-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜନୀତି

    (ନରସିଂହଙ୍କ ପ୍ରେସ ବିବୃତ୍ତି) - ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ଦେବୋତ୍ତର ଭିତ୍ତିଭୂମି ପାଇଁ ୫୦୦ କୋଟି ଦାବୀ କଲେ ନରସିଂହ, ସହର ମଧ୍ୟରେ ମନ୍ଦିର ଓ ଭିତ୍ତିଭୂମିର ବିକାଶ ହେଲେ ଯୁବକ ପାଇବେ ରୋଜଗାର - ନରସିଂହ

14-Jun-2023



ବଲାଙ୍ଗିର(ପ୍ରେରଣା ଖବର) ବର୍ତ୍ତମାନ ଦେଖା ଦେଉଛି ଓଡିଶା ସରକାର ରାଜ୍ୟରେ ଥିବା ବିଭିନ୍ନ ଧର୍ମପୀଠ, ମଠ ମନ୍ଦିର ଗୁଡିକର ଉନ୍ନତିକରଣ, ସୌନ୍ଦର୍ଯ୍ୟକରଣ ଓ ନିର୍ମାଣ ପାଇଁ ହଜାର ହଜାର କୋଟି ଟଙ୍କାର ଅନୁଦାନ ପ୍ରଦାନ କରୁଛନ୍ତି ।  ଯେହେତୁ ଆଜି ପର୍ଯ୍ୟନ୍ତ ଏପରି କୌଣସି ଅନୁଦାନ ଏଅଂଚଳର ମଠ ମନ୍ଦିରର ବିକାଶ ପାଇଁ ଆସି ନାହିଁ, ତେଣୁ ବଲାଙ୍ଗିରବାସୀ ଏଦିଗରେ ନିଜକୁ ଅବହେଳିତ ମନେ କରୁଛନ୍ତି । ଯେତେବେଳେକି ସହର ବକ୍ଷ ଦେଶରେ ବଲାଙ୍ଗିର ଦେବୋତ୍ତର ବିଭାଗର ପର୍ଯ୍ୟାପ୍ତ ପରିମାଣର ଜମି ମହଜୁଦ ରହିଛି । ଏପରି ସ୍ଥଳେ ଭଗ୍ନାବସ୍ଥା ତତା ଅତି ବିପଦ ଜନକ ସ୍ଥିତିରେ ଥିବା ମାଁ ସମଲେଶ୍ୱରୀ ମନ୍ଦିରର ମରାମତି, ଦେବୋତ୍ତର ଭିତ୍ତିଭୂମୀର ବିକାଶ ସହିତ ବଲାଙ୍ଗିରବାସୀଙ୍କ ଚାହିଦା ମୁତାବକ ସହର ମଧ୍ୟରେ ଥିବା  ଦେବୋତ୍ତର ଜମିରେ ଏକ ନୂତନ ଭବ୍ୟ ମନ୍ଦିରର ନିର୍ମାଣ ପାଇଁ ସରକାର ବଲାଙ୍ଗିର କୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରନ୍ତୁ ବୋଲି ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଦାବୀ କରିଛନ୍ତି । ସେ ନିଜ ଦାବୀରେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ, ଏହି ଦେବୋତ୍ତର ଜମିରେ ଥିବା ଗୋପାଳଜୀ ମନ୍ଦିର ମଧ୍ୟ ଅସୁରକ୍ଷିତ ସ୍ଥିତିରେ ରହିଛି । ପୁର୍ବର ୧୯୯୫ ମସିହାରେ ତତକାଳିନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ମୁଁ ଆଇନ ମନ୍ତ୍ରୀ ଥିବାବେଳେ ଏହି ଦେବୋତ୍ତର ଜମିରେ ସ୍ୱର୍ଗତ ବିଜୁ ପଟ୍ଟନାୟକ ଏକ ମାର୍କେଟ କମ୍ପେ୍ଲକ୍ସ ର ଶିଳନ୍ୟାସ କରିଥିଲେ । କିନ୍ତୁ ପରବର୍ତ୍ତି ସମୟରେ ସ୍ଥାନୀୟ  ତତକାଳିନ ମନ୍ତ୍ରୀଙ୍କ ବିରୋଧ ୍େ‌ାଗୁଁ ସେ ନିର୍ମାଣ କାମ ଆଗକୁ ବଢୀ ପାରିଲା ନାହିଁ । ସେତେବେଳେ ଜାହା କିଛି ନିର୍ମାଣ ହୋଇଥିଲା ତାହା ଆଜି ଅର୍ଧନିର୍ମିତ, ପରିତ୍ୟକ୍ତ ଓ ଭଗ୍ନାବସ୍ଥାରେ ଅଛି । ଯଦି ପୁରୁଣା ସମଲେଶ୍ୱରୀ ମନ୍ଦିରର ମାରାମତି ସହିତ ଏହି ଦେବୋତ୍ତର ଜମିରେ ଏକ ନୁତନ ଭବ୍ୟ ସମଲେଶ୍ୱରୀ ମନ୍ଦିରର ନିର୍ମାଣ ସାଙ୍ଗକୁ ତାର ବିଭିନ୍ନ ପାଶ୍ୱର୍ରେ ବଜାର ଗୃହ ନିର୍ମାଣ କରାଯାଏ, ତେବେ ବଲାଙ୍ଗିର ର ଅନେକ ବେକାର ଯୁବକ ରୋଜଗାର ପାଇ ତାଙ୍କର ପରିବାର ପ୍ରତିପୋଷଣ କରି ପାରିବେ । ଏବଂ ଏହା ମନ୍ଦିରର ରକ୍ଷଣାବେକ୍ଷଣ ଓ ପରିଚାଳନା ପାଇଁ ମଧ୍ୟ ଏକ ଆୟର ପନ୍ଥା ହୋଇ ପାରିବ । ଏହି ସମସ୍ତ ଭୀତ୍ତିଭୂମୀ ପାଇଁ ସରକାର ବଲାଙ୍ଗିର ପାଇଁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରନ୍ତୁ ବୋଲି ବିଧାୟକ ଶ୍ରୀ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ଦାବୀ କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like