-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ହରିଶଙ୍କର ଠାରେ ଯୁବ କୈବର୍ତ୍ତ ସମ୍ମିଳନୀ 

12-Jun-2023



ଖପ୍ରାଖୋଲ(ପୂର୍ଣ ଶଶୀ ଶେଖର ରାଓ): - ରବିବାର ହରିଶଙ୍କର ଠାରେ ଯୁବ କୈବର୍ତ୍ତ ସମାଜ ବଲାଂଗୀରର ପ୍ରଥମ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।  ପ୍ରଥମ ଅଧିବେଶନରେ ମାଁ ଅଶ୍ୱିନୀ ବାସେଲୀ ସମଲେଶ୍ବରୀଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା ।  ଦେଵୀ ବନ୍ଦନା ଗାନ ପରେ ଜାତି ସଂଗୀତ ଗାନ କରାଯାଇଥିଲା । ସମସ୍ତ ଅତିଥିଙ୍କୁ ପୁଷ୍ପମାଲ୍ୟ ପ୍ରଦାନ କରି ଉପଢୌକନ ଦିଆଯାଇଥିଲା । ପାଟଣାଗଡ ସବଡ଼ିଭିଜନ କୈବର୍ତ୍ତ ସମାଜର ସଭାପତି ଶ୍ରୀଯୁକ୍ତ ହଳଧର ସେଠ ସଭାପତିତ୍ୱ କରିଥିଲେ l ସମ୍ମାନୀତ  ଅତିଥି ଭାବରେ ଖପ୍ରାଖୋଲ ବ୍ଲକ କୈବର୍ତ୍ତ ସମାଜ ର ସଭାପତି ବୋଧବନ୍ଧୁ ନାଏକ, ଉପସଭାପତି ପଟୁଆରୀ ନାଏକ, ସମ୍ପାଦକ ନାରାୟଣ ସେଠ୍, ନାରୀ କୈବର୍ତ୍ତ ସମାଜ ର ସମ୍ପାଦିକା ଲକ୍ଷ୍ମୀ ମୁଦୁଲି ମୂଖ୍ୟ ବକ୍ତା ଭାବେ ନାରାୟଣ ଦଣ୍ଡସେନା ଯୋଗଦାନ କରି ଯୁବ କୈବର୍ତ୍ତ ଭାଇ ଭଉଣୀ ମାନେ ସମାଜ କାମରେ ଆଗେଇ ଆସିବାକୁ ଆହ୍ୱାନ କରିଥିଲେ l ପାଟଣାଗଡ଼ ବ୍ଲକ କୈବର୍ତ୍ତ ସମାଜର ସଭାପତି ତ୍ରିଲୋଚନ ମାଝୀ ଏବଂ ମୁରିବାହାଲ ବ୍ଲକ ସମ୍ପାଦକ  ଥବିର ସା ମଧ୍ୟ କୈବର୍ତ୍ତ ସମାଜ ଉପରେ ନିଜ ନିଜ ଅଭିଭାଷଣ ରଖିଥିଲେ l ଅବସରପ୍ରାପ୍ତ ଫିଶେରୀ ଅଫିସର  ଦାମୋଦର ନାଏକ କୈବର୍ତ୍ତମାନଙ୍କ ପାଇଁ ସରକାର ଦେଉଥିବା ମାଟ୍ରିକ ପରବର୍ତୀ scholarship  ସହାୟତା ରାଶିର ଫାଇଦା ଉଠାଇ ପାଠ ପଢ଼ାରେ ବିନିଯୋଗ କରିବା ପାଇଁ କହିଥିବା ବେଳେ ସୁପ୍ରଭାତ ମଲ୍ଲିକ ଉପାନ୍ତ ଅଂଚଳରୁ ବଲାଙ୍ଗୀର ସହରକୁ ବିଭିନ୍ନ କାମରେ ଆସୁଥିବା କୈବର୍ତ୍ତ ଭାଇ ଭଉଣୀଙ୍କୁ ଯେ କୌଣସି ଅସୁବିଧା ହେଲେ ବଲାଙ୍ଗୀର ସହରରେ ରହୁଥିବା କୈବର୍ତ୍ତ ଭାଇ ଭଉଣୀଙ୍କ ସହାୟତା ନେବା ପାଇଁ କହିଥିଲେ l   ସମାଜ ହିତରେ ଯୁବ ଗୋଷ୍ଠୀ ଆଗେଇ ଆସିଲେ ସମାଜର ଉନ୍ନତିରେ ସହାୟକ ହେବ ବୋଲି ଅତିଥିମାନେ ମତାମତ ଦେଇଥିଲେ ।  ସମାଜର ଦେବୀ କିଏ, ସମାଜଟିଏ ଥିଲେ କି କି ମଙ୍ଗଳ ହୁଏ, ଗୋତ୍ର କଣ ଇତ୍ୟାଦି ଉପରେ ଆଲୋଚନା ହୋଇଥିଲା । ବଲାଂଗୀର ଜିଲ୍ଲାର ସମସ୍ତ ୧୪ ଟି ବ୍ଲକ୍ ର ଯୁବ ଗୋଷ୍ଠୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଆହ୍ବାନ ଦେଇଥିଲେ ।  ସମାଜର ଯୁବ ଗୋଷ୍ଠୀ ମଧ୍ୟ ନିଜ ନିଜର ପରିଚୟ ଦେଇ ନିଜର ମତାମତ ଦେଇଥିଲେ । ଦ୍ୟୁତି ତିରଞ୍ଜନ ମହାଲିଙ୍ଗ ସ୍ଵାଗତ ଭାଷଣ ଦେଇଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଗୋପୀନାଥ ଦଣ୍ଡସେନା । ଟଙ୍କଧର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଦୀପ କୁମାର ସା, ଦନାର୍ଦ୍ଦନ ପାଣ୍ଡେ, ପ୍ରେମାନନ୍ଦ ବେହେରା ଓ ଖପ୍ରାଖୋଲ ବ୍ଲକ୍ ର ଅନ୍ୟ ଭାଇମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶତାଧିକ ଯୁବ ଗୋଷ୍ଠୀ ଏଥିରେ ସାମିଲ ହୋଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like