-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭଏସ୍ ଫର ଭଏ ସ୍ ଲେସ ପକ୍ଷରୁ ରଜ ମହୋତ୍ସବ ପାଳିତ

16-Jun-2023



କଟକ (ପ୍ରେରଣା ଖବର ): କଟକ ସେଲ୍ଟର ଛକ ନିକଟସ୍ଥ ନେତାଜୀ ନଗର ଇଦଗା ପଡିଆ ଠାରେ ବାସ କରୁଥିବା ବସ୍ତି ଅଞ୍ଚଳର ଯୁବତୀ, ମହିଳା ଓ କିଶୋରୀ ବାଳିକାମାନଙ୍କୁ ନେଇ ଭ ଏ ସ୍ ଫର୍ ଭଏ ସ୍ ଲେସ ପକ୍ଷରୁ ଓଡ଼ିଶା ର ପାରମ୍ପରିକ ରଜ ଉତ୍ସବ ଉପଲକ୍ଷେ ପୋଡ଼ ପିଠା ଓ ଶଙ୍ଖ ହୁଳହୁଳି ପାନ ପ୍ରତିଯୋଗିତା ଅନୁଷ୍ଠାନର ସଂପାଦକ ଡ଼ଃ ବିଭୁଦତ୍ତ ଖଣ୍ଡାୟତ ରାୟ ଓ ଲେଖିକା ମୀରା ବେଉରା ଙ୍କ ନେତୃତ୍ଵ ରେ ଅନୁଷ୍ଠିତ

ହୋଇଯାଇଛି।। ଭାରତ ର ପୁରାତନ ସଂସ୍କୃତି ଓ ପରମ୍ପରା ପ୍ରତି ଆଜିର କିଶୋରୀ ମାନଂକୁ ଆକୃଷ୍ଟ କରିବା ପ୍ରୟାସ ନେଇ ବାଳିକା ମାନଙ୍କ ଭିତରେ ପୁଚି ଖେଳ ମଧ୍ୟ କରାଯାଇଥିଲା। ପୋଡପିଠା ପ୍ରତିଯୋଗିତାରେ ସୁଜାତା ସାହୁ ପ୍ରଥମ ସୁଭଲକ୍ଷ୍ମି ସାହୁ ଦ୍ଵିତୀୟ ଓ ମମତା ସାହୁ ତୃତୀୟ ସ୍ଥାନ ଅଧିକାର କରି ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ ହୋଇଛନ୍ତି।। ଅର୍ଥରାଶି ସହ ପୁସ୍ତକ

ଗ୍ରହଣ କରିଥିଲେ ପ୍ରତିଯୋଗୀ ମlନେ।।
ସମସ୍ତ ଙ୍କୁ ଅନୁଷ୍ଠାନ ପକ୍ଷରୁ ପୋଡପିଠା ବଣ୍ଟନ କରାଯାଇଥିଲା।। ଏହି କାର୍ଯକ୍ରମ କୁ ସମାଜସେବୀ ମହେନ୍ଦ୍ର ବିଶ୍ଵାଳ, ପୁଥିଲ ଦାସ, ସବିତା ଦାଶ ଓ ମାଧୁରୀ ମହାନ୍ତି ପରିଚାଳନା କରିଥିଲେ।। ଏଥି ସହିତ ଗାନ୍ଧୀଜୀ ଙ୍କ ସେବା ଉପରେ ଅନୁଷ୍ଠାନ ପକ୍ଷରୁ ପ୍ରକାଶିତ ହୋଇଥିବା ସେବା ପୁସ୍ତକ ମଧ୍ୟ  ପ୍ରଦାନ କରାଯାଇଥିଲା।। ସେହି ଅଞ୍ଚଳର ସମସ୍ତ ମହିଳା ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଭାଗନେଇଥିଲେ  ଓ ପ୍ରତିଯୋଗୀ ମାନଂକୁ ଉତ୍ସାହିତ କରିଥିଲେ।।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like