-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗ୍ରୀଷ୍ମ ଅବକାଶ ରେ ଛାତ୍ରଛାତ୍ରୀ ଙ୍କ ଶିକ୍ଷଣୀୟ କାର୍ଯ୍ୟକ୍ରମର ସୁପରିଚାଳନା

14-Jun-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ମୟାବର୍ହାର ପ୍ରଧାନଶିକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶିକ୍ଷକ ବୃନ୍ଦ ଗ୍ରୀଷ୍ମ ଛୁଟିରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷଣୀୟ କାର୍ଯ୍ୟକ୍ରମର ସୁପରିଚାଳନା କରିଛନ୍ତି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ପିଲାମାନଙ୍କ ପାଇଁ ଆଗୁଆ ଗ୍ରୀଷ୍ମ ଛୁଟି ପ୍ରଦାନ କରିଥିଲେ । ସରକାରଙ୍କ ନିର୍ଦ୍ଦେଶିକା ଅନୁସାରେ ପ୍ରଧାନ ଶିକ୍ଷକ

ରବିଚନ୍ଦ୍ର ପଶାୟତ, ସହକାରୀ ଶିକ୍ଷକ ଦୀନବନ୍ଧୁ ପ୍ରଧାନ, ନନ୍ଦିଘୋଷ ବାରିକ, ପ୍ରହଲ୍ଲାଦ ଦାଶ ରୋଷ୍ଟର ଡ୍ୟୁଟି ଅନୁସାରେ ବିଦ୍ୟାଳୟକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ସଂଶୟ ଦୂର କରୁଥିଲେ । ବିଭିନ୍ନ ଆକଟିଭିଟି ମାଧ୍ୟମରେ ଛାତ୍ରଛାତ୍ରୀ ମାନେ କିଭଳି ଛୁଟି ସମୟରେ ମଧ୍ୟ ପାଠପଢ଼ା ପ୍ରତି ମନୋନିବେଶ କରିବେ ଓ ଭଲ ପାଠ ଉଦ୍ଦେଶ୍ୟରେ କର୍ମତତ୍ତ୍ଵର ରହିବେ ସେ ବିଷୟରେ ଘରକୁ ଘର ବୁଲି ଅଭିଭାବକ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ । ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କୁ

ଯୋଗାଇ ଦିଆଯାଇଥିବା ହୋଲିଡେ ହୋମ୍ ୱାର୍କ ର ଯାଞ୍ଚ କରିଥିଲେ । ଏଥି ସହିତ ଶିକ୍ଷା ବିଭାଗ ଦ୍ଵାରା ଉପଲବ୍ଧ ହୋଇଥିବା ହେଲ୍ପ ଡେସ୍କ ର ସହାୟତା ନେବାକୁ ମାର୍ଗଦର୍ଶନ କରିଥିଲେ। ସ୍କୁଲ ତରଫରୁ ଭର୍ଚୁଆଲ ମୋଡରେ ମଧ୍ୟ ପିଲାମାନଙ୍କ ସଂଶୟ ଦୁରକରାଯାଉଛି । ସ୍କୁଲ ଖୋଲିଲେ କିଭଳି ଛାତ୍ରଛାତ୍ରୀ ମାନଙ୍କ ଶତ ପ୍ରତିଶତ ଉପସ୍ଥାନ ରହିବ ସେ ବିଷୟରେ ଅଣୁ ସ୍ତରୀୟ ଯୋଜନା କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like