-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଶିବତଲାରେ ଷାଠିଏ ଘର ଡୁମାଲ ସମାଜର ଜାଗରଣ ସଭା 

12-Jun-2023



ବଲାଙ୍ଗିର(ପ୍ରେରଣା ଖବର)-  ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମ ସ୍ଥିତ ସ୍ଥାନୀୟ କଲ୍ୟାଣ ମଣ୍ଡପ ରେ ଗୁରୁଦେବ କର୍ମୀଙ୍କ ସଭାପତିତ୍ୱରେ ଷାଠିଏ ଘର ଡୁମାଲ ସମାଜର ଜାଗରଣ ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ଜଗନ୍ନାଥ କରନ ଯୋଗ ଦେଇ ଜାତି ଆଧାରିତ ଡୁମାଲ ସମାଜର ସମସ୍ତ ସାଙ୍ଗଠାନିକ କାର୍ଯ୍ୟକ୍ରମରେ ଉଭୟ ପୁରୁଷ ଓ ମହିଳାମାନଙ୍କର ସିଧା ସଳଖ ଭାଗିଦାରୀ ଓ ସମାଜ ଭିତରେ ଗଣତାନ୍ତ୍ରିକ ପରମ୍ପରାର ସୁରକ୍ଷା ପାଇଁ ଆହ୍ୱାନ ଦେଇଥିଲେ । ସଂଗଠନ ଭିତରେ କାର୍ଯ୍ୟରତ ନେତୃତ୍ୱ ପ୍ରତି ଜାତି ଭାଇଙ୍କର ବୃହତ୍ତର ବିଶ୍ୱାସ ରହିଲେ ଓ ଉଭୟ ପୁରୁଷ ଓ ମହିଳାଙ୍କ ସହଭାଗିତାରେ କାର୍ଯ୍ୟ ହେଲେ ହିଁ ଜାତି ଆଧାରିତ ସାମାଜିକ ସଂଗଠନର ନୂତନ ପରିଚୟ ସୃଷ୍ଟି ହେବ ବୋଲି ମତବ୍ୟକ୍ତ କରିଥିଲେ ।

ସମ୍ମାନିତ ଅତିଥି ଭାବେ ପ୍ରକାଶ ମେର୍ଲି, ରମାକାନ୍ତ ପଧାନ, ସତ୍ୟବାଦୀ ପଧାନ, ଈଶ୍ୱର କରନ, ତୀର୍ଥ ପଧାନ, ବରୁଣ ବଘାର, ଟିକେଶ୍ୱର କର୍ମୀ, ଦୁଃଶାସନ ବଘାର, ଶେଷଦେବ କର୍ମୀ, ବୃନ୍ଦାବନ କରନ, ଗଙ୍ଗାଧର କର୍ମୀ, ଗୁଣ୍ଡୁ ପଧାନ, ବିଘ୍ନ ଦନ୍ତା, ପୁରୁଷୋତ୍ତମ କର୍ମୀ, ସଦାନନ୍ଦ ଗୁରାଣ୍ଡି, ଭରତ କୁମାର ଦନ୍ତା, ସନ୍ତୋଷ କର୍ମୀ, ବିନୟ ଗଡୁଆ, ଦଶରଥ ଖମାରୀ, ମଧୁସୁଦନ ଦନ୍ତା, ସୁବନ ଗଡୁଆ, ସଂକିର୍ତ୍ତନ ବଘାର, ରାମଚନ୍ଦ୍ର ପଧାନ ପ୍ରମୁଖ ମଂଚାସିନ ହୋଇ ସମାଜର ସର୍ବାଙ୍ଗିନ ବିକାଶ ପାଇଁ ଉଭୟ ମହିଳା ଓ ପୁରୁଷଙ୍କୁ ଉଚ୍ଚ ଶିକ୍ଷା ଗ୍ରହଣ କରିବା ଅପରିହାର୍ଯ୍ୟ ଏବଂ

ଶୃଙ୍ଖଳିତ ତଥା ସଂଗଠିତ ଭାବେ ସର୍ବଦା ରହିବାକୁ ହେବ ବୋଲି ଆହ୍ୱାନ ଦେଇଥିଲେ । ଡଲି କର୍ମୀ, ପ୍ରଣିତା ଦନ୍ତା, ମମତା ଦେହେରି, ମିତା କର୍ମୀ, ଜ୍ୟୋସ୍ନା ପଧାନ, ତୁଳସୀ ପଧାନ, ବୃନ୍ଦାବତୀ ପଧାନ, ରାଜେଶ କର୍ମୀ, ଘନଶ୍ୟାମ ଦନ୍ତା, ପ୍ରବୀଣ ବଘାର ଏବଂ ଫଟକରା, ଶିବତଲା, ଆଡେନଡୁଙ୍ଗୁରି, କର୍ଲାପିଟା, କରମେଲି, ବରପିଟା ଇତ୍ୟାଦି ଗ୍ରାମରୁ ଶତାଧିକ ମହିଳା ଓ ପୁରୁଷ ଅଂଶଗ୍ରହଣ କରି ଜାଗରଣ ସଭାକୁ ସଫଳ କରିଥିଲେ । ଆଇନଜିବୀ ତିର୍ଥ ପଧାନ, ସଭାପତି, ମୁଖ୍ୟଅତିଥି, ସମ୍ମାନିତ ଅତିଥି ତଥା ଉପସ୍ଥିତ ମହିଳା, ପୁରୁଷ ,ଯୁବ ଗୋଷ୍ଠି ଏବଂ ଗ୍ରାମ୍ୟ ପ୍ରତିନିଧି ମଣ୍ଡଳିଙ୍କୁ ଧନ୍ୟବାଦ ଦେଇ ସଭା ଶେଷ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like