-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ସହିଦ ଧରମସିଂମାଝୀ ମାନଧାତାଙ୍କ ବିଷୟରେ ଏନସିଆରଟିର ପାଠ୍ୟକ୍ରମରେ ସାମିଲ ଦାବି

12-Jun-2023



ବଲାଙ୍ଗୀର(ପ୍ରେରଣା ଖବର)-ଭାରତୀୟ ସ୍ୱାଧୀନତା ସଂଗ୍ରାମ ପୂର୍ବରୁ ୧୮୫୩ ମସିହାରେ ବ୍ରୀଟିସ ଶାସନ ବିରୁଦ୍ଧରେ ଂଗ୍ରାମ ଆରମ୍ଭ ହୋଇଥିଲା । ତତକାଳୀନ ପାଟଣା ଗଡଜାତର ଆଟଗାଁ ଜମିଦାର ଅନ୍ୟାନ୍ୟ ଆଦିବାସୀ ସଂଗ୍ରାମୀଙ୍କ ସହିତ ମିଶି ଏହି ଲଢେଇ କରିଥିଲେ । ଗଞ୍ଜାମର ଘୁମୁସର ଅଞ୍ଚଳରୁ ଚକୋରା ବିଶୋଇଙ୍କ ନେତୃତ୍ୱରେ ଆରମ୍ଭ ହୋଇ ଉର୍ଲାଦାନୀର ରେଣ୍ଡୋ ମାଝୀଙ୍କ ସହାୟତାରେ ଆରମ୍ଭ ହୋଇଥିବା କନ୍ଧମେଳୀକୁ ଆଟଗାଁ ଜମିଦାର ପୃଷ୍ଠପୋଷକତା କରିଥିଲେ । ଚକୋରା ବିଶୋଇ ଓ ରେଣ୍ଡୋ ମାଝୀଙ୍କ ପ୍ରାୟ ୫୦୦ ସୈନ୍ୟଙ୍କୁ ଐତିହାସିକ ଭୀମପାହାଡର ଗୁମ୍ଫାମାନଙ୍କରେ ସୁରକ୍ଷିତ ଭାବରେ ରଖି ସେମାନଙ୍କୁ ୧ବର୍ଷ ପର୍ଯ୍ୟନ୍ତ ଖାଦ୍ୟପେୟ ଦେବା ସହ ସୁରକ୍ଷା ଦେଇଥିଲେ । ଏପରିକି ଚକୋରା ବିଶୋଇଙ୍କୁ ରକ୍ଷା କରିବାକୁ ଯାଇ ଧରମସିଂ ମାଝୀ ମାନଧାତା ନିଜେ ଅସ୍ତ୍ରଧରି ବ୍ରିଟିସ ସୈନ୍ୟଙ୍କ ସହିତ ଲଢେଇ କରି ଶେଷରେ ଗିରଫ ହୋଇଥିଲେ । ତାଙ୍କୁ ନାଗପୁର ଜେଲକୁ ନିଆଯାଇଥିଲା ଓ ସେ ସେଠାରେ ୧୮୫୭ରେ ଜେଲରେ ମୃତ୍ୟୁବରଣ କରିଥିଲେ । ଆଜି ଦେଶରେ ସ୍ୱାଧିନତାର ୭୫ବର୍ଷ ପୂର୍ତ୍ତିରେ ଅମୃତ ମହୋତ୍ସବ ପାଳୁଛୁ କିନ୍ତୁ ସ୍ୱାଧିନତା ଆନ୍ଦୋଳନରେ ସହିଦ ହୋଇଥିବା ବୀରପୁରୁଷମାନଙ୍କୁ ଆମେ ଭୁଲିଯାଉଛୁ । ମୋଦୀ ସରକାରଙ୍କ ଅମଳରେ ଏନସିଆରଟି ପକ୍ଷରୁ ପ୍ରସ୍ତୁତ ହେଉଥିବା ପାଠ୍ୟକ୍ରମରେ ଅନେକ ଅନାଲୋଚିତ ବୀରପୁରୁଷଙ୍କ ସ୍ୱାଧିନତା ସଂଗ୍ରାମ ବିଷୟ ସାମିଲ କରାଯାଉଛି । ସେହି ଦୃଷ୍ଟିରୁ ବଲାଙ୍ଗୀର ମାଟିର ବୀରପୁରୁଷ ସହିଦ ଧରମସିଂମାଝୀ ମାନଧାତାଙ୍କ ସ୍ୱାଧିନତା ସଂଗ୍ରାମ ବିଷୟକୁ ଏନସିଆରଟି ପାଠ୍ୟକ୍ରମରେ ସାମିଲ କରିବାକୁ ଦାବି ହୋଇଛି । ଦେଓଗାଁ ବ୍ଲକ ମକୁନ୍ଦପୁରର ଭୀମପାହାଡ ମହୋତ୍ସବ କମିଟି  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପାଖରେ ଏହି ଦାବି ରଖିଛି । ଏନସିଆରଟି ପାଠ୍ୟକ୍ରମରେ ସହିଦ ଧରମସିଂ ମାଝୀ ମାନଧାତାଙ୍କ ବିଷୟରେ ପଢାଗଲେ ଆଗାମୀପିଢୀ ଏହି ଅଞ୍ଚଳର ବୀରଗାଥା ଓ ସ୍ୱାଧୀନତା ସଂଗ୍ରାମ ବିଷୟରେ ଅବଗତ ହୋଇପାରନ୍ତେ ବୋଲି ଦାବି କରାଯାଇଛି । ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର,ସାମ୍ବାଦିକ ସନ୍ଦୀପ କୁଆଁର ଓ ପୂର୍ଣ୍ଣଚନ୍ଦ୍ର ପଣ୍ଡା କେନ୍ଦ୍ରମନ୍ତ୍ରୀଙ୍କ ପାଖରେ ଏହି ଦାବି ରଖିଛନ୍ତି । ଏହା ପୂର୍ବରୁ ଐତିହାସିକ ପର୍ଯ୍ୟଟନସ୍ଥଳୀ ଭୀମପାହାଡର ପାଦଦେଶରେ ଧରମସିଂମାଝୀଙ୍କ ସ୍ନୃତିକୁ ବହନ କରୁଥିବା ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ କମିଟିର ଅଧ୍ୟକ୍ଷ ଶ୍ରୀ ମେହେର ରାଜ୍ୟସରକାରଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ନିକଟରେ ଦାବି କରିଛନ୍ତି । ସେହିପରି ପରିବର୍ତ୍ତନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ସହିଦଧରମସିଂ ମାଝୀମାନଧାତାଙ୍କୁ କେନ୍ଦ୍ରସରକାର ସ୍ୱାଧିନତାସଂଗ୍ରାମୀ ମାନ୍ୟତାଦେଇ ତାଙ୍କ ଉପରେ ଏକ ଡାକଟିକଟ ଉନ୍ମୋଚନ,ଆଟଗାଁର ଜମିଦାରୀ ମହଲକୁ ସ୍ମୃତୀପୀଠ ଘୋଷଣା କରାଯାଇ ଏହାର ଉନ୍ନତିକରଣ,ଆଟଗାଁରେ ଏକ ପ୍ରତିମୂର୍ତ୍ତିସ୍ଥାପନ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଅଶ୍ୱିନୀ ବୈଷ୍ଣବ ଓ ପୋଷ୍ଟାଲ ଫିଲାଟେଲିକ ସଂସ୍ଥାକୁ ଚିଠି କରାଯାଇଛ ବୋଲି ସାମ୍ବାଦିକ ମୁକେଶ ବହିଦାର ସୂଚନା ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like