-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||     

HOME   ଜିଲ୍ଲା

ବ୍ରହ୍ମପୁରରେ ଲୋକକଳା ଦିବସ ପାଳିତ

15-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁର ସ୍ଥାନୀୟ ପ୍ରକାଶମ୍ ହଲଠାରେ ଆନ୍ଧ୍ର ଭାଷାବିବର୍ଦ୍ଧିନୀ ସଭା ପ୍ରକୋଷ୍ଠରେ ପବିତ୍ର ଲୋକ କଳା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।   କଳା ର ହିତୈଷୀ ମହାମଂଚ 'ଗଞ୍ଜାମ ଜିଲ୍ଲା   ବରିଷ୍ଠ କଳାକାର ସଂଘ' ପକ୍ଷରୁ  ସଂଘ କାର୍ଯ୍ୟକାରୀ ସଭାପତି ଦୂର୍ଗା ପ୍ରସାଦ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାଂସ୍କୃତିକ ଉତ୍ସବରେ ବରିଷ୍ଠ ଶିକ୍ଷାବିତ୍ ତଥା ନାଟ୍ୟ ନିର୍ଦେଶକ ଶଙ୍କର୍ଷଣ ସାବତ ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ସୁନ୍ଦର ସମାଜ ଗଠନରେ ଲୋକ କଳାର ଭୂମିକା ଅତୀବ ଗୁରୁତ୍ବପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ଆଲୋଚକ ଭାବେ ସର୍ବଶ୍ରୀ ସୁଦାମ ପଟ୍ଟନାୟକ, ବାଳକ୍ରୁଷ୍ଣ ସ୍ବାଇଁ, ନକୁଳ ଜେନା, ଶିଶିର ସ୍ବାଇଁ, ଜନାର୍ଦ୍ଦନ ପ୍ରଧାନ, ରାମ ଚନ୍ଦ୍ର ସାହୁ, ବଳରାମ ପ୍ରଧାନ, ଛବି ରାଣୀ ମହାନ୍ତି ପ୍ରମୁଖ ଲୋକ କଳା ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଉଲ୍ଲେଖ କରିଥିଲେ। ଆଗାମୀ ଜୁଲାଇ ୩ ତାରିଖରେ ହେବାକୁ ଥିବା କଳାକାର ଶୋଭାଯାତ୍ରାରେ ଜିଲ୍ଲାର ସମସ୍ତ କଳାକାର ଅଂଶ ଗ୍ରହଣ କରିବା ନିମନ୍ତେ ସଂଘ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହି ଅବସରରେ ଗୁରୁ ଭଗବାନ ପାତ୍ର ଓ ପ୍ରଦୀପ କୁମାର ସାହୁଙ୍କ ଦ୍ବାରା ଲୋକ ନ୍ରୁତ୍ୟ ଦାସକାଠିଆ ପରିବେଷଣ କରାଯାଇଥିଲା। ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ କିଶୋର କପୁର ଆନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ କୁନୁ ବେହେରା ଓ ଚନ୍ଦ୍ରଭାନୁ ନାୟକ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026

You Might Also Like