-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଗୋପାଳଜୀ ତଡିତ ମନ୍ତ୍ର ଶ୍ୱାସ ଯୋଗାଳୟ ପରିଦର୍ଶନ

12-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଗତକାଲି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ  ନିରଞ୍ଜନ ପୂଜାରୀ ସନ୍ଧ୍ୟାରେ ସୋନପୁରର ଶ୍ରୀ  ଗୋପାଳଜୀ ତଡିତ ମନ୍ତ୍ର ଶ୍ୱାସ ଯୋଗାଳୟ ପରିଦର୍ଶନ କରିଥିଲେ l ମନ୍ତ୍ରୀ ଶ୍ରୀ ପୂଜାରୀଙ୍କୁ ଯୋଗାଳୟ ମୁଖ୍ୟ ଫାଟକ

ରୁ ଅନୁଷ୍ଠାନର କର୍ମକର୍ତ୍ତା ସ୍ୱାଗତ କରି ପାଛୋଟି ନେଇଥିଲେ l ସଭାପତି ହରିହର ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଶ୍ରୀ ପୂଜାରୀ ଯୋଗ ଦେଇ ଅନୁଷ୍ଠାନ ବାତାବରଣ ପରିବେଶ ଓ ସଭ୍ୟଙ୍କ ଉତ୍ସର୍ଗକୁ ଖୁବ ପ୍ରଶଂସା କରି  ନିଜ ଉଦ୍ୟମରେ ଏଭଳି ଏକ ସୁନ୍ଦର ଓ ଭବ୍ୟ ଅନୁଷ୍ଠାନ ନିର୍ମାଣ ମୁଁ ପ୍ରଥମ ଥର ଦେଖି ଆଶ୍ଚର୍ଯ୍ୟ ହୋଇଛି ବୋଲି କହିଥିଲେ l ଏବଂ ଆଗାମୀ ଦିନରେ ମୁଁ ଅନୁଷ୍ଠାନରେ ସାମିଲ ହୋଇ ଯୋଗାଭ୍ୟାସ କରିବି ବୋଲି କହି ସୋନପୁର ସହରକୁ ମୁଁ ଖୁବ ନିକଟରୁ ଦେଖିଚି ବୋଲି କହିଥିଲେ l ଏ ଅନୁଷ୍ଠାନ ର ରାସ୍ତା ଓ  ଯୋଗ ପ୍ରଶିକ୍ଷଣ ହଲ କୁ ଖୁବ ଶୀଘ୍ର ନିର୍ମାଣ ପାଇଁ ପ୍ରତିସୂତୀ ଦେଇଥିଲେ l ଶିକ୍ଷାବିଦ ପ୍ରଦୀପ ପୁରୋହିତ ଅତିଥି ଆମନ୍ତ୍ରଣ କରି ସ୍ୱାଗତ ଭାଷଣ ଦେଇଥିବା ବେଳେ  ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଯୋଗ ଉପରେ ଜାତି ସଂଘରେ ମାନ୍ୟତା ମିଳିବା ପରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରୁଛି ତେଣୁ  ଆପଣଙ୍କ ସ୍ୱାସ୍ଥ୍ୟ ଭଳି ଗୁରୁତ୍ୱ

ପୁର୍ଣ ବିଭାଗ  ପକ୍ଷ ରୁ ଏ ଯୋଗ ପୀଠର ବହୁ ବିକାଶ ଆଶା କରୁଛି ବୋଲି କହିଥିଲେ l  ଅନୁଷ୍ଠାନର ଅଧ୍ୟକ୍ଷ୍ୟ ସନ୍ତୋଷ  ପାଢ଼ୀ, ସମ୍ପାଦକ ଆର୍ତ୍ତ ତ୍ରାଣ ବାବୁ, ସହ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ମଞ୍ଚlସିନ ରହି ଅନୁଷ୍ଠାନର ବିବରଣୀ ପାଠ କରି ବିଭିନ୍ନ ଦାବି ଉପସ୍ଥାପନା କରିଥିଲେ l ଅନୁଷ୍ଠାନର ଶୁଭେଛୁ ଶ୍ରୀବତ୍ସ ମଲ୍ଲିକ ଓ ସଂଯୋଜକ ନିରଞ୍ଜନ ତ୍ରିପାଠୀଙ୍କ ଦ୍ୱାରା ଫୁଲ ତୋଡ଼ା ଓ ଉପଢୌକନ ପ୍ରଦାନ ପୂର୍ବକ ମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା l ଶେଷରେ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ l   ଏଠାରେ ଅନୁଷ୍ଟାନ ର  ସମସ୍ତ ସଭ୍ୟ ଓ ସହର ର ବହୁ ବରିଷ୍ଠ ନାଗରିକ ବୁଦ୍ଧିଜୀବୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like