-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନାଳନ୍ଦା ଶ୍ରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ୪ଜଣ ଶିକ୍ଷାର୍ଥୀ ସଫଳତା

16-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ବ୍ରହ୍ମପୁରସ୍ଥିତ ନାଳନ୍ଦା ଶ୍ରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ୪ଜଣ ଶିକ୍ଷାର୍ଥୀ ମେଡିକଲ ପ୍ରବେଶିକା ପରୀକ୍ଷା ରେ ସଫଳତା  ହାସଲ କରିଛନ୍ତି  l ୨୦୨୩  ୟୁଜି ଏନ ଇଇ ଟି ପରୀକ୍ଷା ଫଳ ଅନୁଯାଇ ଛାତ୍ର ଛାତ୍ରୀ ମାନେ ୬୦୦ରୁ ଉର୍ଦ୍ଧ ମାର୍କ ରଖି ସୁନାମ ଅର୍ଜନ କରିଛନ୍ତି  l  ସେମାନେ ହେଲେ  ଜି. ଉଦୟ କିରଣ (୬୬୫)ଅଙ୍କ ରଖିବା ସହ ସର୍ବ ଭାରତୀୟ ସ୍ତର ରେ  ୩୮୫୬  ରଂ୍ୟାଙ୍କ   ରେ ସ୍ଥାନିତ ରହିଛନ୍ତି  l କେ. ସୁବ୍ରତ କୁମାର ରେଡ୍ଡୀ  ( ୬୬୫)ଅଙ୍କ ରଖିବା ସହ ସର୍ବ ଭାରତୀୟ ସ୍ତର ରେ ୩୫୭୬  ରଂ୍ୟାଙ୍କ ରେ ରହିଛନ୍ତି ,ଅମିଶା ଦାସ  (୬୨୧)ଅଙ୍କ ରଖିବା ସହ, ସର୍ବଭାରତୀୟ ସ୍ତରରେ ୭୮୪୦ରଂ୍ୟାଙ୍କ ରେ ରହିଛନ୍ତି ମାନସରଞ୍ଜନ ବେହେରା  (୬୧୪)ଅଙ୍କ ରହିବା ସହିତ , ସର୍ବଭାରତୀୟ ସ୍ତରରେ ୯୧୨୭ ରଂ୍ୟାଙ୍କ ହାସଲ କରିଛନ୍ତି  l  ଅନୁଷ୍ଟାନର ମୁଖ୍ୟ ଶ୍ରୀ କାଳୀ ଚରଣ  ସାହୁ ପିଲାଙ୍କୁ 

 ଅଭିନନ୍ଦନ ଦେଇ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ  l ସାରା ଦକ୍ଷିଣ ଓଡିଶା ପାଇଁ ନାଳନ୍ଦାଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନିଜର ସ୍ୱତନ୍ତ୍ର ପରିଚୟ ବଜାୟ ରଖିଛି  ଏବଂ ଆଗାମୀ ଭବିଷ୍ୟତରେ ପିଲାମାନେ ଆହୁରି ଅଧିକ ଭଲ ନମ୍ବର ରଖି କୃତକାର୍ଯ୍ୟ ହେବେ  ବୋଲି ସେ କହିଛନ୍ତି l ସମସ୍ତ ଅଧ୍ୟାପକ/ ଅଧ୍ୟାପିକା ଛାତ୍ର /ଛାତ୍ରୀ ମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି  l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like