-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କଳାଧାମ ଉତ୍ସବ-୨୦୨୩ ଉଦ୍‌ଯାପିତ

13-Jun-2023



ବଲାଙ୍ଗିର(ପ୍ରେରଣା ଖବର) - ସ୍ଥାନୀୟ ସରକାରୀ  ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ କଳାଧାମ ଅନୁଷ୍ଠାନ ର ବାର୍ଷିକ ଉତ୍ସବ “କଳାଧାମ ଉତ୍ସବ-୨୦୨୩”  ଉଦ୍‌ଯାପିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଦିଲିପ ସିଂ ଦେଓ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା, ବଲାଙ୍ଗିର ଲିକା ସାହୁ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ଯୋଗ ଦେଇଥିଲେ । ଜୀବନ ଯାତ୍ରାକୁ ସୁସ୍ଥ କରିବା ପାଇଁ ନାଚ, ଗୀତ ଓ ନାଟକର ଆବଶ୍ୟକତା ଅଛି । ‘କଳାଧାମ’ ଅନୁଷ୍ଠାନ ଦୀର୍ଘ ବର୍ଷ ଧରି ଏ ଦିଗରେ ସାଧନରତ ଅଛି । ଏ ସାଧନା ପ୍ରଶଂସନୀୟ ବୋଲି ମୁଖ୍ୟ ଅତିଥି ଶ୍ରୀମତୀ ସାହୁ ନିଜ ବକ୍ତବ୍ୟରେ କହିବା ସହ ଏ ଅନୁଷ୍ଠାନ ଆଗାମୀ ଦିନରେ ଅଗ୍ରଗାମୀ ହେଉ ବୋଲି କହିଥିଲେ ।

ମୁଖ୍ୟ ବକ୍ତା ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ବଲାଙ୍ଗିର ର ନୃତ୍ୟ, ସଙ୍ଗୀତ ପରମ୍ପରାରେ ‘କଳାଧାମ’ ଏକ ଚର୍ଚ୍ଚିତ ଅନୁଷ୍ଠାନ ବୋଲି କହିବା ସହ ଅନୁଷ୍ଠାନର ଉତ୍ତରତର ଉନ୍ନତିରେ ତାଙ୍କର ପୂର୍ଣ୍ଣ ସହଯୋଗ ରହିଛି ଓ ଆଗାମୀ ଦିନରେ ରହିବ ବୋଲି କହିଥିଲେ ।  ‘କଳାଧାମ’ ଅନୁଷ୍ଠାନର ଉପଦେଷ୍ଟା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ନିଜ ବକ୍ତବ୍ୟରେ ସଂସ୍କୃତି ହେଉଛି ପ୍ରଗତିର ବାହକ ବୋଲି କହିବା ସହ ଚିତ୍ର, ସଙ୍ଗୀତ, ନାଟକ ଆଦି କଳା ମନୁଷ୍ୟକୁ ସଂସ୍କୃତି ସଂପନ୍ନ କରେ, ଏଣୁ ଏ ଦିଗରେ ସମସ୍ତଙ୍କର ସହୃଦୟ ସହଯୋଗ କାମନା କରିଥିଲେ । ଅନୁଷ୍ଠାନର ସଭାପତି ମଧୁସୂଦନ ନାୟକ ମଞ୍ଚାସୀନ ଥିଲେ ।  

ମୁଖ୍ୟଅତିଥି ଶ୍ରୀମତୀ ସାହୁ କଳାକାରମାନଙ୍କ କଳାକୃତି ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ ।  ଏହି ଅବସରରେ ଚୈତନ୍ୟ ମଟାରୀ, ମନୋରଞ୍ଜନ ବେହେରା, ନରେନ୍ଦ୍ର ନିଆଲ, କ୍ଷମା ସାଗର ଯୋଶୀ, ବିଶେଶ୍ୱର ପଟେଲ, ଲେଖାଙ୍କିକା ନାଏକ, ସୂରଜ କୁମାର ଅଗ୍ରୱାଲ ତଥା ରାଜ୍ୟ ସ୍ତରୀୟ ଜି. ସାର୍ଥକ ‘ସାରେଗାମାପା’ ର ବିଜେତା ଅଜୟ ଅମର ସିଂ ଦେଓ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପରେ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଗୁରୁଶ୍ରୀ ଦିଲିପ କୁମାର ସିଂ ଦେଓଙ୍କ ନିର୍ଦ୍ଦେଶନାରେ ଓ  ଏସ. ଶାନ୍ତିପ୍ରିୟା ଙ୍କ ନୃତ୍ୟ ନିର୍ଦ୍ଦେଶନାରେ ସାଂସ୍କୃତିକ କାର୍ଯ୍ୟକ୍ରମ  ପରିବେଷଣ ହୋଇଥିଲା । କାର୍ଯ୍ୟକ୍ରମର ସଂଯୋଜନା ରତ୍ନମୟ ତ୍ରିପାଠୀ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଭକ୍ତ ନାଏକ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like