-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

12-Jun-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସଭା କକ୍ଷ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାପାଲ ଚଞ୍ଚଳ ରଣା, ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରି , ପି. ଡି. ସନ୍ତୋଷ ସିଂ, ଉପ ଜିଲ୍ଲାପାଳ କୁମାର ନାଗ ଭୂଷଣ ପ୍ରମୁଖ ଉପସ୍ଥିତ ଥିଲେ l ଏଥିରେ ମସ୍ୟ,  ଶିଶୁ  ଓ ମହିଳା , ଯୋଗାଣ ବିଭାଗ, କୃଷି , ଉନ୍ନୟନ ବିଭାଗ , ଶିକ୍ଷା ,ସ୍ବାସ୍ଥ୍ୟ , ଅଗ୍ନି , ତହସିଲ , ଜଙ୍ଗଲ , ବିଦ୍ୟୁତ , ଭତ୍ତା , ପଶୁ ଓ ପକ୍ଷୀ ବିଭାଗ , ପ୍ରଭୁତି ବିଭାଗ ଉପରେ ଅଭିଗୋଗ ହୋଇ ସମୁଦାୟ 89 ଟି ର ଅଭିଯୋଗ ର ଶୁଣାଣି ହୋଇଥିଲା l ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର କେରକେଟା , ଜଳ ଓ ପରିମଳ ଯନ୍ତ୍ରୀ ଦୁର୍ଗା ପ୍ରସାଦ ମିଶ୍ର , ତହସିଲଦାର ସୁଶ୍ରୀ ସରୋଜା ବେହେରା , ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , ତଥା ଜିଲ୍ଲା ର ବିଭିନ୍ନ ବିଭାଗ ମୁଖ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ l ଆଗଲପୁର ବ୍ଲକ ରେ ଯୋଗାଣ ବିଭାଗ , ଗୋଷ୍ଠୀ ଶିକ୍ଷା ଅଧିକାରୀ , ପି ଇ ଓ , କନିଷ୍ଠ ଯନ୍ତ୍ରୀ , ବିଭାଗ ଖାଲି ଥିବାରୁ 20 ଟି ପଞ୍ଚାୟତ ରେ କୌଣସି କାର୍ଯ୍ୟ ସୁଚାରୁ ରୁପେ ସମ୍ପୂର୍ଣ ହୋଇପାରୁ ନ ଥିବାରୁ ବହୁ ଆସୁବିଧାର ସମ୍ମୁଖୀନ ହେଉଛି l ତେଣୁ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ ଲିଖିତ ଅଭିଯୋଗ କରି ଜିଲ୍ଲାପାଲ ଙ୍କୁ ଏହାର ବିଧିବଦ୍ଧ କାର୍ଯ୍ୟାନୁଷ୍ଠାନ ସହ ପଦବୀ ସମ୍ପୂର୍ଣ କରିବାକୁ ଦାବି ଜଣାଇ ଛନ୍ତି । ଏହା ସହ କୌଣସି ଜରୁରୀ କାର୍ଯ ଥିବାରୁ ଜିଲ୍ଲା ପାଲ ବଲାଙ୍ଗୀର ଯାଇ ଥିବା ବେଳେ ପି. ଡି ଏହି କାର୍ଯ୍ୟ ତୁଲାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026

You Might Also Like