-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାଜାବର୍ହା ଛକ ନିକଟରେ  ଆମ୍ବୁଲାନ୍ସ ଧକ୍କାରେ  ଯୁବକ ମୃତ୍ୟୁ, ପ୍ରତିଶୃତି ପରେ  ହଟିଲା ରାସ୍ତାରୋକ 

16-Jun-2023



ପାଟଣାଗଡ଼(ଦିଲୀପ କୁମାର ପଣ୍ଡା) ପାଟଣାଗଡ଼ ଥାନା ଅନ୍ତର୍ଗତ ୪୨ ନମ୍ବର ରାଜ୍ୟ ରାଜପଥ ମାୟାବହା ଛକ ନିକଟରେ ଗତକାଲି ରାତି ପ୍ରାୟ ୧୦ ଟାରେ ଆମ୍ବୁଲାନ୍ସ ଧକ୍କାରେ ଜଣେ ଯୁବକର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ମୃତକ ଜଣକ ହେଲେ ଧୁବଳପଡା ପଞ୍ଚାୟତ ଭାଲୁଜୁରୀ ଗାଁର ଖୁସିରାମ ମହାନନ୍ଦ । ଖୁସିରାମ ଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ପରିବାରବର୍ଗ ଓ ସମ୍ପର୍କିୟ ଦିର୍ଘ ୬ ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ । ମୃତକ ଙ୍କ ସ୍ତ୍ରୀ ଓ ବିକଳାଙ୍ଗ  ଝିଅକୁ ବିଧବା ଓ ବିକଳାଙ୍ଗ ଭର୍ତ୍ତା ,ଚାରିଝିଅର ପଢିବା ଖର୍ଚ୍ଚର ବହନ କରିବା ପାଇଁ ପ୍ରଶାସନର ପ୍ରତିଶ୍ରୁତି ସହ ରେଡ଼କ୍ରସ ପାଣ୍ଠିରୁ ନଗଦ ୩୦ ହଜାର ଟଙ୍କା ଦେବାପରେ ଆନ୍ଦୋଳନ କାରି ମାନେ ରାସ୍ତା ରୋକରୁ ଓହରିଥିଲେ । ମୃତ ଖୁସିରାମଙ୍କ ସ୍ତ୍ରୀ ହେମଲତା ମହାନନ୍ଦ ଙ୍କ କହିବା ଅନୁଯାୟୀ ତାଙ୍କ ମଝିଆଁ ଝିଅ ଅସୁଂଘାତରେ ଆକ୍ରାନ୍ତ ହେବାଯୋଗୁଁ ଝିଅକୁ ନେଇ ନିକଟରେ ଥିବା  ଚୁଡ଼ାପାଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ  ଚିକିତ୍ସା ପାଇଁ ତାଙ୍କ ନିଜ କାର ଯୋଗେ ଡାକ୍ତରଖାନାକୁ ଜାଉଥିଲେ । ସେମାନେ ଜାଉଥିବା କାରଟି  ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମାଜାବହା ଛକ ନିକଟସ୍ଥ ରାସ୍ତା କଡରେ ଅଟକି ଜାଇଥିଲା । କାରରୁ ଓଲ୍କାହି ମୃତ ଖୁସିରାମ କାର ପଛପଟକୁ ଜାଇ ନିଜ ଫୋନ ଯୋଗେ ଜୈନିକ କାର ମେକାନି ସହ କଥାବାର୍ତ୍ତା ହେଉଥିଲେ । ପାଟଣାଗଡ ପଟୁ ଦୃତଗତିରେ ଆସୁଥିବା ଏକ ଅମ୍ଭୁଳାନ୍ସ ଖୁସିରାମକୁ  ଧକ୍କା ଦେବାଫଲରେ କାର ପଛପଟେ ସେ ଟଲିପଡିଥିଲେ । ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବାବେଲେ   ସେହି ରାସ୍ତା ଦେଇ ଯାଉଥିବା କିଛି ଯୁବକ ଖୁସିରାମ କୁ ଉଦ୍ଧାର କରି ପାଟଣାଗଡ ଡାକ୍ତର ଖାନାକୁ ନେଇଥିବାବେଲେ  ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅପରପକ୍ଷରେ ଅନ୍ୟକିଛି ଜୁଵକ ମାନେ ଅସୁଂଘାତରେ ଆକ୍ରାନ୍ତ ହୋଇଥିବା ତାଙ୍କ ଝିଅ ଓ ମୃତକଙ୍କ ସ୍ତ୍ରୀ କୁ ଚୁଡାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଚିକିତ୍ସା କରାଇଥିଲେ । ଖବର ପାଇ ପାଟଣଗଡ ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଥିଲା । ସେପଟେ ପାଟଣଗଡରେ ମୃତ ଖୁସିରାମଙ୍କ ଶବ ବ୍ୟବଚ୍ଛେଦ ପ୍ରକିୟା ଆରମ୍ଭ ହୋଇ ଜାଇଥିବାବେଲେ ମୃତକଙ୍କ ସମ୍ପର୍କୀୟ ଓ ପରିବାର ବର୍ଗ ମାୟାବହା ଛକ ଠାରେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ ।ଦୀର୍ଘ ୬ ଘଣ୍ଟାର ରାସ୍ତା ରୋକରେ


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like