-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ରାସ୍ତା ମରାମତି ପାଇଁ ସିପିଏମ ର ବିକ୍ଷୋଭ

12-Jun-2023



ଵ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ):  ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୪୦ ନମ୍ବର ୱାର୍ଡର ଆଙ୍କୁଲିରୁ   ଶ୍ରୀହରି ନଗର, ଗଙ୍ଗା ନଗର, ଜଳେଶ୍ବର ଖଣ୍ଡି, ଆରୁଆ ପଲ୍ଲୀ, ଗଉଞ୍ଜୁ, ଗୋଳାବନ୍ଧ, ଧବଳେଶ୍ୱର ସହ ଅନ୍ୟ ଛୋଟ ଛୋଟ ଗାଁ ଗୁଡିକୁ ହଜାର ହଜାର ଲୋକ ଏହି ତଳ ରାସ୍ତା ଦେଇ ଯାତାୟତ କରନ୍ତି।  ରାସ୍ତାରେ ଦୁଇ ଚକିଆ ଗାଡି,  ଟ୍ରକ, ଟ୍ରାକ୍ଟର,ବସ ଆଦି ଶହ ଶହ ଗାଡ଼ି ଯିବା ଆସିବା କରେ । ରାସ୍ତାଟି ବହୁଖାଲ ଖମା ହୋଇ ରହିଥିବାରୁ  ଲୋକେ ହନ୍ତସନ୍ତ ହେବା ସହ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି।ବର୍ଷା ହେଲେ ପାଣି ଜମିବା ଯୋଗୁଁ ଲୋକମାନେ ଚାଲିକି ଯିବା ଆସିବା ବେଳେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି  ।ଏହି ରାସ୍ତାଟି ମହାନଗର ନିଗମ ର ୪୦ ନମ୍ବର ୱାର୍ଡ ମଧ୍ୟରେ ଥିଲେ ମଧ୍ୟ ମହାନଗର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ l ତୁରନ୍ତ  ଏହି ରାସ୍ତା ତିଆରି କରିବା ପାଇଁ ସିପିଏମ ପକ୍ଷ ରୁ ଆଜି  ରାସ୍ତା ଉପରେ ପ୍ରତିବାଦ କରାଯାଇଛି ।  ଅତିଶୀଘ୍ର ଏହି ରାସ୍ତା ମରାମତି ନହେଲେ ଜାତୀୟ ରାଜପଥକୁ ଅବରୋଧ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ଆଜିର ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ପୂର୍ବତନ କାଉନସିଲର ବାବୁଲା ନାୟକ, କେଶବ ଗୌଡ଼, କୃଷ୍ଣ ନାୟକ, ବାଉରୀ ବନ୍ଧୁ ପ୍ରଧାନ,ଆଞ୍ଚଳିକ ସମ୍ପାଦକ ଶିବପ୍ରସାଦ ମହାପାତ୍ର, ପ୍ରତାପ ଚୌଧୁରୀ, ଓ ଜିଲ୍ଲା ସମ୍ପାଦକ ଯୁଧିଷ୍ଠିର ବେହେରା ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like