-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକ ର ଗୁଡ଼ିଘାଟ ପଞ୍ଚାୟତ ସୁକୁନୀପଦର ଗାଁ ରେ ବିଶାଳ ଆଦିବାସୀ ସମାବେଶ

15-Jun-2023



ମୁରିବାହଲ(ସୁଦାମ ଚରଣ ବଘାର ): ମୁରିବାହାଲ ବ୍ଲକର ଗୁଡ଼ିଘାଟ ପଞ୍ଚାୟତ ସୁକୁନୀପଦର ଗାଁ ରେ ସମ୍ମିଳନୀ ପ୍ରାରମ୍ଭ ରୁ ଏକ ବିଶାଳ ଆଦିବାସୀ  ଶୋଭାଯାତ୍ରା ହୋଇଥିଲା l ପରେ  ଆଦିବାସୀ ନେତା ବସନ୍ତ ପାତ୍ରଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା l ସଭାରେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି, ମୁରିବାହାଲ ବ୍ଲକ ଅଧ୍ୟକ୍ଷ ଭକ୍ତ ବନ୍ଧୁ ମେହେର,ଜ଼ିଲ୍ଲା ପରିଷଦ ଉପା ଧ୍ୟକ୍ଷ ଶ୍ରୀମତୀ ମିଥିଲା ମାଝି,

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର  ମୁରିବାହାଲ ବ୍ଲକ କାର୍ଯ୍ୟକାରୀ ସଭାପତି ରାଜୀବ କୁଅଁର,ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା, ପ୍ରମୁଖ ଉଦବୋଧନ ଦେଇଥିଲେ l ଓଡିଶା ସରକାରଙ୍କ ଆଦିବାସୀ ସଶକ୍ତିକରଣ ଯୋଜନା, ଆଦିବାସୀ ସ୍ୱତନ୍ତ୍ର ଉନ୍ନୟନ ଯୋଜନା, ଆଦିବାସୀ ସଂସ୍କୃତି,

ଐତିହ୍ୟ, କଳା, ସ୍ଥାପତ୍ୟ, ଭାସ୍କର୍ଯ୍ୟ ର ବିକାଶ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଆଦିବାସୀ ସଂସ୍କୃତି ଭବନ, ଆଦିବାସୀ ମ୍ୟୁଜିୟମ, ଆଦିବାସୀ ମହିଳା ସ୍ୱୟଂ ସହାୟକ ଦଳ ଭବନ, ଆଦିବାସୀ କ୍ଳବ, ଆଦିବାସୀ ଉତ୍ସବ ଯାନୀ ଯାତ୍ରା ପର୍ବ ପର୍ବାଣୀ, ଆଦିବାସୀ ଶିକ୍ଷା ସ୍ୱାସ୍ଥ୍ୟ ଅର୍ଥନୈତିକ ବିକାଶ ସହଜ ଏବଂ ସୁଗମ୍ୟ ହୋଇପାରିବ ବୋଲି ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like