-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ସ୍ତରରେ କୃତିତ୍ୱ ହାସଲ ଯୋଗୁଁ ଦୁର୍ଗା ପ୍ରସାଦଅଧିକାରୀ ଙ୍କୁ ସମ୍ବର୍ଦ୍ଧନା

13-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ଟାଉନ ହଲ ଠାରେ  ମହାନଗର ନିଗମ ପକ୍ଷରୁ  ସମ୍ବର୍ଦ୍ଧନା ଉତ୍ସବର ଆୟୋଜନକରାଯାଇଛି l ଏଇ ବର୍ଷ ଭାରତୀୟ ପ୍ରଶାସନିକ ପରୀକ୍ଷାରେ ସର୍ବଭାରତୟ ସ୍ତରରେ ବ୍ରହ୍ମପୁରର ସହର ଗର୍ବ ଗୌରବ  ଦୁର୍ଗାପ୍ରସାଦ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି  l     ପରୀକ୍ଷାରେ ସେ ସାରା ଭାରତରେ ୧୬୨ତମ ସ୍ଥାନ ଅଧିକାର କରି ଓଡିଶା ତଥା ଗଞ୍ଜାମ ପାଇଁ ସୁନାମ ଅର୍ଜନ କରିଛନ୍ତି  l  ଗତଥର ସେ ସର୍ବଭାରତୀୟସ୍ତରରେ ୨୦୫ନମ୍ବରସ୍ଥାନରେ କୃତିତ୍ୱ ହାସଲ କରି  ହାଇଦ୍ରାବାଦ ଠାରେ ପୋଲିସ ପ୍ରଶିକ୍ଷଣ ନେଉଛନ୍ତି l ପିତା/ମାତା ଓ ମହାପ୍ରଭୁ ଜଗନ୍ନାଥଙ୍କୁ ଶ୍ରେୟ ଦେବା ସହ ଲକ୍ଷ୍ୟକୁ ପାଇବାକୁ ହେଲେ ଅକ୍ଲାନ୍ତ ସାଧନାର ଆବଶ୍ୟକ ରହିଛି ବୋଲି  ଦୁର୍ଗା ପ୍ରସାଦ କହିଛନ୍ତି l ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ରାଜ୍ଯ ଯୋଜନା ବୋର୍ଡ ସଦସ୍ୟ ତଥା ଗଞ୍ଜାମ ଜିଲ୍ଲା ବିଜେଡ଼ି ସଭାପତି ଡ଼ାଃ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ଡେପୁଟି ମେୟର ଇ. ବିବେକ ରେଡ୍ଡୀ , ମହାନଗର ନିଗମ କମିସନର ଜେ. ସୋନାଲ, ତଥା ଅଞ୍ଚଳ କର୍ପୋରେଟର ପ୍ରମୁଖ ଉପସ୍ଥିତରହି  ଦୁର୍ଗା ପ୍ରସାଦ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରି ତାଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like