-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

10-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର: ବଢିଲା ଆକାଶ ପାଠକଙ୍କ ଅଡୁଆ। ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ଏ ନେଇ ପୂର୍ବରୁ କ୍ରାଇମ ବ୍ରାଞ୍ଚ ଭୁବନେଶ୍ୱର SDJM କୋର୍ଟଙ୍କ ଅନୁମତି ମାଗିଥିଲା। ଆକାଶଙ୍କ ୫ ଦିନିଆ ରିମାଣ୍ଡକୁ ଅନୁମତି ଦେଇଛନ୍ତି ଭୁବନେଶ୍ୱର SDJM କୋର୍ଟ। କାଲିଠାରୁ ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ଯିବେ। ଠକେଇ ଅଭିଯୋଗକୁ ନେଇ ବିଭିନ୍ନ ଦିଗରୁ ତାଙ୍କୁ  କ୍ରାଇମବ୍ରାଞ୍ଜ ଜେରା କରିବ ବୋଲି ଅନୁମାନ କରାଯାଉଛି। ସୂଚନାଥାଉ କି, ନିଲମ୍ବିତ IFS ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପୁଣି ମିଳିଥିଲା ୧ କୋଟି ୨୮ ଲକ୍ଷ ଟଙ୍କା। ଭୁବନେଶ୍ୱର ଏବଂ ପୁଣେରେ ଥିବା ଆକାଶଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଏହି ଟଙ୍କା ମିଳିଥିଲା। ଆକାଶ ପାଠକଙ୍କ ୩ଟି ବ୍ୟାଙ୍କ ଆକାଉଣ୍ଟରେ ମୋଟ ୧୬ କୋଟି ୫ ଲକ୍ଷ ଟଙ୍କା ଜମା ହୋଇଥିବାବେଳେ ତା’ମଧ୍ୟରୁ ୧୦ କୋଟି ୭୬ ଲକ୍ଷ ଟଙ୍କା ନଗଦ ଆକାରରେ ଜମା ହୋଇଥିବା ଭିଜିଲାନ୍ସ ସୂଚନା ଦେଇଛି। ଏହାବାଦ୍ ଆକାଶ ପାଠକଙ୍କ ନାଁରେ ବ୍ରହ୍ମପୁର ଓ ବଲାଙ୍ଗିରରେ ବ୍ୟାଙ୍କରେ ଆକାଉଣ୍ଟ ଥିବା ସହ ଇନସ୍ୟୁରାନ୍ସ ପଲିସି ମଧ୍ୟ ରହିଛି। ଜେରା ପରେ ଆକାଶ ଟାଟା ଚାକିରି କରାଇଦେବା ନାଁରେ କୋଟି କୋଟି ଟଙ୍କା ଠକି ନେଇଥିବା ଜଣାପଡ଼ିଥଲା । ପରେ  ଠକେଇ ମାମଲାରେ ଗିରଫ ହୋଇ ଆକାଶ ପାଠକ ଜେଲରେ ଅଛନ୍ତି।   ବିଶେଷକରି ବ୍ରହ୍ମପୁର, ଗୋପାଳପୁର ଅଞ୍ଚଳର କିଛି ବ୍ୟକ୍ତିଙ୍କଠାରୁ ଟଙ୍କା ଲୁଟି ନେଇଛନ୍ତି। ଏହି ଅଭିଯୋଗକୁ ଭିତ୍ତି କରି କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋରଦାର କରିବ। ଏଥିପାଇଁ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ବ୍ରହ୍ମପୁରରେ ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like