-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ଛୁଇଁବନ୍ଧ  ଦୁର୍ଘଟଣା ପ୍ରସଙ୍ଗ, ମୃତକଙ୍କ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଲେ ନରସିଂହ

14-Jun-2023



ବଲାଙ୍ଗିର(ପ୍ରେରଣା ଖବର)- ଗତ ରାତିରେ ଛୁଇଁ ବନ୍ଧ ପାଖରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଯାଇଛି ।  ସାରା ସହରରେ ଏହି ଘଟଣା ଚହଳ ପକାଇଛି । ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବୁଧବାର ସଂନ୍ଧ୍ୟାରେ ମୃତକଙ୍କ ଜଗନ୍ନାଥ ପଡା ବାସ ଭବନକୁ ଯାଇ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ  ସମବେଦନା ଜଣାଇଛନ୍ତି ।  ଶ୍ରୀ ମିଶ୍ର ପରିବାର ମୁଖ୍ୟ ଡା ଜୟନ୍ତ ନାଏକଙ୍କୁ ଦେଖା କରି ଘଟଣା କ୍ରମ ଓ ଗୁରୁତରଙ୍କ ଅବସ୍ଥା ପଚାରି ବୁଝିଥିଲେ । ଶ୍ରୀ ମିଶ୍ର ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେବା ସହ ଅମର ଆତ୍ମାର ସଦଗତି କାମନା କରିଥିଲେ । ଏହି ସମୟରେ ବିଧାୟକଙ୍କ ସହ କାଉନସିଲର ପ୍ରଦୀପ ମିଶ୍ର, କଂଗ୍ରେସ ଉପସଭାପତି ମନୀଷ ମିଶ୍ର, ଗୋପାଳ ବରାଇ ଓ ସୁରଂଜିତ ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରକାଶ ଯୋଗ୍ୟ ଯେ, ମଙ୍ଗଳବାର ରାତିରେ ନାଏକ ପରିବାରର ୭ଜଣ ବିବାହ ଭୋଜି ଖାଇ ନିଜ କାର ରେ ବଲାଙ୍ଗିର ଫେରୁଥିବା ବେଳେ ଛୁଇଁ ବନ୍ଧ ଠାରେ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ୫ ଜଣଙ୍କୁ ମୃତ୍ୟୂ ହୋଇଥିବା ବେଳେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ପଠା ଯାଇଥିଲା । ଆଜି ସେମଧ୍ୟରୁ ଆଉ ଜଣେ ଜିବନ ହାରିଥିବା ସୁଚନା ରହିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like