-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓଡିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସିନ୍ଧେକେଲା ଶାଖା ପକ୍ଷରୁ ମେଗା ରକ୍ତଦାନ ଶିବିର

17-Jun-2023



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ): ଓଡିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସିନ୍ଧେକେଲା ଶାଖା ପକ୍ଷରୁ ସ୍ଥାନୀୟ ଅଗ୍ରୱାଲ ଜୈନ ତେରାପଂଥ ଭବନ ଠାରେ ବିଶ୍ୱ ରକ୍ତଦାନ ଦିବସ  ଅବସରରେ ମେଗା ରକ୍ତଦାନ ଶିବିର ଗତକାଲି ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ନମସ୍କାର ମହାମନ୍ତ୍ର ର ସାମୁହିକ ଉଚ୍ଚାରଣ ସହ କାର୍ଯ୍ୟକ୍ରମ ସୁଭାରମ୍ଭ କରାଯାଇଥିଲା । ଯୁବାମଞ୍ଚ ସଭାପତି ଅମିତ ଜୈନଙ୍କ ନେତୃତ୍ୱରେ ଆୟୋଜିତ ଉକ୍ତ ରକ୍ତଦାନ ଶିବିର ରେ

ଭୀଷଣ ଗରମ ଥିବା ସତ୍ତ୍ୱେ ମୋଟ ୬୨ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । କାର୍ଯ୍ୟକ୍ରମ ରେ ବିଶେଷ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁଵାଲା ବେହେରା , ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ଥାନାଧିକାରୀ ବି.ରୁଦ୍ରୀଆ , ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡା: ନନ୍ଦିତା ଜୈନ , ହୋମିଓପ୍ୟାଥିକ ଡା: ସୋହନ ଲାଲ ଅଗ୍ରୱାଲ ,  ପଲାସ କୁମାର ବିଶ୍ୱାସ , ଓଡିଶା ପ୍ରାନ୍ତୀୟ ସଭା ଅଧ୍ୟକ୍ଷ ମୁକେଶ ଜୈନ , କୁଡ଼ସୁଡ଼ ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଗୋବିନ୍ଦ ଅଗ୍ରୱାଲ , ସିନ୍ଧେକେଲା ଅଗ୍ରୱାଲ ସଭା ଅଧ୍ୟକ୍ଷ ପ୍ରସନ୍ନ ଜୈନ , ସମ୍ପାଦକ ସୁନିଲ ଜୈନ , ଛବିଳ ଦାସ ଫିଳିଙ୍ଗ ଷ୍ଟେସନ ର ମାଲିକ ମୁକେଶ ଜୈନ , ସାମ୍ବାଦିକ ଅନିଲ ତ୍ରିପାଠୀ ଓ  ଦିନେଶ ଜୈନ ପ୍ରମୁଖ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଛବିଳ ଦାସ ଫିଳିଙ୍ଗ ଷ୍ଟେସନର ମାଲିକ ମୁକେଶ ଜୈନ ପକ୍ଷରୁ ସମସ୍ତ ରକ୍ତଦାତା ମାନଙ୍କୁ ତଥା ଅତିଥି ମାନଙ୍କୁ ସ୍ମୃତିଚିହ୍ନ ପ୍ରଦାନ ତଥା ଯୁବାମଞ୍ଚ ପକ୍ଷରୁ ଗାମୁଛା ଓଢାଇ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ସିନ୍ଧେକେଲା ଥାନାଧିକାରୀ ଓ ତାଙ୍କ ସହଧର୍ମିଣୀ, ଗୋବିନ୍ଦ ଅଗ୍ରୱାଲ , ପୂର୍ବତନ ଶିକ୍ଷାବିତ କରୁଣା ପଣ୍ଡା ପ୍ରମୁଖ ରକ୍ତଦାନ କରି ଶିବିର ଆରମ୍ଭ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ

ଯୁବାମଞ୍ଚ ସଭାପତି ଅମିତ ଜୈନ ସମେତ ସମ୍ପାଦକ ତପନ ଜୈନ , କୋଷାଧ୍ୟକ୍ଷ ଆକାଶ ଜୈନ , ସଂଯୋଜକ ବଣ୍ଟି ଜୈନ , ସହ ସଂଯୋଜକ କହ୍ନେୟା ଜୈନ , ପୂର୍ବତନ ସଭାପତି ମନୋଜ ଜୈନ , ମାମରାଜ ଜୈନ , ପୂର୍ବତନ ସମ୍ପାଦକ ମନୋଜ ଗର୍ଗ , ଡାଲଚନ୍ଦ ଜୈନ , ବାବୁଲାଲ ଜୈନ , ଶିତେଶ ଜୈନ , ବବଲୁ ଜୈନ , ବୁଲୁ ଜୈନ , ଧିରଜ ଜୈନ , କିଶୋର ଜୈନ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ବେଳେ ରକ୍ତ ଭଣ୍ଡାର ଗୃହରୁ ଡା: କୃଷ୍ଣଚନ୍ଦ୍ର ପାଳ , ଗଜେନ୍ଦ୍ର ନାଥ ରାଉତ , ଜୟରାମ ମଛଖଣ୍ଡ , ଅଫିସର ସାହୁ , ସରୋଜ କୁମାର ସେଲମା ପ୍ରମୁଖ ଯୋଗଦେଇ ରକ୍ତ ସଂଗୃହିତ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like