-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜ୍ଞାନ ବଣ୍ଟନ ତଥା କ୍ଷମତା ନିର୍ମାଣ କର୍ମଶାଳା -

16-Jun-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସିଙ୍ଗାପୁର ଫେରନ୍ତା ଜିଲ୍ଲା ମିଶନ ଶକ୍ତି ମହାସଂଘ ସଭାପତି ଶ୍ରୀମତୀ ମମତା ସାହୁ ଙ୍କୁ ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା ଦେବା ଅବସରରେ ମିଶନଶକ୍ତି ମାଁ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଜ୍ଞାନ ବଣ୍ଟନ ତଥା କ୍ଷମତା ନିର୍ମାଣ କର୍ମଶାଳା ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ  କର୍ମଶାଳା ତଥା ସମ୍ବର୍ଦ୍ଧନା ସଭାରେ ସଭାପତିତ୍ୱ କରି ଜିଲ୍ଲା ମିଶନ ଶକ୍ତି ସୁବର୍ଣ୍ଣଶିଖା ମହାସଂଘ ସଭାପତି ଶ୍ରୀମତୀ ସାହୁ ଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢ଼ୌଙ୍କନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ l ଜିଲ୍ଲାପାଳ ସମାଜ ବିକାଶରେ ମାଁ ମାନଙ୍କ ଭୂମିକା କୁ ପ୍ରଶଂସା କରିବା ସହିତ ରାଜ୍ୟ ସରକାର ଙ୍କ ତରଫରୁ ମାଁ ମାନଙ୍କୁ ମିଳୁଥିବା ସମ୍ମାନ ତଥା ସୁବିଧା ସୁଯୋଗ ଉପରେ ନିଜର ବକ୍ତବ୍ୟ ରଖିଥିଲେ l ମାଁ ମାନଙ୍କ ବଳିଷ୍ଠ ଆନ୍ତରିକ ସହଯୋଗ ଓ କାର୍ଯ୍ୟ ଦକ୍ଷତା ସେମାନଙ୍କୁ ଆତ୍ମନିର୍ଭର କରିବା ସହ ସମାଜ କୁ ବିକାଶ ମାର୍ଗରେ ନେଉଥିବା କହିଥିଲେ l ସେ ଏହି ପରିପ୍ରେକ୍ଷୀରେ ଜିଲ୍ଲାର ମାଁ ଭଉଣୀ ମାନେ ଅତିକମରେ ଦଶମ ପାସ ଯାଏଁ ଶିକ୍ଷା ଗ୍ରହଣ କୁ ଗୁରୁତ୍ୱ ଦେଇ ଡିଷ୍ଟାନ୍ସ ଏଜୁକେସନ ମାଧ୍ୟମରେ ହାସଲ କରିବାକୁ ଆହ୍ୱାନ କରିଛନ୍ତି l କର୍ମଶାଳା ରେ ସିଙ୍ଗାପୁର ଫେରନ୍ତା ଶ୍ରୀମତୀ ସାହୁ ନିଜ ବକ୍ତବ୍ୟ ରେ ସିଙ୍ଗାପୁର ଯାତ୍ରା ର ଅଭିଜ୍ଞତା, ସେଠାକାର ଜୀଵନଚର୍ଯ୍ୟl ଓ ସମାଜ ବିକାଶରେ ସେଠାକାର ମହିଳାଙ୍କ  ଭୂମିକା ଉପରେ ଉପସ୍ଥାପନା କରିଥିଲେ l ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଶ୍ରୀମତୀ ସାହୁ ଙ୍କୁ ସିଙ୍ଗାପୁର ଗସ୍ତ ର ଅଭିଜ୍ଞତା ତଥା ଜ୍ଞାନ ଆହରଣ କୁ ଆମଜିଲ୍ଲାରେ ଉଚିତ ବ୍ୟବହାର ପୂର୍ବକ ଜିଲ୍ଲାର ଗରିମାକୁ ବଢାଇବାକୁ ପରାମର୍ଶ ଦେଇଛନ୍ତି l ଏହି କର୍ମଶାଳା ତଥା ସମ୍ବର୍ଦ୍ଧନା ସଭାରେ ଭାରପ୍ରାପ୍ତ ଡିଏସଡବ୍ଲୁଓ ଶ୍ରୀମତୀ ଅନିତା ଗୁରୁ ସ୍ୱାଗତ ସମ୍ଭାଷଣ ଦେଇଥିବା ବେଳେ ଜିଲ୍ଲା ମିଶନ ଶକ୍ତି ସଂଯୋଜକ କାର୍ତ୍ତିକ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ l କର୍ମଶାଳl ରେ ଡିପିଏମ ଓ ଏଲ ଏମ ଫ୍ରାନସିସ ବାର୍ଲା, ତଥା ଜିଲ୍ଲା ମିଶନ ଶକ୍ତି ମହାସଂଘ ସଦସ୍ୟା, ବ୍ଲକ ମିଶନ ଶକ୍ତି  ମହାସଂଘ ର କର୍ମକର୍ତ୍ତା, ତଥା ବିଭାଗୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026

You Might Also Like