-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କବି ବ୍ରଜମୋହନ ପଣ୍ଡାଙ୍କ ଜୀବନ ଚରିତ ପୁସ୍ତକ ଉନ୍ମୋଚିତ

13-Jun-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ଲରମ୍ଭା ନାରୀ ଶିକ୍ଷା ଟ୍ରଷ୍ଟ ପକ୍ଷରୁ ଆଜି ସ୍ଥାନୀୟ ଓଡିଶା ସାଂସ୍କୃତିକ ସମାଜର ସ୍ୱାଧୀନତା ସଂଗ୍ରାମୀ ସ୍ମୃତି ଭବନଠାରେ ବରିଷ୍ଠ ସାମ୍ବାଦିକ ଅର୍ଜୁନ ରଞ୍ଜନ ପଣ୍ଡାଙ୍କ ଅଧ୍ଯକ୍ଷତାରେ ଆୟୋଜିତ ସଭାରେ  ଜନସେବୀ କବି ବ୍ରଜମୋହନ ପଣ୍ଡାଙ୍କ ଜନ୍ମୋତ୍ସବ ଓ ତାଙ୍କ ଜୀବନ ଚରିତ “ହୀରାଖଣ୍ଡ ମୋହନ ଆଶା-କିଶୋର ପାଦପ କବି ବ୍ରଜମୋହନ” ପୁସ୍ତକ ଉନ୍ମୋଚିତ ହୋଇଯାଇଅଛି।ଏହି ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ଡା. ରାସେଶ୍ୱରୀ ପାଣିଗ୍ରାହୀ କହିଥିଲେ ଯେ, ବ୍ରଜମୋହନ  ଜଣେ ଜାତୀୟବାଦୀ କବି ଥିଲେ ବ୍ରଜମୋହନ ପଣ୍ଡା ନଥିଲେ ଗଙ୍ଗାଧର ମେହେର ବଣର ମଲ୍ଲୀ ପରି ଲୋକଲୋଚନକୁ ଆସି ପାରିନଥାନ୍ତେ,ସେ ଥିଲେ ଜଣେ ବହୁମୁଖୀ ପ୍ରତିଭାର ବ୍ୟକ୍ତି ବୋଲି ଅବିହିତ କରି ସେ କହିଥିଲେ ଯେ ସାହିତ୍ୟ ଓ ଜନସେବା ଉଭୟକୁ ସେ ତାଙ୍କ ଜୀବନରେ ଗୁରୁତ୍ୱ ଦେଇଥିଲେ। ପୁସ୍ତକର ସମୀକ୍ଷକ ପ୍ରଫେସର ଡ. କାମଦେବ ସାହୁ କହିଥିଲେ ଯେ କବି ବ୍ରଜମୋହନ ପଣ୍ଡାଙ୍କ ନିଶା ଥିଲା ଶିକ୍ଷାର ପ୍ରସାର। ତେଣୁ ସେ ବାଲ୍ୟ କଳରୁ ସେଥିପାଇଁ ପ୍ରୟାସିତ ରହିଥିଲେ। ଜନସେବା କରିବୀ ନିମନ୍ତେ ହିଁ ସେ କୃଷି ପ୍ରତି ଆକର୍ଷିତ ହୋଇଥିଲେ ଓ ପଶ୍ଚିମ ଓଡିଶାରେ ଶିକ୍ଷାର ପ୍ରସାର ପାଇଁ ସେ ତାଙ୍କ ସମୟ ଜ୍ଞାନ ଓ ଶ୍ରମ ଦେଇ ଏକ ବିରଳ ଦୃଷ୍ଟାନ୍ତ ସୃଷ୍ଟି କରିଯାଇଛନ୍ତି। ସ୍ୱଭାବ କବି ଗଙ୍ଗାଧରଙ୍କୁ ମଧ୍ୟ ସେ ଦେବଦୂତ ସମ ସହଯୋଗ କରିଛନ୍ତି ଗଙ୍ଗାଧର ଓ ବ୍ରଜମୋହନଙ୍କ ଭଳି ଯୁଗଲବନ୍ଦି ସମଗ୍ର ଓଡିଶାରେ ନାହିଁ ବୋଲି ସେ ମତ ଦେଇଥିଲେ। ସଭା ପୂର୍ବରୁ ବିଶିଷ୍ଟ ସଙ୍ଗୀତ ନିର୍ଦେଶକ ବ୍ରଜେନ୍ଦ୍ର ନାୟକଙ୍କ ନିର୍ଦ୍ଦେଶନାରେ ବ୍ରଜମୋହନଙ୍କ ରଚିତ 'ଆମେ ସମ୍ବଳବାସୀ’ ଗୀତର ସିଡି ଶୁଣାଯାଇ ପରିବେଷିତ ହୋଇଥିଲା। ପୁସ୍ତକର ଲେଖକ ଦୀପ୍ତି ରଞ୍ଜନ ସେଠ ପୁସ୍ତକର କେତେକ ମୁଖ୍ୟ ପ୍ରସଙ୍ଗକୁ ଉପସ୍ଥାପନ କରିଥିଲେ। ପ୍ରକାଶକ ତଥା କବି ବ୍ରଜମୋହନଙ୍କ ପୁତ୍ର ପଦ୍ମଲୋଚନ ପଣ୍ଡା ତାଙ୍କ ବକ୍ତବ୍ୟ ରଖି କହିଥିଲେ ଯେ,କବି ବ୍ରଜମୋହନଙ୍କ ବିଷୟରେ ଲୋକେ ଯେପରି ଆହୁରି ଜାଣିପାରିବେ ଏହି ପୁସ୍ତକ ପ୍ରକାଶନ ତାହାର ଏକ ପ୍ରୟାସ ମାତ୍ର।ଲରମ୍ଭା ନାରୀ ଶିକ୍ଷା ଟ୍ରଷ୍ଟର ସଭାପତି ସୁଧୀର କୁମାର ପଣ୍ଡା ବ୍ରଜମୋହନଙ୍କ  ଶିକ୍ଷାର ପ୍ରସାରର ମାନସିକତାକୁ ପାଥେୟ କରି ତାଙ୍କ ଟ୍ରଷ୍ଟ ଗଠିତ ବୋଲି କହିଥିଲେ। ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଟ୍ରଷ୍ଟର ବରିଷ୍ଠ ସଦସ୍ୟ ଅଭେଦାନନ୍ଦ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ସମ୍ବଲପୁରର ବହୁ ମାନ୍ୟଗଣ୍ୟ ବକ୍ତି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like