-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଥାନା ପରିସରରେ ମେଗା ରକ୍ତଦାନ ଶିବିର, ରେକର୍ଡ ସଂଖ୍ୟକ ୫୩୩ ୟୁନିଟ ରକ୍ତ ସଂଗ୍ରହ

12-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଜିଲ୍ଲାର ଡୁଙ୍ଗୁରିପାଲି ଥାନା ରେ ମୋ- ସରକାର ଆନୁକୂଲ୍ଯରେ ଏକ ବିଶାଳ ରକ୍ତ ଦାନ ଶିବିର  ଅନୁଷ୍ଠିତ ହୋଇଯାଇଛି l ଶିବିରକୁ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥି ମାନ୍ୟବର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ ଓ ସାଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉଦଘାଟନ କରି ରକ୍ତର ଅଭାବରେ ଯେମିତି କୌଣସି ରୋଗୀଙ୍କ ମୃତ ନ ହେବ ସେଥି ପାଇଁ ପ୍ରତି ଗ୍ରାମରେ ରକ୍ତଦାନ ଶିବିର ଆୟୋଜନ କରିବା ସକାଶେ ଆଗେଇ ଆସିବା ଉଚିତ ବୋଲି କହିଥିଲେ।  ସାମ୍ମାନୀତ ଅତିଥି ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ସୁପାର ଠେଲା, ଜ଼ିଲ୍ଲା ପୋଲିସ  ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ରାମପୁର ଶ୍ରୀରାମ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ରମେଶ ପୂଜାରୀ, ଡୁଙ୍ଗୁରିପାଲି ଆଇ ଆଇ ସି ସତ୍ୟନାରାୟଣ ପଧାନ, ଡୁଙ୍ଗୁରିପାଲି ବ୍ଲକ ଉପlଧ୍ୟକ୍ଷ ମକରଧ୍ବଜ ସାହୁ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସlହିତ କରିଥିଲେ l ଜିଲ୍ଲା ପୋଲିସର ରକ୍ତ ସଂଯୋଜକ ମନୋଜ ପଣ୍ଡା ଓ ବିଭୁଦତ୍ତ ବିଶ୍ବାଳ ସଭାକାର୍ଯରେ ମଞ୍ଚ ପରିଚାଳନା କରିଥିଲେ । ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ସମସ୍ତ୍ ସାମାଜିକ ସଂଗଠନ ମାରୱାଡ଼ି ଯୁବମଞ୍ଚ, ଓଁକାର ସଂଘ , ଓଡ଼ିଶା ଡ୍ରାଇଭର ମହାସଂଘ, ପତଂଜଳୀ ସମିତି, କୋଶଳ ସେନା, କୋଶଳ ସାମ୍ବାଦିକ ସଙ୍ଘ , ବଣିକ ସଂଘ, ସମସ୍ତ ଜନ ପ୍ରତିନିଧି ମିସନ ଶକ୍ତି ଆଦି ବହୁ ବଦାନ୍ୟ ଲୋକଙ୍କ ସହାୟତାରେ  ଆଜି ଏ ଶିବିର ଓଡ଼ିଶା ରେକର୍ଡ ସୃଷ୍ଟି କରି ପାରିଛି। ଆଜିର ଏହି ଶିବିର ରେ ୫୩୩ଜଣ ରକ୍ତଦାତା ଙ୍କ ମଧ୍ୟ୍ୟ ରେ ୯୨ ଜଣ ନୂତନ ରକ୍ତ ଦାତା ଓ ୧୨୪ ଜଣ ମହିଳା ରକ୍ତ ଦାନ କରିଥିଲେ । ଡୁଙ୍ଗୁରିପାଲି ର ଏସ ଆଇ ଟଙ୍କଧର ଛତରିଆ, ହାବିଲଦାର ଦୟାନିଧି ବେହେରା , ପିତାମ୍ବର ବୁଡେକ ପ୍ରମୁଖ ରକ୍ତଦାନ ଶିବିର ରେ ସହୟୋଗ କରିଥିଲେ। ସୁବର୍ଣ୍ଣପୁର ରକ୍ତକେନ୍ଦ୍ରକୁ ୯୫ ଓ ବୁର୍ଲା ରକ୍ତକେନ୍ଦ୍ର କୁ ୨୪୨, ବରଗଡ କୁ ୯୩ ଓ ବଲାଙ୍ଗିର କୁ ୧୦୩ ୟୁନିଟ ରକ୍ତଦାନ କରାଯାଇଛି । ପ୍ରତି ରକ୍ତକେନ୍ଦ୍ରର ଅଧିକାରୀ ଡାକ୍ତର ଅର୍ପିତା ପାଣ୍ଡିଆଙ୍କ  ନେତୃତ୍ବରେ ଦେବାଶିଷ ମିଶ୍ର, ଟିଟୁ ଭୋଇ, ଭୁବନେଶ୍ଵର ସାହୁ,

ରଂଜନ ବର।ଟ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ । ଏହା ପୂର୍ବରୁ  ଏସପି ଶ୍ରୀ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସୋନପୁର ଥାନାରେ ୩୬୪ ୟୁନିଟ ଓ ଉଲୁଣ୍ଡା ଥାନା ପକ୍ଷରୁ 509 ୟୁନିଟ ରକ୍ତ ସଂଗ୍ରହ କରି  ଦିନିକିଆ ରକ୍ତଦାନ ଶିବିରରେ ଓଡିଶା ରେକର୍ଡ ସୃଷ୍ଟି କରିଥିଲା l ଏସବୁ ସଫଳତାର ଶ୍ରେୟ  ଏସପି ଶ୍ରୀ ପଣ୍ଡା ଙ୍କ ସମେତ ସମସ୍ତ ଥାନା ଅଧିକାରୀ କର୍ମଚାରି, ଓ ମନୋଜ ପଣ୍ଡାଙ୍କ ଭଳି ଉଦ୍ୟୋକ୍ତl, ସମାଜସେବୀ ସଂଗଠନ ଓ ନୁଆଁ ଯୁବ ରକ୍ତଦାତାଙ୍କୁ ଯିବ ନଶ୍ଚିତ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like