-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଅଧ୍ୟାପକଙ୍କ ଡି ଲିଟ୍ ଉପାଧି ଲାଭ

14-Jun-2023



ବଲାଙ୍ଗୀର ଜିଲ୍ଲା ଦେଓଗାଁ ଡିଗ୍ରୀ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ଡ. ସୁରେଶ ପ୍ରସାଦ ଷଡଙ୍ଗୀ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସମ୍ମାନଜନକ ଡି. ଲିଟ୍ ଉପାଧି ଲାଭ କରିଛନ୍ତି । ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ରାଜନୀତି ବିଜ୍ଞାନ ଓ ଲୋକ ପ୍ରଶାସନ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ଡ. ସତ୍ୟପ୍ରକାଶ ଦାଶଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ 'Political participation of women self -help groups in Panchayatiraj: A study of KBK District of Odisha' ବିଷୟ ଉପରେ ଗଭୀର ଗବେଷଣା କରି ଓ ସନ୍ଦର୍ଭ ଲେଖି ଏହି ଉପାଧି ପ୍ରପ୍ତ କରିଛନ୍ତି । ଏହି ସନ୍ଦର୍ଭ ଟି ଦିଲ୍ଲି ବିଶ୍ୱବିଦ୍ୟାଳୟର ପ୍ରଫେସର ସାର୍ଥକ ବେଚ୍‌, ଲକ୍ଷେ୍ଣା ବିଶ୍ୱବିଦ୍ୟାଳୟର ପ୍ରଫେସର ସଂଜୀବ ସିଂହ ଓ ସେଣ୍ଟ୍ରାଲ ୟୁନିଭରସିଟି, ଅମରକଂଟକର ପ୍ରଫେସର ଅନୁପ ସର୍ମାଙ୍କ ଦ୍ୱାରା ପରୀକ୍ଷିତ ଓ ଉଚ୍ଚପ୍ରଶଂସିତ ହୋଇଛି । ଡକ୍ଟର ଷଡଙ୍ଗୀ ଏହା ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ଲାଭ କରିବା ସହ ୟୁଜିସି ମାଇନର୍ ରିସାର୍ଚ୍ଚ ପ୍ରୋଜେକ୍ଟ ଓ ମେଜର୍ ରିସାର୍ଚ୍ଚ ପ୍ରୋଜେକ୍ଟ ରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ପୁନଃଶ୍ଚ ତାଙ୍କର ୪ଠରୁ ଉର୍ଦ୍ଧ୍ୱ  ଗବେଷଣାତ୍ମକ ଆଲେଖ୍ୟ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତୀୟ ଖ୍ୟାତିସଂପନ୍ନ ଜର୍ଣ୍ଣାଲରେ ପ୍ରକାଶିତ ହୋଇ ସାରିଛି । ଏତଦ୍‌ବ୍ୟତିତ ଡକ୍ଟର ଷଡଙ୍ଗୀ ତାଙ୍କର ଗବେଷଣାତ୍ମକ କାର୍ଯ୍ୟକୁ ଆଗେଇ ନେବା ସହିତ ଏକ ଗବେଷଣାତ୍ମକ ପୁସ୍ତଜ ରଚନା କରିଛନ୍ତି । ଏଥିସହ ୬ଠ ରୁ ଉର୍ଦ୍ଧ୍ୱ ଜାତୀୟ ଓ ଆନ୍ତର୍ଜାତୀୟ ସେମିନାରରରେ ନିଜର ଗବେଷଣାତ୍ମକ ନିବନ୍ଧ ଉପସ୍ଥାପନା କରିବା ସହ ବିଭିନ୍ନ ସଂଗୋଷ୍ଠୀରେ ନିଜର ବକ୍ତବ୍ୟ ଉପସ୍ଥାପନା କରି ଉଚ୍ଚପ୍ରଶଂସିତ ହୋଇଛନ୍ତି । ବ୍ୟକ୍ତିଗତ ସ୍ତରରେ ସେ ଜଣେ ମିଷ୍ଟଭାଷୀ, ମେଳାପୀ ଓ ସୁଦକ୍ଷା ଅଧ୍ୟାପକ ରୂପେ ଛାତ୍ରଛାତ୍ରୀ ତଥା ସହକର୍ମୀ, ବନ୍ଧୁ ମହଲରେ ବେଶ ପରିଚିତ । ବହୁ ସାମାଜିକ ଓ ଶୈକ୍ଷିକ ଅନୁଷ୍ଠାନ ସହ ଜଡିତ ଥିବା ଡକ୍ଟର ଷଡଙ୍ଗୀ ଜଣେ ନିଷ୍ଠାବାନ ଗବେଷକ ରୂପେ ପ୍ରସିଦ୍ଧି ଲାଭ କରିଛନ୍ତି । 
    ଡ. ସୁରେଶ ପ୍ରସାଦ ଷଡଙ୍ଗୀର ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁିପାଲି ବ୍ଲକ ଅଧୀନସ୍ଥ ଦିଗ୍‌ଶିରା ଗାଁ ର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସ୍ୱର୍ଗତ ମୀନକେତନ ଷଡଙ୍ଗୀଙ୍କ ସୁପୁତ୍ର ଓ ବଲାଙ୍ଗୀର ମାଲପଡାସ୍ଥିତ ଅବସରପ୍ରାପ୍ତ କୃଷି ଅଧିକାରୀ ସ୍ୱର୍ଗତ ଲୋକନାଥ ଉଦ୍‌ଗାତା ଓ ଶ୍ରୀମତୀ ଶାନ୍ତିଲତା ଉଦ୍‌ଗାତାଙ୍କ କନିଷ୍ଠଙ୍କ ଜାମାତା ତଥା ଶିବତଲା ପ୍ରାଥମିକ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ଟର ସ୍ମିତାଞ୍ଜଳି ଉଦ୍‌ଗାତାଙ୍କ ସ୍ୱାମୀ ଅଟନ୍ତି । ଡାକ୍ଟର ଷଡଙ୍ଗୀଙ୍କ ଏହି ସଫଳତା ପାଇଁ ତାଙ୍କ ପୁତ୍ର ନିଲେଶ କୁମାର ଅଭିନନ୍ଦନ ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like