-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସରକାର, ପ୍ରଶାସନ ଓ ନିର୍ବାଚିତ ପ୍ରତିନିଧିମାନଙ୍କୁ କୋସଲବାଦୀ ନେତା ପ୍ରମୋଦ ମିଶ୍ରଙ୍କ ଆହ୍ୱାନ

14-Jun-2023



ବଲାଙ୍ଗିର(ପ୍ରେରଣା ଖବର), ଗତକାଲି ବଲାଙ୍ଗିର ଜିଲ୍ଲା ଛୁଇବନ୍ଧ ଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୫ଟି ବ୍ୟକ୍ତିଙ୍କ ପ୍ରାଣହାନି ହେବା ସହ ଅନ୍ୟମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଅଛି । ବିଗତ ୧୦ ବର୍ଷ ମଧ୍ୟରେ ବଲାଙ୍ଗିର ସହରର ଓ ପାଖପାଖରେ ଅନେକ ଦୁର୍ଘଟଣା ହୋଇ ବହୁ ଧନଜୀବନ ହାନି ହୋଇସାରିଲାଣି । ଏହି ଦୁର୍ଘଟଣା ଏଡାଇବା ପାଇଁ ବାରବାର ବଲାଙ୍ଗିର ବାଇପାସ ରୋଡ ଦାବୀ କରାହୋଇଛି । ଏଥି ପାଇଁ ବିଭିନ୍ନ ସାମାଜିକ ସଂଗଠନ ତରଫରୁ ଆନ୍ଦୋଳନ ମଧ୍ୟ ହୋଇଛି କିନ୍ତୁ ଆଜି ଯାଏ ଏହି ବାଇପାସ ରୋଡର ଆନୁସଙ୍ଗିକ କାର୍ଯ୍ୟ ସମ୍ପନ୍ନ ହେଉନାହିଁ । ଓଡିଶାର ବହୁ ଛୋଟ ଛୋଟ ସହର ଓ ନୂତନ ଜିଲ୍ଲାରେ ବାଇପାସ ରୋଡ ହୋଇସାରିଛି । କିନ୍ତୁ ସର୍ବ ପୁରାତନ ଏହି ପାଟଣାଗଡଜାତ ର ବଲାଙ୍ଗିର ସହର ଯାର ମଧ୍ୟରେ କି ଦୁଇଟା ବଡ ବଡ ଜାତୀୟ ରାଜପଥ ଯାଇଛି ସେଠାରେ ବାଇପାସ ରୋଡ ହୋଇପାରୁ ନାହିଁ । ବଲାଙ୍ଗିର ଜିଲ୍ଲାରେ ଓଡିଶାର ବହୁ ପ୍ରଭାବଶାଳୀ ରାଜନେତା ରହିଛନ୍ତି କିନ୍ତୁ ରାଜନୈତିକ ଇଚ୍ଛାଶକ୍ତିର ଅଭାବ, ପରସ୍ପର ମଧ୍ୟରେ ସମନ୍ୱୟର ଅଭାବ ତଥା ପରିବାରବାଦୀ ମନୋବୃତ୍ତି ଯୋଗୁଁ ବଲାଙ୍ଗିର ଜିଲ୍ଲାର ବିକାଶ ହୋଇ ପାରୁନାହିଁ । ସବୁ ରାଜନେତା ଅଂଚଳର ବିକାଶ ପରିବର୍ତ୍ତେ ନିଜ ନିଜର ପରିବାରର ସଂପତ୍ତି ଓ ପ୍ରତିପତ୍ତି ବଢାଇବାରେ ବ୍ୟସ୍ତ । କୌଣସି ପ୍ରକଳ୍ପ ଟେ ହେଲେ ସେମାନେ କିଭଳି ଜମି ଅଧିଗ୍ରହଣ ରୁ ଲାଭାନ୍ୱିତ ହେବେ କିମ୍ବା ତାଙ୍କ ପରିବାର ବର୍ଗ କିମ୍ବା ସମର୍ଥକ କିଭଳି ଠିକା କାମ ପାଇବେ ସେଥିରେ ସେମାନେ ବ୍ୟସ୍ତ । ପ୍ରଶାସନ ମଧ୍ୟ ଲୋକାଭିମୁଖ୍ୟ ହେବା ବଦଳରେ ନେତାଭିମୁଖୀ ହେଉଛି । ତେଣୁ ବାଇପାସ ଭଳି ସବୁ ପ୍ରସଙ୍ଗ ଅଟକି ରହିଛି । ତେଣୁ ରାଜ୍ୟ ସରକାର ତୁରନ୍ତ ବଲାଙ୍ଗିର ବାଇପାସ ସଂପର୍କରେ ଶ୍ୱେତପତ୍ର ଜାରି କରନ୍ତୁ ତଥା ଜନସାଧାରଣ ଓ ବୁଦ୍ଧିଜିବୀ ଏଭଳି ସୁବିଧାବାଦୀ ରାଜନୈତିକ ବ୍ୟବସ୍ଥାର ପରିବର୍ତ୍ତନ ପାଇଁ ଆଗେଇ ଆସନ୍ତୁ ବୋଲି ବରିଷ୍ଠ କୋସଲବାଦୀ ନେତା ପ୍ରମୋଦ କୁମାର ମିଶ୍ର ଆହ୍ୱାନ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like