-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପହିଲି ରଜ ଉତ୍ସବ ପାଳନ

16-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ଭାରତୀୟ ଜନତା ମହିଳା ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ପକ୍ଷରୁ ରଜ ପର୍ବ ଉପଲକ୍ଷେ "ପହିଲି ରଜ" ଉତ୍ସବ ପାଳନ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀଙ୍କ‌ ନେତୃତ୍ବ ଏବଂ ସାଧାରଣ ସମ୍ପାଦିକା ଅନୁଜା ନନ୍ଦ ବିଶ୍ୱାଳ ଓ ବର୍ଷା ବିଦ୍ୟୁସ୍ମିତା ପାଳଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ଗଞ୍ଜାମ କଳା ପରିଷଦ ଠାରେ ଅନୁଷ୍ଠିତ ହୋଇଯାଇଛି ।   ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା । ଏଥିରେ ସହରର

ବହୁ ମହିଳା ଓ ଶିଶୁ ପ୍ରତିଯୋଗି ଭାଗ ନେଇଥିଲେ । ଘରୁ ତିଆରି କରି ଆଣିଥିବା ବିଭିନ୍ନ ପ୍ରକାରର ପିଠା,କେଶ ସଜ୍ଜା,ରଙ୍ଗୋଲି,ପାନ,ଏକକ ନୃତ୍ୟ ଏବଂ ଏକକ ଗୀତ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ବିଭିନ୍ନ ବର୍ଗରେ ଜିତିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ବ୍ରହ୍ମପୁର ସହରର ସାମ୍ବାଦିକତା କ୍ଷେତ୍ରରେ ନିଜକୁ ସମର୍ପିତ କରି ବିଭିନ୍ନ ସମସ୍ୟାକୁ ଫୋଟ ଏବଂ ଭିଡ଼ିଓ ଉତ୍ତୋଳନ ମାଧ୍ୟମରେ ଖବର କୁ ଲୋକଲୋଚନକୁ ଆଣୁଥିବା ପ୍ରିଣ୍ଟ ମିଡ଼ିଆ ଫୋଟଗ୍ରାଫର ଓ ଇଲକ୍ଟ୍ରୋନିକ୍ସ ମିଡ଼ିଆ ଭିଡ଼ିଓଗ୍ରାଫର ସାମ୍ବାଦିକ ବନ୍ଧୁ ମାନଙ୍କୁ ଭାରତୀୟ ଜନତା ମହିଳା ମୋର୍ଚ୍ଚା ପକ୍ଷରୁ ପୁଷ୍ପଗୁଛ,ଉପଢ଼ୌକନ ସହ ମାନପତ୍ର ପ୍ରଦାନ କରାଯାଇ ସମ୍ୱର୍ଦ୍ଧିତ କରାଯାଇଥିଲା । ଏହା ସହ ଗଞ୍ଜାମ ଜିଲ୍ଲା ପାଇଁ ଗୋୖରବ ଆଣିଥିବା ଜାତୀୟ ମାର୍ସଲ୍ ଆର୍ଟ ଏସୋସିସେନ୍ ସଭାପତି ତଥା ବରୁଣେଶ୍ୱର ନୀଳାଦ୍ରି ଫାଉଣ୍ଡେସନ ସଭାପତି ପ୍ରମୋଦ ରାଉଳ,ମିସ୍ ଗଞ୍ଜାମ ଇ.ଦେବୀ ପାତ୍ର,ଡ଼ା. ବିପ୍ର ଚରଣ ଭୂୟାଁ,ଡ଼ା.ସୁବାଷ ସାହୁ,ଜଣାଶୁଣା ବ୍ୟବସାୟୀ ତଥା ସମାଜସେବୀ ପାର୍ଥ ପାଢ଼ୀ,ଭାରତୀୟ ମଜଦୂର ସଂଘ ଜିଲ୍ଲା ସଭାପତି ଡ଼ା.ଭବାନୀ ଶଙ୍କର ଦାସଙ୍କୁ ମଧ୍ୟ ମହିଳା ମୋର୍ଚ୍ଚା ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି "ପହିଲି ରଜ" ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ମହିଳା ମୋର୍ଚ୍ଚା ସମ୍ପାଦିକା ଡ଼ା.ଐଶ୍ୱର୍ଯ୍ୟା ରାୟ ବିଶ୍ୱାଳ,ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର,ବିଶିଷ୍ଟ ଲେଖିକା ଜୟନ୍ତୀ ପଢ଼ିୟାରୀ,କର୍ପୋରେଟର ବନିତା ସାହୁ,ସବିତା ସାହୁ,ରଞ୍ଜିତା ବେହେରା,ଜିଲ୍ଲା ମହିଳା ମୋର୍ଚ୍ଚା କୋଷାଧ୍ୟକ୍ଷା ପ୍ରେମଶିଳା ନନ୍ଦ ପ୍ରମୁଖ ଉପସ୍ଥିତ ରହି ଦୀପ ପ୍ରଜ୍ବଳନ କରି ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ମହିଳା ନେତ୍ରୀ ମମତାମୟୀ ରଣା,ଅନୁରାଧା ସାହୁ,ଜିଲ୍ଲା ସାଧାରଣ

ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ଜିଲ୍ଲା ଉପସଭାପତି ସୁନିଲ କୁମାର ସାହୁ,ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ,ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ପ୍ରଶାନ୍ତ କର,ଜିଲ୍ଲା ସମ୍ପାଦକ ତଥା କର୍ପୋରେଟର ପ୍ରଦୀପ କୁମାର ଶତପଥି,ଜିଲ୍ଲା ସମ୍ପାଦକ ବାଳକୃଷ୍ଣ ସାମନ୍ତରା,ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ ଶଙ୍କର ନାୟକ,ମିଡ଼ିଆ ପ୍ରଭାରୀ ସୁନୀଲ କୁମାର ସାହୁ,ସାଧାରଣ ସମ୍ପାଦକ ତୁତୁନ୍ ପାତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମର ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like