-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||     

HOME   ଜିଲ୍ଲା

ସିନ୍ଧେକେଲାର ଲାଇଫ ଲାଇନ, ବାଣୀଭଗାର ପୋଖରୀ ମାଟି ଉନ୍ନତିକରଣ ଅନୁଧ୍ୟାନ କଲେ ବିଧାୟକ ସାଲୁଜା

17-Jun-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ବାରସେହ୍ନୀ ମନ୍ଦିର ନିକଟରେ ଥିବା ପବିତ୍ର ପୁଷ୍କରିଣୀ ବାଣୀଭଗାରର  ସିନ୍ଧେକେଲାର ଲାଇଫ ଲାଇନ କୁହାଯାଉଥିବା ପୋଖରୀର ମାଟି ଉନ୍ନତୀକରଣ  କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା। ପାଖାପାଖି ୨୦ ବର୍ଷ ତଳେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସିନ୍ଧେକେଲା ଗସ୍ତ ସମୟରେ ଦେବୀ ଦ୍ବାରସେହ୍ନୀ ଙ୍କ ଦର୍ଶନ କରିବାସହ ପୋଖରୀର ପୁନରୁଦ୍ଧାର ପାଇଁ ଟଙ୍କା ଅନୁଦାନ ଯୋଗାଇ

ଦେଇଥିଲେ। ପରେ ପୁଣି ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସ୍ବର୍ଗତ ଅଇଁଠୁ ସାହୁ ମଧ୍ଯ ପୋଖରୀ ଅନୁଧ୍ୟାନ କରି ଅନୁଦାନ ଯୋଗାଇ ଦେଇଥିଲେ। ସେ ସମୟରୁ ଅଦ୍ୟାବଧି ପର୍ଯ୍ୟନ୍ତ ଆଉ କୌଣସିପ୍ରକାର ଉନ୍ନତୀକରଣ ନ ହେବାରୁ ପୋଖରୀର ପାଣୀ ଦୁଷିତ ହେବାସହ ପଦ୍ମ ଦଳ ରେ ପରିପୁର୍ଣ୍ଣ ହେବାସହ ପାଣିରେ ପୋକ ସାଳୁ ବାଳୁ ହେଉଥିଲା। ଫଳରେ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ ଚଳିତ ବର୍ଷ ପଞ୍ଚାୟତ

ତରଫରୁ କାମ ଆରମ୍ଭ କରିଥିବା ବେଳେ ପୋଖରୀର ଗୁରୁତ୍ବ ଓ ସିନ୍ଧେକେଲା ସରପଞ୍ଚ ତଥା ଜନସାଧାରଣ ଙ୍କ ନିବେଦନ କୁ ନଜରରେ ରଖି ବିଧାୟକ ଶ୍ରୀ ସାଲୁଜା ନିଜ ଏମଏଲଏ ଲାଡ ରୁ ୫ ଲକ୍ଷ ତଥା ପଞ୍ଚାୟତ ସମିତି ତରଫରୁ ୫ ଲକ୍ଷ ଟଙ୍କା ଅନୁଦାନ ଯୋଗାଇ ଦେଇଥିଲେ। ତେବେ ବର୍ଷା ପାଖେଇ ଆସୁଥିବାରୁ ନିଜେ ବିଧାୟକ କାମ ତଦାରଖ ପାଇଁ ପହଞ୍ଚି ଶିଘ୍ର କାମ ଶେଷ କରିବା ପାଇଁ କହିଥିଲେ। ଏହି ସମୟରେ ସିନ୍ଧେକେଲା ସମିତିସଭ୍ଯ ଭୋଲାନାଥ ବେହେରା , ଯୁବନେତା ଯୁବରାଜ ବାଗ, ସଞ୍ଜୟ ସିଂଦେଓ, କୁନା ବାମିଡି, ରାଜେଶ ଜୈନ, ନରେଶ ରଣା ଓ କାମ କରୁଥିବା ଠିକାଦାର ମନୋଜ ଅଗ୍ରୱାଲ, ରାଜିବ ସାହୁ, ଘୁଟୁ ପାଣ୍ଡିଆ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026

You Might Also Like