-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ମହାନଗର

ନିଟ ପରୀକ୍ଷାଫଳର ସଫଳ କୃତକାର୍ଯ୍ୟକୁ ନେଇ  ଆକାଶ ବାଇଜୁସ ର ନିଆରା ଶୋଭାଯାତ୍ରା

16-Jun-2023



ବ୍ରହ୍ମପୁର (ଝିଲ୍ଲି କୁମାରୀ ସାହୁ ): ଵ୍ରହ୍ମପୁର କୋର୍ଟପେଟା ଛକ ନିକଟରେ ଥିବା ଆକାଶ ବାଇଯୁସ ର ଏନ. ଇ. ଇ.ଟି ରେ ସଫଳ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କରାଯାଇଛି  ।୨୦୨୩ ଏନ ଇ ଇ ଟି ପରୀକ୍ଷା ଫଳରେ ଆକାଶ ବାଇଜୁସ ସତପ୍ରତିଶତ ସଫଳତା ହାସଲ କରିଥିବା ବେଳେ ୫ ଜଣ ଛାତ୍ରଛାତ୍ରୀ ୬୪୧ ରୁ ଅଧିକ ନମ୍ବରରଖିଥିବା ବେଳେ ସେମାନଙ୍କୁ  ଏବଂ ସେମାନଙ୍କ ପିତାମାତାଙ୍କୁ ମଧ୍ୟ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଥିଲା ।ଉଚ୍ଚ ନମ୍ବର ରଖି ଥିବା

ମଧୁସୂଦନ ସ୍ୱାଇଁ ୬୪୧ ,ରାକେଶ କୁମାର ସାହୁ ୬୪୭ ,ଶୁଭେଚ୍ଛା ପାଇକ ରାୟ ୬୪୭ ,ଗୁପ୍ତେନ୍ଦୁ ମୋହନ ସାହୁ ୬୫୬ ,ରୋଜାଲିନ ଦାସ ୬୫୭ ନମ୍ବର ରଖି ଅନୁଷ୍ଠାନ ର ଗୌରବ ବଢାଇଛନ୍ତି ।ଆକାଶ ବାଇଜୁସ ର ଏନ ଇ ଇ ଟି ରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଆନନ୍ଦରେଏକ ଶୋଭାଯାତ୍ରା ବାହାର କରି ଥିଲେ ।ଶବ୍ଦବିହୀନ ଆତସବାଜି ଫୁଟାଇବାସହ ବାଜାବଜାଇ ଉତ୍ସବମୁଖର ପରିବେଶରେ  ଛାତ୍ର/ଛାତ୍ରୀ ମାନେ ନାଚି ନାଚି ଆନନ୍ଦ ଉଲ୍ଲାସ ର ସହ ସଫଳତାର  ଉତ୍ସବକୁ ପାଳନ କରିଥିଲେ l  ଛାତ୍ର /ଛାତ୍ରୀ ମାନଙ୍କ କଠିନ ପରିଶ୍ରମ ଓ ଅଧ୍ୟାପକ ଅଧ୍ୟାପିକାମାନଙ୍କ ଅଧ୍ୟାପନା ଶୈଳୀ  ଦ୍ୱାରା ଆଜି ତାଙ୍କୁ ସଫଳତା ମିଳିପାରିଛି  ବୋଲି  ଆକାଶବାଇଜୁସ ଅନୁଷ୍ଠାନ ର ବ୍ରହ୍ମପୁର ଶାଖା  ପରିଚାଳକ ଶ୍ରୀରୋହିତ ସିଂ ପ୍ରକାଶ କରିଛନ୍ତି  l ଅନୁଷ୍ଠାନର ଅଧ୍ୟାପକ ଅଧ୍ୟାପିକା ମାନେ କୃତି ଶିକ୍ଷାର୍ଥୀ ମାନଙ୍କୁ  ଶୁଭେଚ୍ଛା ଦେବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି  l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like