-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅଗ୍ନି ବିପନ୍ନ ପରିବାରକୁ ଜୁନିୟର ରେଡକ୍ରସ ତରଫରୁ ରିଲିଫ ସାମଗ୍ରୀ ପ୍ରଦାନ

17-Jun-2023



ବୀରମହାରାଜପୁର/ସୁବଳୟା(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀମହାରାଜପୁର ବ୍ଲକ ଜଟେସିଂହା ଗ୍ରାମପଞ୍ଚାୟତର ନାରାୟଣପୁର ଗ୍ରାମର ୨ ଗୋଟି ପରିବାରକୁ ରାଜ୍ୟ ରେଡକ୍ରସ୍ ତରଫରୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ଆଜି ଶନିବାର ଦିନରେ ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ, ଏଡିଇଓ ଡ. ରାଧାକାନ୍ତ ଗଡତିଆ, ସ୍ଥାନୀୟ ସରପଞ୍ଚ ବିନୋବାନନ୍ଦ ପଧନ, ବରିଷ୍ଠ ସାଧନକର୍ମୀ ଚନ୍ଦ୍ରମଣି ବାଘ, ଜଟେସିଂହା ହାଇସ୍କୁଲର ପ୍ରଧାନଶିକ୍ଷକ ତ୍ରିପୁର।ରି ରଥ ପ୍ରମୁଖ ଏହି ପରିବାରର ବିପତ୍ତି ସମୟରେ ଉପସ୍ଥିତ ରହି ରାଜ୍ୟ ରେଡକ୍ରସ ତରଫରୁ ପଠାଇଥିବା ମୌଳିକ ଆବଶ୍ୟକତା ସମାଗ୍ରୀ 

 ପ୍ରଦାନ କରିଥିଲେ । ଗତ ୮ ତାରିଖର ଦୁଇ ଗୋଟି ପରିବାରର ଘର ପୋଡ଼ି ଯାଇଥିବା ଖବର ପାଇ ଉକ୍ତ ବ୍ଲକର ଜୁନିଅର ରେଡକ୍ରସ ର ସାଧନକର୍ମୀ ଏବଂ ପରାମର୍ଶଦାତା ମାନେ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟଙ୍କ ମାଧ୍ୟମରେ ରାଜ୍ୟ ଜୁନିଅର ରେଡକ୍ରସ ଅଫିସରଙ୍କୁ ସୂଚନା ଦେଇ ଅଗ୍ନି ବିପନ୍ନ ପରିବାରକୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ । ଏ କଥାକୁ ଦୃଷ୍ଟିରେ ରଖି

ଗୁରୁତ୍ୱ ସହ ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ଭାରତୀୟ ରେଡକ୍ରସ ଓଡ଼ିଶା ଶାଖାର ସହମତି କ୍ରମେ ଏହି ପରିବାରଦ୍ୱୟକୁ  ତାରପୋଲିନ, ଷ୍ଟୋଭ,ସାବୁନ, ଦିଟର୍ଜେଣ୍ଟ ପାଉଡର, ଷ୍ଟିଲ ବାସନ, କମ୍ୱଲ୍, ଧୋତି, ଶାଢ଼ୀ, ଗାମୁଛା, ଟରକିଜ, ମଶାରୀ, ଜାର, ବାଲଟି, ମଗ ପ୍ରଭୃତି ଆବଶ୍ୟକୀୟ ସାମଗ୍ରୀ ପଠାଇଥିଲେ । ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ  ଏହି ସମସ୍ତ ସାମଗ୍ରୀ ତଥା କିଛି ଆର୍ଥିକ ସହାୟତାକୁ ଉକ୍ତ ଅଗ୍ନିବିପନ୍ନ ପରିବାର ମୁଖ୍ୟ ମଗନିଆ ସାହୁ ଓ ମାଳତୀ ସାହୁ କୁ ପ୍ରଦାନ କରି ମାନବିକତା ଦେଖାଇଛନ୍ତି ।  କାର୍ଯ୍ୟକ୍ରମକୁ ସାଧନକର୍ମୀ ଚନ୍ଦ୍ରମଣି ବାଘ ସଂଯୋଜନା କରିଥିବା ବେଳେ ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପରିଚାଳନା କରିଛନ୍ତି । ଜୁନିୟର ରେଡ଼କ୍ରସ ପରାମର୍ଶଦାତା ଦିଲ୍ଲୀପ କୁମାର ଚାନ୍ଦ, ଉପେନ୍ଦ୍ର ସାହୁ, ରଞ୍ଜିତ ପଧ।ନ  ବିସିସି ବୈକୁଣ୍ଠ ନାୟକ, ହେମନ୍ତ ମେହେର, ରକ୍ଷକ ସାଧନକର୍ମି ଚନ୍ଦ୍ର ଶେଖର ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like