ ଦୁରବୃତ ସେମାନେ ରଖିଥିବା ଗଞ୍ଜେଇ ସହ ଫେରାର ହେବାକୁ ଚେଷ୍ଟା କଲାବେଳେ ପୋଲିସ ଟିମ ସେମାନଙ୍କୁ କାବୁ କରିଥିଲେ ଏବଂ ସେମାନଙ୍କ ଠାରୁ ସମୁଦାୟ ୨୭ କିଲୋ ଗଞ୍ଜେଇ ଜବତ କରାଗଲା ଏବଂ ସେମାନେ ବ୍ୟବହାର କରୁଥିବା ୨ ଗୋଟି ଦାମୀ ମୋବାଇଲ ଓ ୪୬୦୦ ଟଙ୍କା ଜବତି କରାହେଲା । ଆଜି ଉକ୍ତ କେଶରେ ଧରା ହୋଇଥିବା  ଠାରୁ ଜବତି ହୋଇଥିବା ଗଞ୍ଜେଇ ସହ ତଦନ୍ତକାରୀ ପୋଲିସ ଅଧିକାରୀ ଏସ.ଆଇ ସୁଜ୍ଞାନ କୁମାର ବାରିକ ଙ୍କ ଦ୍ବାରା କୋର୍ଟ ଚାଲାଣ କରାଗଲା ପୁଲିସ ସୂଚନା ଦେଇଛି ।

"/>

-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସହର ର ପେଲସଲାଇନ ଠାରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ପୁଲିସ ର ଚଢ଼ାଉ, ୪ ଗିରଫ

11-Jun-2023

 ବେଆଇନ ଗଞ୍ଜେଇ କାରବାର କରୁଥିବା ଅଭିଯୋଗ ରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବଲାଙ୍ଗିର ପୁଲିସ । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ  ଚାରିଜଣ ଆସାମୀ  ପ୍ଯାଲେସଲାଇନ ର ଶୁଭମ ପଟ୍ଟନାଏକ(୨୩) ,ଇଚ୍ଛାପଡା ର କରନ ସାହୁ(୩୦), 

ରାଜେନ୍ଦ୍ର ପଡା ର ରମିତ ସାହୁ(୨୦) 

ଓ , ଉତ୍ତରପ୍ରଦେଶ ର ଭାଦୋୟା ଜିଲ୍ଲା ଅନ୍ତର୍ଗତ ଉଗପୁର ର ୟଶ କୁମାର(୨୭)

 ବୋଲି ଜଣାପଡିଛି ।

 ସୂଚନା ଅନୁସାରେ  ରବିବାର ସକାଳ ୧୦ ଘଣ୍ଟା ସମୟ ରେ ବିଶେଷ ସୂତ୍ରରୁ ଖବର ପାଇ ଏକ ସ୍ବତନ୍ତ୍ର ଟିମ କୁ ବଲାଙ୍ଗିର ସହରର ପେଲେସ ଲାଇନ କୁ ପଠାଇବାରେ ସେଠାରେ ଚାରିଜଣ ବ୍ୟକ୍ତି ଗଞ୍ଜେଇ ଚୋରା ଚାଲାଣ କାରବାର କରୁଥିଲେ । ପୋଲିସ ଟିମ କୁ ଦେଖିବା ମାତ୍ରେ ଚାରିଜଣ ଦୁରବୃତ ସେମାନେ ରଖିଥିବା ଗଞ୍ଜେଇ ସହ ଫେରାର ହେବାକୁ ଚେଷ୍ଟା କଲାବେଳେ ପୋଲିସ ଟିମ ସେମାନଙ୍କୁ କାବୁ କରିଥିଲେ ଏବଂ ସେମାନଙ୍କ ଠାରୁ ସମୁଦାୟ ୨୭ କିଲୋ ଗଞ୍ଜେଇ ଜବତ କରାଗଲା ଏବଂ ସେମାନେ ବ୍ୟବହାର କରୁଥିବା ୨ ଗୋଟି ଦାମୀ ମୋବାଇଲ ଓ ୪୬୦୦ ଟଙ୍କା ଜବତି କରାହେଲା । ଆଜି ଉକ୍ତ କେଶରେ ଧରା ହୋଇଥିବା  ଠାରୁ ଜବତି ହୋଇଥିବା ଗଞ୍ଜେଇ ସହ ତଦନ୍ତକାରୀ ପୋଲିସ ଅଧିକାରୀ ଏସ.ଆଇ ସୁଜ୍ଞାନ କୁମାର ବାରିକ ଙ୍କ ଦ୍ବାରା କୋର୍ଟ ଚାଲାଣ କରାଗଲା ପୁଲିସ ସୂଚନା ଦେଇଛି ।

News Comment

Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026

You Might Also Like