-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||     

HOME   ଜିଲ୍ଲା

ସିସିରଭା ବ୍ୟାଡମିଣ୍ଟନ୍ ଏକାଡେମୀର  ଗ୍ରୀଷ୍ମ କ୍ରୀଡା ଶିବିର ଉଦଯାପିତ

15-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ସିସିରଭା ବ୍ୟାଡମିଣ୍ଟନ୍ ଏକାଡେମୀରେ ବ୍ୟାଡମିଣ୍ଟନ୍ ଗ୍ରୀଷ୍ମ ଶିବିରର ଉଦଯାପନି ଉତ୍ସବ ମହାସମାରୋହ ଆୟୋଜିତ ହୋଇଯାଇଛି | ପ୍ରମୋଦ ମହାଙ୍କୁଡ଼  ଦ୍ୱାରା ଆରମ୍ଭ ହୋଇଥିବା ଏବଂ ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ଏକାଡେମୀ ଦ୍ୱାରା ଅନୁମୋଦିତ ତଥା ଗଞ୍ଜାମ ବ୍ୟାଡମିଣ୍ଟନ ବିକାଶ କମିଟିର ସଦସ୍ୟଙ୍କ ସମର୍ଥିତ ଏହି ଗ୍ରୀଷ୍ମ ଶିବିର  ୬0 ଦିନ ପର୍ଯ୍ୟନ୍ତ ଚାଲିଥିଲା । ଏହି ଶିବିରରେ ଅଂଶଗ୍ରହଣ କରିଥିଲେ ୯୮ଜଣ ଛାତ୍ରଛାତ୍ରୀ | କ୍ୟାମ୍ପ ସମୟରେ ଇନଡୋର କାର୍ଯ୍ୟକଳାପ ବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କୁ   ଅନ୍ୟାନ୍ୟ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରାଯାଉ ଥିଲା l ସୋସିଆଲ ମିଡ଼ିଆ ଓ ମୋବାଇଲଫୋନରୁ ଦୁରେଇ ରହି ପିଲାମାନେ  ଯେମିତି କ୍ରୀଡା ପ୍ରତି ଧ୍ୟାନ ଦେବେ   ସେଥିପାଇଁ ଉତ୍ସାହିତ କରାଯାଇଥିଲା | କ୍ରୀଡା ପ୍ରଶିକ୍ଷକ

ସନ୍ଦୀପ ନାୟକ ଏବଂ ତୋଫାନ ବେହେରା ଏହି କ୍ରୀଡା ଶିବିରକୁ ସଫଳ ରୂପାୟନ ପାଇଁ  ଦାୟିତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଵ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଵ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଓ.ଏସ.ବି.ଏ ସଚିବ ନୀଲିନ୍ କୁମାର, ଜୋନାଲ ମୁଖ୍ୟ ଦୀପକ ରଂଜନ ମହାନ୍ତି, ଜିଲ୍ଲା ମୁଖ୍ୟ ଦୀପକ ତିବ୍ରୁୱାଲ ଏବଂ ମିତେନ୍ଦ୍ର ଭୂୟାଁ ବସି ସିରଭା ଏକାଡେମୀର ପ୍ରତିଷ୍ଠାତା ସନ୍ତୋଷ ପାଢ଼ୀ ସଭାପତିତ୍ୱ କରିଥିଲେ। ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ  ଅଂଶଗ୍ରହଣ ପ୍ରମାଣ ପତ୍ର ପ୍ରଦାନ କରାଯାଇ ଥିଲା   l ମ୍ୟାଚ୍ ରେ ବିଜୟୀ ହୋଇଥିବା ବିଜେତାମାନଙ୍କୁ ଟ୍ରଫି ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026

You Might Also Like