-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ଧାନ କିଣା ରେ ସୁବର୍ଣ୍ଣପୁର ଜିଲ୍ଲାରେ ମିଲର୍ସ୍ , ସରକାରୀ ଅଧିକାରୀଙ୍କ ଅସାଧୁ ମେଣ୍ଟ, କେବଳ କାଗଜପତ୍ରରେ ଚାଲିଛି 5T ନାଟ

15-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):ପ୍ରଥମେ ଟୋକନ ଝମେଲା ତା ପରେ ସାଟେଲାଇଟ୍ ଝାମେଲା ପରେ ଧାନନେଇ ମଣ୍ଡିରେ ଚାଷୀମାନେ ଗଦା କରିବାପରେ ମିଲର୍ସ୍ ଗାଡ଼ି ପଠାଇବାରେ ଅହେତୁକ ବିଳମ୍ବ କରିବାରୁ  ବଡ଼ବଡ଼ ଚାଷୀ ନିଜ ନିଜର ବ୍ୟବସ୍ଥାରେ ମିଲକୁ ଧାନପଠାଇ ପେକ୍ସ୍ ରେ ଏଣ୍ଟ୍ରି କରିପାରୁଥିବା ବେଳେ କ୍ଷୁଦ୍ର ଚାଷୀ ଚାତକଭଳି ଖରାବର୍ଷାରେ ମିଲର୍ସ୍ ର ଗାଡ଼ି କୁ ଅପେକ୍ଷା କରି ରାତି ଅନିଦ୍ରା ହେଉଛି ।  ଏହାକୁ ନେଇ ଦୁଇ ଦିନ ତଳେ ଜ଼ିଲ୍ଲାର ବୀରମହାରାଜପୁର ବ୍ଲକ କେନ୍ଦ୍ରିଆପାଲି ପଂଚାୟତର ତିଳେଶ୍ୱର, ବାରଝୁଲା, ଅଚଣ୍ଡା ଗାଁ ର ବହୁ ଚାଷୀ ଜ଼ିଲ୍ଲା ଯୋଗାଣ ବିଭାଗ ଅଧିକାରୀଙ୍କ ଠାରେ ଫେରାଦ ହୋଇ ସ୍ଥାନୀୟ ସ୍ୱୟଂ ସହାୟକ ମହିଳା ଗୋଷ୍ଠୀଙ୍କ ଅପାରଗତା ଉପରେ ଅଭିଯୋଗ କରିଛନ୍ତି l  ଜ଼ିଲ୍ଲାର ଗାଡି ମାଲିକ ମାନଙ୍କୁ ଅଣଦେଖା ସହ ରାଜ୍ୟ ବାହାରକୁ ଧାନ ଚାଲାଣ କରି ପ୍ରଶାସନ ମାଲେମାଲ ହେଇଥିବା ଚାଷୀ ଙ୍କ ଠୁଁ ସିଧାସଳଖ ଅଭିଯୋଗ ଆସୁଛି l କିଛି ଗୁଣ୍ଡା ଶ୍ରେଣୀର ଲୋକ ଓ ଦଲାଲ ମାନଙ୍କ ହାତରେ ଛାଡି ଦେଇ ପ୍ରାୟ ମଣ୍ଡିରେ ଅନୁପସ୍ଥିତ ରହୁଛନ୍ତି ସମ୍ପାଦକ l ପୁଆ ଭଳି କେତେ ମଣ୍ଡିରେ ଜଣେ ଚୌକିଦାର ଟ୍ରକ ଟ୍ରକ ଧାନ କିଣୁଥିବା ଦେଖିବାକୁ ମିଳିଥିଲା l ଏଥିରୁ ଜଣା ପଡୁଛି ଯେ ପେକ୍ସ ଡାଟା ରେ ଉଠୁଛି ଧାନ ବାସ୍ତବ ଚିତ୍ର କିନ୍ତୁ ଅଲଗା ଅଛି l ଗତ ୯ ତାରିଖରେ ଆମ ପ୍ରତିନିଧି ସୋନପୁର ବ୍ଲକ ଓ ତରଭା ବ୍ଲକର କିଛି ପେକ୍ସ ପରିଦର୍ଶନ କରି ସେସବୁ ର ଭିତ୍ତିଭୂମି ଓ ସମସ୍ୟା ସବୁକୁ ଅନୁଧ୍ୟାନ କରି ଦେଖିଲେ ଯେ, ଖାରି ପେକ୍ସ ରେ ଭିତ୍ତିଭୂମି ର ପୁରା ଅଭାବ l ମିନି ବ୍ୟାଙ୍କ ଅଚଳ l ଶିବତୁଲା ରେ ଜଳ ସଙ୍କଟ l ଛଅ ଛଅ ମାସ ଧରି ଚାଷୀ ଧାନ ବିକ୍ରି ଟଙ୍କା ପାଉନଥିବା ଜଣା ପଡିଛି l ଯାହାକି ନୂତନ ଜ଼ିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଠାରେ ମଧ୍ୟ ଏ ବିଷୟ ରେ ସାମ୍ବାଦିକ ମାନେ ଆଲୋଚନା କରି ତାଙ୍କର ହସ୍ତକ୍ଷେପ ଲୋଡିଥିବା ଜଣା ଯାଇଛି l ପୁଆ  ରେ ରାସ୍ତା ରେ ପଡିଛି ହଜାର ହଜାର ବସ୍ତl ଧାନ l ଦେଉଳପଦର, ମେଣ୍ଡା,ରେ ଧାନ ପଡିଛି ଗଦାଗଦା ମଣ୍ଡି ପୁରା ଅଚଳ ଦିନ ଦିନ ଧରି ତାଲା ଝୁଲୁଛି l ମରାଡୁଗୁଚ୍ଛା ପେକ୍ସ ରେ ଫୁଲ ମନମାନି

ଚାଲିଛି l ସେଠାରେ ଚାଷୀଙ୍କ ଅଭିଯୋଗକୁ ସିଧାସଳଖ ସଭାପତି କଣ୍ଠରୋଧ କରୁଥିବା ଦୃଷ୍ଟି ଗୋଚର ହୋଇଛି l ସମ୍ପାଦକ ନବୀନ ଦାଶଙ୍କ ଫୋନ ସବୁବେଳେ ସ୍ବିଚ ଅଫ l ଜଣାଯାଏ ଯେ ଏଇ ସମ୍ପାଦକ ମହାଶୟ ପୂର୍ବରୁ ଶିବତୁଲା  ସମ୍ପାଦକ ଦାୟିତ୍ୱରେ ଥିବା ବେଳେ ତାଙ୍କ ତଳିଆ ୨ ଜଣ କର୍ମଚାରୀ ଦୁର୍ନୀତିରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ଥିଲେ ହେଲେ କୌଶଳ କ୍ରମେ ସେ ଖସି ଯାଇଥିବା ଏବଂ  ସେ  ଦୁର୍ନୀତିର ମାଷ୍ଟର ମାଇଣ୍ଡ ବୋଲି ଜଣାପଡିଛି  l ଏଣୁ ଏ ସବୁ କଥାକୁ ବ୍ୟକ୍ତିଗତ ସ୍ତରରେ ଜିଲ୍ଲାପାଳ ହସ୍ତକ୍ଷେପ କରି ଏପରି ଅଚଳାବସ୍ଥା ଦୁର କରିବାକୁ ଜିଲ୍ଲାର ସଚେତନ ବର୍ଗ  ଓ ଚାଷୀ ନେତା ଦାବିକରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like