-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ରାଜୀବ କୁମାର ମିଶ୍ରଙ୍କ ନିସ୍ୱାର୍ଥପର ସେବା ପାଇଁ ସମ୍ବର୍ଦ୍ଧନା ସମାରୋହ

12-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ):

ବ୍ରହ୍ମପୁରର ରାଜୀବ କୁମାର ମିଶ୍ର ଏକ ଆଗ ଧାଡ଼ିରେ ଥିବା ହେଲଥ କେୟାର ଯୋଦ୍ଧା ଭାବରେ ବାଲେଶ୍ୱର ଟ୍ରେନଦୁର୍ଘଟଣାରେ ପୀଡିତମାନଙ୍କୁ  ନିସ୍ୱାର୍ଥପର ସେବା କରିଥିଲେ।  ସେ ପୀଡିତମାନଙ୍କୁ ଓ ସାଇଡ଼ରେ ନିଯୁକ୍ତଥିବା କର୍ମଚାରୀମାନଙ୍କୁ ଆମ୍ବୁଲାନ୍ସ ସେବା ପ୍ରଦାନ କରିଥିଲେ ।ବ୍ରହ୍ମପୁରରୁ ସେ  ୦୨.୦୬.୨୦୨୩  ତାରିଖ ରାତିରେ  ଯାତ୍ରା ଆରମ୍ଭ କରିଥିଲେ | ବାହାନଗାରେ ସେ ଚାରିଦିନ ଧରି ପୀଡିତ ମାନଙ୍କୁ ସେବା ଯୋଗାଇ ମାନବିକତାର ଏକ ଉତ୍କୃଷ୍ଟ ଉଦାହରଣ ପ୍ରତିପାଦନ କରିଥିଲେ |  ସ୍ପନ୍ଦନର ସମସ୍ତ ସଦସ୍ୟମାନେ ଏପରି ଜଣେ ସାହସୀ ବ୍ୟକ୍ତିତ୍ୱକୁ ଉତ୍ସାହିତ କରି ଗର୍ବିତ,ତଥା ତାଙ୍କଠାରୁ  ମାନବିକତା ର ମୂଲ୍ୟ ବୋଧ ଶିକ୍ଷା ମିଳି ପାରିଛି ବୋଲି ସ୍ପନ୍ଦନ ର  ସଦସ୍ୟ ସଦସ୍ୟା

ମାନେ କହିଥିଲେ | ସମ୍ବର୍ଦ୍ଧନା ସମାରୋହରେ ଉପସ୍ଥିତ ଥିବା ସ୍ପନ୍ଦନ ଫାଉଣ୍ଡେସନ ଟ୍ରଷ୍ଟର ସଦସ୍ୟ /ସଦସ୍ୟା ମାନେ ହେଲେ ସୀମା ଚୌଧୁରୀ, ଦିଲୀପ ମହାପାତ୍ର, ବାଳକୃଷ୍ଣ ସାମନ୍ତରାୟ, ଅନ୍ତର୍ଯ୍ୟାମୀ ପାତ୍ର, ସସ୍ମିତା ସାହୁ, ପ୍ରାଚି ପରିଚିତା ଜେନା, ପି କ୍ରିଷ୍ଣା, ରାଧା ରାଣୀ ପାତ୍ର, ପ୍ରଫୁଲ୍ଲ ଦାସ, ସୁରଜିତ ରାଉଳ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like