-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ମୋ ସେବା କେନ୍ଦ୍ର ଉଦ୍ଘାଟିତ

15-Jun-2023



(ବ୍ୟୁରୋ ରିପୋର୍ଟ) କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ବଡ଼ବେତରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭାରିଗୋଳ ଗ୍ରାମରେ ମୋ ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି। ବଡ଼ବେତରା ଗ୍ରାମପଞ୍ଚାୟତ ର ସରପଞ୍ଚ ଶ୍ରୀମତୀ ସଂଯୁକ୍ତା ମହାପାତ୍ର ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମ୍ମାନୀତ ଅତିଥି ଭାବରେ  ଅବସରପ୍ରାପ୍ତ ପ୍ରାଧ୍ୟାପକ ସମାଜସେବୀ ଅଜୟ କୁମାର ରାଉତ ଅନ୍ୟତମ ଅତିଥି ଭାବରେ ମୋ ସେବା କେନ୍ଦ୍ର ଜିଲ୍ଲା ପରିଚାଳକ ହମଦ କୁମାର ପାତ୍ର ଯୋଗଦେଇଥିଲେ। ସ୍ଥାନୀୟ ଲୋକମାନେ କିଭଳି ଭାବରେ ରାଜ୍ୟ ସରକାରଙ୍କ ସମସ୍ତ ସେବା ମୋ ସେବା କେନ୍ଦ୍ର ପକ୍ଷ ରୁ ପାଇ ପାରିବେ ସେ ସମ୍ପର୍କ ରେ ଅବଗତ କରିଥିଲେ । ଏହି କାର୍ଯ୍ୟକ୍ରମ ସମାଜସେବୀ ସୁରେନ୍ଦ୍ର ନାଥ ମହାନ୍ତି, ୱାର୍ଡ଼ ସଭ୍ୟ ବିଶ୍ୱରଂଜନ ତ୍ରିପାଠୀ, ବରିଷ୍ଠ ସମାଜସେବୀ ପରୀକ୍ଷିତ ମନ୍ତ୍ରୀ, ବରିଷ୍ଠ ଶିକ୍ଷକ ସଞ୍ଜୟ କୁମାର ରାଉତ ଙ୍କ ସମେତ ପଞ୍ଚାୟତ ର ଶତାଧିକ ଜନସାଧାରଣ ଯୋଗଦେଇଥିଲେ। ଏହି  କେନ୍ଦ୍ର ର ମୁଖ୍ୟ ପରିଚାଳକ ଶିବପ୍ରସାଦ ସେନାପତି ସଭା ପରିଚାଳନା କରିବା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like