-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଅଜଣା ବାଇକ୍ ଧକ୍କାରେ  ଯୁବକ  ଗୁରୁତର

13-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ଅଜଣା ବାଇକ୍ ଧକ୍କାରେ  ଯୁବକ  ଗୁରୁତର ହୋଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧିନ ଥିବା ପରି ଏକ ଖବର ମିଳିଛି l ଏପରି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବନ୍ଧପଡା  ଥାନା ଝୁକ୍ରି ମହଲ ଗାଁ ରେ l   l ସୂଚନାରୁ ପ୍ରକାଶ ଯେ , ଗତକାଲି ସନ୍ଧ୍ୟାରେ   ଏହି ଗାଁ ର ହୃଷୀକେଶ ପଟେଲ (୪୦) ଏକ ବାଇକରେ  କୌଣସି ଏକ କାମରେ ପାଟଣାଗଡ ଯାଇଥିଲେ l ସେଠାରୁ ଫେରୁଥିବା ସମୟରେ ସରମୁହାନ ଗାଁ ନିକଟରେ ପଛ ପଟୁ ଦୃତ ଗତିରେ ଆସୁଥିବ ଏକ ଅଜଣା ଦୁଇ ଚାଲିଆ ଯାନ ହୃଷୀକେଶଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିଲା l ଦୁର୍ଘଟଣାରେ ହୃଷୀକେଶଙ୍କ  ଦୁଇ ଗୋଡ ଫେକ୍ଚର୍ ହୋଇଥିବା ବେଳେ ହୃଷୀକେଶ ଙ୍କୁ ପ୍ରଥମେ ୧୦୮ ଆମ୍ବୁଲାନ୍ସରେ ପାଟଣାଗଡ ହସ୍ପିଟାଲ ଓ ପରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅସ୍ଥିସଲ୍ୟ ବିଭାଗରେ  ଭର୍ତି ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like