-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଓ ବି ସି, ଏସ ଟି, ଏସ ସି,ମିଳିତ ମହାସଂଘ ର ଅଧିକାରକୁ ନେଇ ଗଣଧାରଣା.

14-Jun-2023



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଠାରେ OBC-ST-SC ମିଳିତ ମହାସଂଘ ତରଫରୁ ଅଧିକାର କୁ ନେଇ ଏକ ଗଣଧାରଣା ଦିଆଯାଇଥିଲା, ବିଶେଷତଃ ଉଚ୍ଚ ଶିକ୍ଷା, ବୃତ୍ତିଗତ ଶିକ୍ଷା ଓ ଧନ୍ଦା ମୂଳକ ଶିକ୍ଷା ରେ ତଥା ସମସ୍ତ ପ୍ରକାର ସରକାରୀ ନିଯୁକ୍ତି ରେ OBC-ST-SC ସମ୍ପ୍ରଦାୟ କୁ ତାଙ୍କ ଜନସଂଖ୍ୟା ଅନୁପାତରେ ସଂରକ୍ଷଣ ଦେବା, ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ଜିଲ୍ଲାଭିତ୍ତିକ କରିବା, ଶିକ୍ଷାର ଘରୋଇକରଣ କୁ ବନ୍ଦ କରିବା  ଆଦି ଆଠ ଦଫା ଦାବୀ ପତ୍ର ସ୍ଥାନୀୟ ବିଡ଼ିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା. ଉକ୍ତ ଦାବୀ ସବୁ ଚଳିତ ଶିକ୍ଷା ବର୍ଷରେ  ପୂରଣ ନ କଲେ  ଏହି ଆନ୍ଦୋଳନକୁ ରାଜ୍ୟବ୍ୟାପୀ କରିବାକୁ ବକ୍ତା ମାନେ ଚେତାବନୀ ଦେଇଥିଲେ ଉକ୍ତ କାର୍ଯ୍ୟକ୍ରମ କୁ କ୍ଷୀରସିନ୍ଧୁ ବୋଡ଼କିଆ ସଂଯୋଜନା କରିଥିବାବେଳେ  ମୁଖ୍ୟ ଅତିଥି ଭାବେ OBC-ST-SC ମିଳିତ ମହାସଂଘ ର ଆବାହକ ତଥା କଳାହାଣ୍ଡି ଜିଲ୍ଲା ପୂର୍ବତନ ଯାଦବ ସମାଜ ସଭାପତି ଶ୍ରୀ ଡମ୍ବରୁ ଧର ଲହଜଲ ଅନ୍ୟତମ ବକ୍ତା ଭାବେ ରତନ ନାଏକ, ଡାକେଶ୍ୱର ଲହଜଲ, କୃଷ୍ଣ ନାଏକ, ଶ୍ୟାମ ନାଏକ, କୁଞ୍ଜ ସୋରି, ଲଳିତ ମାଝୀ, ଦିଗାମ୍ବର ଦୁରିଆ, ଲିଙ୍ଗରାଜ ବେହେରା, ଜୟହରୀ ପଟେଲ, ଭୁବନେଶ୍ୱର ଦୁର୍ଗା, ଦିଗାମ୍ବର ନାଗ, ଗଜିନ୍ଦ୍ର ନାଗ,ହେମନ୍ତ ପୁଞ୍ଜି, ସୁଜିତ ସରାଫ,ବିକ୍ରମ ନାଏକ, ମଧୁ ସାଗର, ସୁନୀଲ ଦୁରିଆ, ବେଣୁ ଦୁର୍ଗା,ମଣିଲାଲ ଶବର,ପଙ୍କଜ ଠାକୁର, ତ୍ରିଲୋଚନ ମହାନନ୍ଦ, ପ୍ରଧାନୀ ବାଗ, ଗଙ୍ଗାଧର ମହାନନ୍ଦ, ଲଛମନ ନାଏକ, ତେଜରାଜ ଦୁରିଆ, ଜୟରାମ ମହାନନ୍ଦ, ପଙ୍କଜ ପାଣିଗ୍ରାହୀ,ଘନଶ୍ୟାମ ଛତ୍ରିଆ, ଲକ୍ଷ୍ମଣ ଠାକୁର, ଶ୍ରୀକାନ୍ତ ଭର୍ତିଆ  ଓ ଅନେକ ଦୂର ଦୁର।ନ୍ତ  ରୁଲୋକ ମାନେ ଆସି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like