-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଟ୍ରାଫିକ ନିୟମ ପାଳନ ଉପରେ ସଚେତନତା କାର୍ଯ୍ୟକ୍ରମ

13-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ): ସ୍ଥାନୀୟ ଇଞ୍ଜିନିୟରିଂ ସ୍କୁଲ ଛକଠାରେ ବ୍ରହ୍ମପୁର ସରକାରୀ ପଲିଟେକନିକ୍ ଅନୁଷ୍ଠାନ ପକ୍ଷରୁ ଟ୍ରାଫିକ ନିୟମ ଉପରେ ସଚେତନା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଅଧ୍ୟକ୍ଷ ଇଂ. ନିଶାକର ମଲ୍ଲିକଙ୍କ  ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠାନର ଶେଷ ବର୍ଷର ମେକାନିକାଲ ବିଭାଗ ଏବଂ ହୋଟେଲ ମ୍ୟାନେଜମେଣ୍ଟ ଓ କ୍ୟାଟରିଂ ଟେକ୍ନୋଲୋଜି ବିଭାଗର ବିଦ୍ୟାର୍ଥୀମାନେ ଟ୍ରାଫିକ ନିୟମ ପାଳନ ଉପରେ ବିଭିନ୍ନ ସ୍ଲୋଗାନମାନ ଦେଇ ପ୍ଲାକାର୍ଡ ପ୍ରଦର୍ଶନ କରି ଲୋକଙ୍କୁ ସଚେତନ କରିଥିଲେ। ଏହାର ମୂଳ ଉଦ୍ଦେଶ୍ୟ ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ଦେଶ ଓ ସମାଜପ୍ରତି ଥିବା ସାମାଜିକ ଦାୟିତ୍ଵବୋଧ ଜାଗ୍ରତ କରାଇବା ସହ ଦଳଗତ କାର୍ଯ୍ୟ କରିବାକୁ ନେଇ ଶିକ୍ଷା ଓ ପ୍ରୋତ୍ସାହନ ଦେବା । ଏହା ଡିପ୍ଲୋମା ପାଠ୍ୟକ୍ରମର ଶେଷ ବର୍ଷରେ ଲାଇଫ ସ୍କିଲ୍ ବିଷୟ 

ଅନ୍ତର୍ଭୁକ୍ତ ।ଏହି ଅବସରରେ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ତିଆରି ଟ୍ରାଫିକ ନିୟମ ସମ୍ବନ୍ଧୀୟ ସନ୍ଦେଶ ବାର୍ତ୍ତା ପତ୍ର ନିୟମ ଭଙ୍ଗ କରୁଥିବା ଗାଡ଼ି ଚାଳକଙ୍କୁ ଦିଆଯିବା ସହ ନିୟମ ଅନୁପାଳନ କରିଥିବା ଗାଡ଼ି ଚାଳକଙ୍କୁ ଧନ୍ୟବାଦ୍ ପତ୍ର ଦିଆଯାଇଥିଲା।କାର୍ଯ୍ୟକ୍ରମକୁ କଲେଜର ହୋଟେଲ ମ୍ୟାନେଜମେଣ୍ଟ ଓ କ୍ୟାଟରିଙ୍ଗ ଟେକ୍ନୋଲୋଜି ବିଭାଗର ଅତିଥି ଅଧ୍ୟାପିକା ଆଶ୍ରିତା ନାୟକ ସଂଯୋଜନା କରିଥିଲେ।ଅବନୀ,ଅନିଲ,ଆଦିତ୍ୟ,ବିଜୟ, ଔରଜିତ୍,ସାଇସ, ରଶ୍ମିରଞ୍ଜନ, ସାନୁ, ରାଜେଶ,ସୁନିଲ,ସାଇ, ସୁବାସିନି,ଅର୍ଚ୍ଚନା,ପୂର୍ଣ୍ଣ, ସାଇଶ୍ରିତମ୍,ଶିବଶଙ୍କର,ଗୌରବ,ମୋହିତ,ବିକାଶ, ସିମାଂଶୁ, ଅନିକେତ୍ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like