-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଗ୍ରେଡ ପେ ବୃଦ୍ଧି ଦାବୀ ନେଇ ଅମଲା ସଂଘର ଧାରଣା,ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ଲାଗି ସଂଘର ବିଭିନ୍ନ ଉପାୟ

13-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ଗ୍ରେଡ୍ ପେ ବୃଦ୍ଧି ଦାବିରେ ଆମଲା ସଂଘ ୧୩ ଦିନ ହେଲା ସମୁହ ଛୁଟିରେ ରହିଛି ରାଜ୍ୟ ଅମଲା ମଞ୍ଚ Iସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଅlମଲ ସଂଘ ବିଭିନ୍ନ ଉପାୟ କରାଯାଉଛି l ତାରାତାରିଣୀ ରେ ଅଖଣ୍ଡ ଦୀପ ପ୍ରଜ୍ୱଳନ ସହ ଧାରଣାସ୍ଥଳରେ ହୋମ ଓ ଗାୟତ୍ରୀ ପାଠ  ଜାରିରହିଛି I ସେପଟେ ସରକାରୀ କାର୍ଯ୍ୟାଳୟ ଖାଁ ଖାଁ l ଯାହାଦ୍ୱାରା ସମସ୍ତ ସରକାରୀ ଅଫିସ ଗୁଡିକରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି  ଜନସାଧାରଣ l ଦୀର୍ଘ ଦିନର ଗ୍ରେଡ୍ ପେ ବୃଦ୍ଧି ଦାବିରେ ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଅମଲା ସମୁହ ଛୁଟିରେ ଯିବା ପରେ ସରକାରୀ ଦପ୍ତରରେ ଶୂନଶାନ୍ ସ୍ଥିତି । ବ୍ରହ୍ମପୁର,ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବା ପାଇଁ ମିଳିଛି l ଏଠି ଅନ୍ୟ ଦିନ ଭଳି ବିଭିନ୍ନ କାର୍ଯ୍ୟ ପାଇଁ ଅଫିସକୁ ଆସି ନିରାଶ ହେଉଛନ୍ତି ସାଧାରଣ ଲୋକେ।
ଅମଲାଙ୍କ ଅନୁପସ୍ଥିତି ପାଇଁ ଖାଲି ହାତରେ ଫେରିବାକୁ ପଡ଼ିଛି । ଅଫିସରେ ଥିବା ଅଫିସର ମାନେ କ୍ଲାର୍କ ନାହାନ୍ତି କହି

ଲୋକଙ୍କୁ ପଠେଇ ଦେଉଛନ୍ତି |  ଫାଇଲ ଓ ଟେବୁଲ ଛାଡ଼ି ସମୁହ ଆନ୍ଦୋଳନରେ କର୍ମଚାରୀ। ଏପଟେ ସରକାରୀ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍।...
ରାଜ୍ୟ ଅମଲା ମଞ୍ଚର ଦାବି ଯେ, ୨୦୧୭ ପରେ ଅମଲାଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଓ କମ୍ପ୍ୟୁଟର ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର । ହେଲେ ସେହି ଅନୁସାରେ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଅମଲାମାନଙ୍କର ଗ୍ରେଡ୍ ପେ ବୃଦ୍ଧି କରାଯାଇନି । ସେମାନେ ପୂର୍ବରୁ ପାଉଥିବା ୧୯୦୦ ଗ୍ରେଡ୍ ପେ, ଏବେ ବି ବଳବତ୍ତର ରହିଛି।ତେବେ ସମାନ କାମକୁ ସମାନ ଦରମା ନୀତିର ଏହା ଉଲ୍ଲଂଘନ କରୁଥିବା ସେମାନେ ଗ୍ରେଡ୍ ପେ ୪୨୦୦ ଟଙ୍କାକୁ ବୃଦ୍ଧି କରିବାକୁ ଦାବି କରି ଆସୁଛନ୍ତି। ଏଥିପାଇଁ ଗତ ମେ ପହିଲାରୁ ଗୋଟିଏ ମାସ ପାଇଁ ସରକାରଙ୍କୁ ଅଲଟିମେଟମ୍ ଦେଇଥିଲା ଅମଲା ସଂଘ। ସେହିଭଳି ମେ ୨୨ରୁ ୩୧ ତାରିଖ ଯାଏଁ କଳା ବ୍ୟାଜ୍ ପିନ୍ଧି ପ୍ରତିବାଦ ଜଣାଇବା ସହ ଜୁନ ପହିଲାରୁ ଅନିର୍ଦ୍ଦିଷ୍ଟ ଦିନ ପାଇଁ ସମୁହ ଛୁଟିରେ ଯିବାକୁ ଚେତାବନୀ ଦେଇଥିଲା। ତା ଭିତରେ ସରକାର ସେମାନଙ୍କ ଦାବି ପୂରଣ ପାଇଁ କୌଣସି ପଦକ୍ଷେପ ନନେବାରୁ ଆଜିଠୁ ସିଟ୍ ଛାଡ଼ି ଆନ୍ଦୋଳନକୁ ଓହ୍ଲାଇଛି ଅମଲା ମଞ୍ଚ। ରାଜ୍ୟ ଅମଲା ମଞ୍ଚର ସୂଚନା ଅନୁସାରେ ଆଜିଠୁ ରେଭେନିଉ , ଟ୍ରେରଜେରୀ , ସବ ରେଜିଷ୍ଟେର , ଶିକ୍ଷା , ସ୍ୱାସ୍ଥ୍ୟ, ଆର.ଡ଼ି ବିଭାଗ ଏମିତି ରାଜ୍ୟର ସବୁ ଅଫିସ ରେ ଜିଲ୍ଲା  ସ୍ତରରେ କାର୍ଯ୍ୟ କରୁଥିବା ପ୍ରାୟ ୫୦ ହଜାରରୁ ଅଧିକ ଅମଲା ଆନ୍ଦୋଳନରେ ସାମିଲ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like