-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଟ୍ରକ୍ ରେ ଚୋରା ଚାଲାଣ ହେଉଥିବା୯୨ଠ କେଜି ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ ଟିମ୍ , ଡ୍ରଇଭର ସମେତ ୩ ଫେରାର୍‌, ଜଣେ ସନ୍ଦେହରେ ଅଟକ

13-Jun-2023



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ ): କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ଟାଉନ ଥାନା ଆଇଆଇସି ବିଶ୍ୱଜିତ ମନବୋଧଙ୍କ ନେତୃତ୍ୱରେ ପୋଲିସ ଇନିସପେକ୍ଟର କେ.କେ. ଜାନି. ଏସ୍‌.କେ. ବାରିକ, ବି.ଡି ବିଶ୍ୱାଲ ଓ ଅନ୍ୟ ମାନେ ଏକ ଗଂଜେଇ ବୋଝେଇ ଟ୍ରକକୁ ଉଦ୍ଧାର କରିବା ସହ ବିପୁଳ ପରିମାଣର ଗଂଜେଇ ଜବତ କରିଛନ୍ତି । ଆଜି ସଂଧ୍ୟା ପ୍ରାୟ ୫ଟା ୩ଠ ମିନିଟ ସମୟରେ ବଲାଙ୍ଗୀର ଜାତୀୟ ରାଜପଥ

ନମ୍ବର ୨୬ ସମ୍ବଲପୁର ରୋଡର ଯୁବୋଦୟ କଲେଜ ପାଖରେ ଏହି ଚୋରା ଚାଲାଣ ହେଉଥିବା ଗଂଜେଇ ବୋଝେଇ ଟ୍ରକ(ଡବ୍ଲୁ ବି ୧୪ ଡି-୫୯୬୧)କୁ ଠାବ କରିଛି ବଲାଙ୍ଗୀର ପୋଲିସ ।ଏ ସଂକ୍ରାନ୍ତରେ ଜଣେ ବ୍ୟକ୍ତି ବୀରେନ୍ଦ୍ର ସିଂହ(୫୩) କୁ ସନ୍ଦେହରେ ଅଟକ ରଖାଯିବା ସହ ୪ଠଠ ଟଙ୍କା ଜବତ କରାଯାଇଛି । ବୀରେନ୍ଦ୍ର ଙ୍କ ଘର ବିହାର ରାଜ୍ୟ ସିରୱାନ ଜିଲ୍ଲା ଅଲିପୁର ଅଂଚଳର ବୋଲି ପୋଲିସ ସୂଚନା ଦେଇଛି । ଟ୍ରକ୍ ର ଡ୍ରାଇଭର ସମେତ ତିନି ଜଣ ବ୍ୟକ୍ତି ଘଟଣାସ୍ଥଳରୁ ଫେରାର୍ ମାରିଛନ୍ତି । ଆଜି  ସଂଧ୍ୟାରେ ଏ ସମସ୍ତ ଘଟଣା ସଂପର୍କରେ ଏକ ପ୍ରେସ୍ ମିଟ୍ ମାଧ୍ୟମରେ ବଲାଙ୍ଗୀର ଏସ୍‌ପି ଋଷିକେଶ ଖିଲାରୀ

ସୂଚନା ଦେଇଛନ୍ତି । ତେବେ ମାଜିଷ୍ଟ୍ରେଟ୍ ଓ ସାକ୍ଷୀଙ୍କ ଉପସ୍ଥିତିରେ  ଜବତ ସାମଗ୍ରୀକୁ ଖୋଲାଯାଇଛି ।  ଜବତ ଗଂଜେଇର ପରିମାଣ ପ୍ରାୟ ୯୨ଠ କେଜି ହେବ ବୋଲି ପୋଲିସ ଟିମ୍ ସୂଚନା ଦେଇଛନ୍ତି । ଟାଉନ ପିଏସ୍ କେଶ ନମ୍ବର ୨୭୩ ରେ ଏନ୍‌ଡିପିଏସ୍ ଆକ୍ଟ ଦଫା୨୦(ବି) ଓ (ସି) ୨୯ ରେ ଏକ ମାମଲା ରୁଜୁ କରିଛି ଟାଉନ ପୋଲିସ । ଏହି ଲକ୍ଷାଧିକ ଟଙ୍କ ପରିମାଣର ଗଂଜେଇ କେଉଁଠାକୁ ଯାଉଥିଲା ଓ ଏହି ଗଂଜେଇ ସବୁ କେଉଁଠାରୁ ଆସୁଥିଲା ତାର ତଦନ୍ତ କରୁଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like