-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ମୃତକଙ୍କ ପରିବାରକୁ ଭେଟି ଦୁଃଖ ସୁଖ ର ସାଥି ହେଲେ ସରପଞ୍ଚ

13-Jun-2023



ବେଲପଡା( ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ର ବାଗଦୋର ପଞ୍ଚାୟତ ବ୍ଳକ କାର୍ଯ୍ୟାଳୟ ଠାରୁ ଶେଷ ସୀମାରେ ଥିବା ବେଳେ ଏହି ଅଞ୍ଚଳ ର ଅଧିବାସୀ ଙ୍କ ପାଇଁ କିଛି ବିକଶିତ ହୋଇପାରୁନଥିଲା। କିନ୍ତୁ ଯୁବନେତା ପ୍ରଦୀପ କୁମାର ବେହେରା ଗତ ୨୦୨୨ ମସିହାରେ ସରପଞ୍ଚ ପଦବୀ ପାଇବାପରେ ଏହି ଅଞ୍ଚଳର ଉନ୍ନତିପଥ ଅଗ୍ରଗତି କରୁଛି। ସରକାରୀ ଯୋଜନା ଗୁଡିକ ଏଠି ବାଟମାରଣା ହେଉଥିଲା କିନ୍ତୁ ଯୁବ ସରପଞ୍ଚ ପ୍ରଦୀପ କୁମାର ବେହେରା ବାଟ

କାଢି ନେଇ ଘରକୁ ଘର ପହଞ୍ଚାଉଛନ୍ତି ।ନିଜସ୍ବ ଖର୍ଚ୍ଚ ରେ ଲୋକଙ୍କ ପାଖରେ ରାସନ୍ ସାମଗ୍ରୀ ଓ ବାର୍ଦ୍ଧକ୍ୟ ଭତ୍ତା ଘରକୁ ଘର ପହାଞ୍ଚାଇ ସେ ଚର୍ଚ୍ଚାରେ ରହିଛନ୍ତି। ଏହି ଅଞ୍ଚଳ ରେ ହରିଶ୍ଚନ୍ଦ୍ର ଯୋଜନା ବାଟବଣା ହୋଇଥିଲା କିନ୍ତୁ ସେ ଯୋଜନା କାର୍ଯ୍ୟକାରୀ କରି ଶତାଧିକ ଗରିବ ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ସାହାଯ୍ୟ କରି ନିଜର ପ୍ରଶଂସା ସୁଆଁଟୁ ଥିବା ବେଳେ ଆଜି ପୁଣି କିଛି ଗରିବ ମୃତକଙ୍କ ପରିବାର ଠାରେ ପହଞ୍ଚିଛି ହରିଶ୍ଚନ୍ଦ୍ର ଯୋଜନା। ସୂଚନା ଅନୁସାରେ ବାଗଦୋର ଗ୍ରାମ ପଞ୍ଚାୟତ କୁମ୍ଭାରଖୁନ ଗାଁ ର ଶୁଭ ନାଥ ଗଏଁତା,ବୁଢ଼ା ଦୀପ ଓ  ଧଅଁରାଖମନ ଗାଁ ର ଭାଗିରଥି ପୁଟେଲ,ଲାଏବନୀ ବାଗ, କେତକୀ ମାଝୀ ଏବଂ ଝାଙ୍କ୍ରିପାଲି ଗାଁର  ମହାରାଗୀ ମିର୍ଦ୍ଧା, ବାସନ୍ତୀ ଚିରାଗୁନ ଙ୍କ ପାଖକୁ ଯାଇ ସରପଞ୍ଚ ପ୍ରଦୀପ କୁମାର ବେହେରା ସମବେଦନା ଜଣାଇବା ସହ ତାଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ତିନି ହଜାର ଲେଖାଏଁ ବଣ୍ଟନ କରିଥିଲେ।ମୃତକ ନିରିହ ଗରିବ ଲୋକଙ୍କ ପ୍ରତି ଉଦାରତା ଦେଖାଇ ଅନ୍ୟାନ୍ୟ ସରକାରୀ ସହଯୋଗ ଯଥାଶୀଘ୍ର ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଖାଲି ଏତିକି ନୁହେଁ ଗମନାଗମନ ସୁବିଧା,

ପାନୀୟଜଳ ସମସ୍ୟାର ସମାଧାନ, ଶିକ୍ଷା, ସ୍ବାସ୍ଥ୍ୟ ଉପରେ ମଧ୍ୟ ବିକାଶ କରିଚାଲିଛନ୍ତି। ଏହି ଯୁବନେତା ପ୍ରଦୀପ କୁମାର ବେହେରା ଯଦି କୌଣସି ଗରିବ ଲୋକଙ୍କ ପରିବାର ରେ ରୋଗୀଣା ରୁହେ ତାହେଲେ ବିନା ମୂଲ୍ୟରେ ସରକାରୀ ଏମ୍ବୁଲାନ୍ସ ଭଳି ନିଜ ଗାଡ଼ିରେ ମେଡିକାଲ ନେଇ ଚିକିତ୍ସା କରାଇଥାନ୍ତି ବୋଲି ଜନସାଧାରଣରେ ବେଶ୍ ପ୍ରଶଂସା ପାଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like