-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ବସୁଧା ଯୋଜନା କାହା ସ୍ୱାର୍ଥରେ ? ଜଳକଷ୍ଟ ଭୋଗୁଛନ୍ତି ପାରିଗଡ଼ ପଞ୍ଚାୟତର ପଦାସାହି ବାସିନ୍ଦା 

12-Jun-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ତାପମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି । ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳର ତାପମାତ୍ର ୪୧ ଡିଗ୍ରୀରୁ ଅଧିକ ରହୁଥିବା ଜଣାପଡିଛି । ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି । ସକାଳ ୭ ଟା ରୁ ସନ୍ଧ୍ୟା ୬ ଘଣ୍ଟ ପର୍ଯ୍ୟନ୍ତ ପ୍ରବଳ ଖରା ଓ ଗରମ ହେଉଥିବା ବେଳେ ଦିନ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାସ୍ତ।ଘାଟ ଜନଶୂନ୍ୟ  ହୋଇଯାଉଛି। ଖରା ଡରରେ ଲୋକେ ସେତିକି ଜରୁରୀ କାମ ନଥିଲେ ବାହାରକୁ ବାହାରୁନାହାନ୍ତି।ରାଜ୍ୟ ସରକାର ପ୍ରତି ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଡିଣ୍ଡିମ ପିଟୁଥିବା ବେଳେ  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ପାରିଗଡ଼ ଗ୍ରାମ ପଞ୍ଚାୟତର ପଦାସାହିରେ ଅଦ୍ୟାବଧି ସୁଦ୍ଧା କାର୍ଯ୍ୟକାରୀ ହୋଇପାରିନାହିଁ l ଯାହା ଫଳରେ ଉକ୍ତ ପଞ୍ଚାୟତରେ ଦୀର୍ଘ ଦିନ ହେଲାଣି ଜଳ କଷ୍ଟ ଦେଖାଦେଇଛି। ଅଞ୍ଚଳରେ ପିଇବା ପାଣିର ସୁବିଧା ଲାଗି ସରକାର ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କରିବା ସହ ଘରକୁ ଘର ପାଇପ ବିଛା ଯାଇଛି । ହେଲେ ସେହି ପାଇପରେ ମୁନ୍ଦାଏ ପିଇବା ପାଣି ଆସୁ ନ ଥ‌ିବାରୁ ପଦା ସାହିୱାର୍ଡର ମହିଳାମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମିତି କି ମହିଳାମାନେ ପରିତ୍ୟକ୍ତ ବିଲ ଓ ଚୁଆ, ନାଳରୁ ପିଇବା ପାଣି ସଂଗ୍ରହ କରି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି । ଯାହା ଫଳରେ ପରିବାରର ଛୋଟରୁ ବଡ଼ ଯାଏ ବିଭିନ୍ନ ପ୍ରକାର ରୋଗରେ ପଡୁଛନ୍ତି। ପିଇବା ପାଣିର ସୁବିଧା ଲାଗି ପଦାସାହି ଲୋକେ ବିଭିନ୍ନ ସମୟରେ ସ୍ଥାନୀୟ ସରପଞ୍ଚଠାରୁ କରି ବିଡିଓଙ୍କ ପର୍ଯ୍ୟନ୍ତ ଅଭିଯୋଗ କରିଆସୁଥିଲେ ମଧ୍ୟ ଆଜି ଯାଏ ଜଳକଷ୍ଟ ଦୂର ହୋଇ ପାରିନାହିଁ ବୋଲି ଗ୍ରାମର ଭୀମସେନ ପାତ୍ର, ଗଣେଶ ପାତ୍ର, ନିର୍ମଳ ପାତ୍ର, ତ୍ରିଲୋଚନ ପାତ୍ର ଓ ଭୀମ ପାତ୍ର ପ୍ରମୁଖ ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ଯୁଦ୍ଧକାଳୀନ ଭିର୍ତ୍ତି ରେ ପିଇବା ପାଣିର ସୁବିଧା କରା ନ ଗଲେ ବାଧ୍ୟହୋଇ ଅଞ୍ଚଳବାସୀ ରାସ୍ତାକୁ ଓଲ୍ହାଇବା ସହ ପାରିଗଡ଼ ପଞ୍ଚାୟତ ଅଫିସରେ ତାଲା ପକାଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି । ଏ ନେଇ ସହକାରୀ କନିଷ୍ଠଯନ୍ତ୍ରୀ ଉଷାରାଣୀ ପ୍ରଧାନଙ୍କୁ ଯୋଗାଯୋଗ କରିବାରୁ ସେ ଶୀଘ୍ର ଏହାର ସମାଧାନ କରାଯିବ ବୋଲି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like